Home Left

ଧାମରା ପାଖରେ ଅତିକ୍ରମ କରିବ ୟାସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର…

ଫନୀଠୁ କମ୍‌ ପ୍ରଭାବୀ ୟାସ୍‌: ଆଇଏମ୍‌ଡି ଡିଜି

ମେ’ ୨୬ରେ ସାମୁଦ୍ରିକ ଝଡ଼ ୟାସ୍‌ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍‌ କରିବ। ଏହା ୨୦୧୮ରେ ଦକ୍ଷିଣ ଓଡ଼ିଶାକୁ ପ୍ରଭାବିତ କରିଥିବା ବାତ୍ୟା ତିତ୍‌ଲି ଭଳି ତୀବ୍ର ହେବ। କିନ୍ତୁ ଫନିଠାରୁ କମ୍‌ ପ୍ରଭାବ ପକାଇବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)…

କୁନି ଶିଶୁର ଜୀବନ ବଞ୍ଚାଇଲେ ବିରାଟ-ଅନୁଷ୍କା

ମୁମ୍ବାଇ,୨୫।୫: କରୋନାର ଦ୍ୱିତୀୟ ଲହରରେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଦେଶର ଲୋକଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଛନ୍ତି। ଉଭୟ ମଧ୍ୟ କୋଭିଡ ୧୯ ରିଲିଫ ପାଇଁ ପାଣ୍ଠି ସଂଗ୍ରହ କରିଥିଲେ। ଏବେ ଏହି…

ଷ୍ଟେଶନରେ ଅକ୍ସିଜେନ ଟ୍ୟାଙ୍କର ଲିକ୍‌

ରାୟଗଡ଼ା ଅଫିସ,୨୫।୫: ରାୟଗଡ଼ା ରେଳ ଷ୍ଟେଶନରେ ସୋମବାର ଏକ ଅକ୍ସିଜେନ ବୋଝେଇ ଟ୍ୟାଙ୍କର ଲିକ୍‌ ହୋଇଥିବାବେଳେ ଅଳ୍ପକେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମାଲବାହୀ ଟ୍ରେନ୍‌ ଯୋଗେ ରାଉରକେଲାରୁ ୬ଟି ଅକ୍ସିଜେନ ବୋଝେଇ ଟ୍ୟାଙ୍କର ବେଙ୍ଗାଲୁରୁ ଯାଉଥିଲା। ସିଗ୍‌ନାଲ ନିମନ୍ତେ ରାୟଗଡ଼ା…

ସିବିଆଇ ମୁଖ୍ୟ ଲାଗି ସଂକ୍ଷିପ୍ତ ତାଲିକାରେ ୩ ଅଧିକାରୀ

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ମୁଖ୍ୟ ଚୟନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନ ବିଚାରପତି ଏନ୍‌.ଭି. ରମାନା ଏବଂ ବିରୋଧୀ…

ଏମ୍‌ସ ପକ୍ଷରୁ ୪ ସେବା ଆରମ୍ଭ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ ବିଶେଷ କରି ଉପଲବ୍ଧ ଶଯ୍ୟା ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ଠିକ୍‌ ସୂଚନା…

ର଼୍ୟାନାୟାର ବିମାନକୁ ଓହ୍ଲାଇଦେଲା ବେଲାରୁଷ୍‌

ମସ୍କୋ, ୨୫।୫: ବେଲାରୁଷ୍‌ କର୍ତ୍ତୃପକ୍ଷ ଏକ ଯୁଦ୍ଧବିମାନରେ ପିଛା କରି ର଼୍ୟାନାୟାର ବ୍ୟବସାୟିକ ବିମାନକୁ ମିନ୍‌ସ୍କଠାରେ ଜବରଦସ୍ତ ଓହ୍ଲାଇଦେବା ସହ ସେଥିରେ ଥିବା ବେଲାରୁଷ୍‌ର ଜଣେ ଖବରଦାତା ତଥା ବିରୋଧୀ କର୍ମୀଙ୍କୁ ଗିରଫ କରିଛନ୍ତି। ଏହାକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଉତ୍ତେଜନା…

କୋର୍ଟରେ ହାଜର ହେଲେ ସ୍ୟୁ ଚୀ

ନେପିତାଉ, ୨୫ା୫: ମ୍ୟାନମାର ସେନା ଶାସନ ହାତକୁ ନେବାର ପ୍ରାୟ ୪ ମାସ ପରେ ସାମ୍‌ନାକୁ ଆସିଛନ୍ତି ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ। ସୋମବାର ସେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହୋଇଛନ୍ତି। ଫେବୃୟାରୀ ୧ରେ ସେନା…

‘ୟାସ୍‌’ ମୁକାବିଲା ସମୀକ୍ଷା କଲେ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ା ଓଡ଼ିଶାରେ ‘ୟାସ୍‌’ ର ମୁକାବିଲା…

ପୁନରୁଦ୍ଧାର ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୫।୫: ବାତ୍ୟା ‘ୟାସ୍‌’ ମୁକାବିଲା ଲାଗି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡ଼ିଜି) ଯଶୱନ୍ତ ଜେଠୱା ସୋମବାର ବାଲେଶ୍ୱର ଓ ଭଦ୍ରକ ଜିଲା ଗସ୍ତ କରି ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଆଇଏମ୍‌ଡ଼ି ସୂଚନା ଅନୁଯାୟୀ ବାତ୍ୟା ବାଲେଶ୍ୱର…

ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ ସ୍ମାର୍ଟଫୋନ୍‌ କିମ୍ବା ଇଣ୍ଟରନେଟ ସୁବିଧା ଅଭାବରୁ କୋଓ୍ବିନ ଡିଜିଟାଲ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ କରିପାରୁ…

ଅଗ୍ନିଶମ ବିଭାଗର ୧୯୦ ଉଦ୍ଧାରକାରୀ ଦଳ ନିୟୋଜିତ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସୋମବାର ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ପୂରା ପ୍ରସ୍ତୁତିର ସମୀକ୍ଷା କରିବା ସହ ଭିଡିଓ କନ୍‌ଫରେନ୍ସରେ ରାଜ୍ୟରେ ସମସ୍ତ ବରିଷ୍ଠ ଅଗ୍ନିଶମ ଅଧିକାରୀଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri