Home Left

୫୭% ଟିକା ବ୍ୟବହାର, ବାକି ଯାଉଛି କୁଆଡ଼େ

ନୂଆଦିଲ୍ଲୀ, ୨୫ା୫: ଦେଶରେ ଆବଶ୍ୟକ କୋଭିଡ୍‌ ଭାକ୍ସିନ ଅଭାବରୁ ଟିକାକରଣ କାର୍ଯ୍ୟକ୍ରମ ଆଶାନୁରୂପ ଆଗେଇ ପାରୁନାହିଁ। ଏପରିକି ବିଭିନ୍ନ ରାଜ୍ୟରେ ଅନେକ ଟିକାଦାନ କେନ୍ଦ୍ର ବନ୍ଦ ହୋଇଗଲାଣି। ଟିକା ଅଭାବକୁ ନେଇ ସରକାର ସମାଲୋଚିତ ହୋଇଛନ୍ତି। ତେବେ ସୋମବାର କେରଳ ହାଇକୋର୍ଟରେ…

ବାତ୍ୟା ମୁକାବିଲା: ଆଶ୍ରୟ ସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ଜନିତ ସ୍ଥିତିର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରସ୍ତୁତ ହୋଇଛି। ଆବଶ୍ୟକ ସମୟରେ ଲୋକଙ୍କୁ କିପରି ଆଶ୍ରୟସ୍ଥଳୀକୁ ଅଣାଯିବ ସେ ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି। ପୂର୍ବ ଜୋନ୍‌ରେ ସମସ୍ତ ଆଶ୍ରୟସ୍ଥଳୀ ସମେତ…

ଆରପାରିରେ ପ୍ରବଚକ ଚାରଣ ରାମଦାସ

ପୁରୀ ଅଫିସ,୨୫।୫: ପ୍ରସିଦ୍ଧ ପ୍ରବଚକ ପଣ୍ଡିତ ଚାରଣ ରାମଦାସଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ କିଛିଦିନ ତଳେ ଚିକିତ୍ସିତ ହେଉଥିଲେ। ସାମାନ୍ୟ ସୁସ୍ଥ ହେବା ପରେ ସେ ପୁରୀସ୍ଥିତ ରମାବଲ୍ଲଭ…

ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଆସନ୍ତା ୨୬ ତାରିଖରେ ବାତ୍ୟା ୟାସ୍‌ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପାଓ୍ବାର ଟ୍ରାନ୍ସମିଶନ କର୍ପୋରେଶନ ଲିମିଟେଡ୍‌(ଓପିଟିସିଏଲ୍‌)ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟରେ…

୧୫ ରାଜ୍ୟକୁ ଅକ୍ସିଜେନ୍‌ ଯୋଗାଉଛି ଓଡ଼ିଶା

କଟକ ଅଫିସ, ୨୪ା୫- ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଫଳରେ ଚିକିତ୍ସା ପାଇଁ ବହୁ ସଂଖ୍ୟକ ରୋଗୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ବିଭିନ୍ନ ରାଜ୍ୟର ମେଡିକାଲରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏଭଳି ସମୟରେ ଓଡ଼ିଶାରୁ…

୭୨ ଓଇଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର, ୨୫।୫(ବ୍ୟୁରୋ)- ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଓଡ଼ିଶା ଶିକ୍ଷା ସେବା (ଓଇଏସ୍‌) ଅନ୍ତର୍ଗତ ବିଭିନ୍ନ ବର୍ଗର ୭୨ଜଣ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏ ନେଇ ସୋମବାର ବିଭାଗ ପକ୍ଷରୁ ଦୁଇଟି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି…

୧୦ ଆଇଏଏସ୍‌, ଆଇପିଏସ୍‌ଙ୍କୁ ୫ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ଟି ଉପକୂଳ ଜିଲା ପାଇଁ ୫ ବରିଷ୍ଠ ଆଇଏଏସ୍‌ ଏବଂ ୫ ଆଇପିଏସ୍‌ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି। ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ଉଚ୍ଚଶିକ୍ଷା…

ସହଯୋଗ ଲାଗି କେନ୍ଦ୍ର ପ୍ରସ୍ତୁତ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ‘ୟାସ୍‌’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅବଗତ କରିବା ସହିତ ବାତ୍ୟା ସହ ଜଡ଼ିତ ବିଭିନ୍ନ ବିଷୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। କେନ୍ଦ୍ର…

ପୁରୀ ବେଳାଭୂମିରେ ମାଛ, ଜେଲି ଫିଶ୍‌ ମଡ଼କ

ପୁରୀ ଅଫିସ,୨୫।୫: ବାତ୍ୟା ୟାସ୍‌ ସ୍ଥଳ ଭାଗ ଛୁଇଁବା ପୂର୍ବରୁ ପୁରୀ ବେଳାଭୂମିରେ ୨ଦିନରେ ବହୁସଂଖ୍ୟାରେ ମାଛ, ଜେଲି ଫିଶ୍‌ ମରିପଡ଼ିଥିବା ଦେଖିବାକୁ ମିଳିଛି। ଲାଇଟ୍‌ ହାଉସ୍‌ଠାରୁ ଆରମ୍ଭ କରି ପେଣ୍ଠକଟା ପର୍ଯ୍ୟନ୍ତ ସୋମବାର ବେଳାଭୂମିରେ ଶହ ଶହ ଜେଲି ଫିସ୍‌…

ଟୋକିଓ ଅଲିମ୍ପିକ୍ସ ଆୟୋଜନ: ଆଇଓସି, ସୁଗାଙ୍କ ସମ୍ମୁଖରେ ଚ୍ୟାଲେଞ୍ଜ

ଷ୍ଟକ୍‌ହାମ,୨୫।୫: ଜାପାନରେ ଏବେ କୋଭିଡ୍‌-୧୯ର ଚତୁର୍ଥ ଓ୍ବେଭ୍‌ ଚାଲିଛି। ଜୁଲାଇ ୨୩ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ଅଲିମ୍ପିକ୍ସକୁ ଏହି ମହାମାରୀ ପାଇଁ ବାତିଲ କରିବା ନେଇ ତର୍କବିତର୍କ ଆରମ୍ଭ ହୋଇଛି। ଜାପାନ ନାଗରିକ ମଧ୍ୟ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସ…

ଡଙ୍ଗା ବୁଡ଼ି ୭ ନିଖୋଜ: ଜଣେ ମୃତ

ଚିତ୍ରକୋଣ୍ଡା,୨୫।୫(ଡି.ଏନ୍‌.ଏ.): ତେଲେଙ୍ଗାନାରୁ ଦାଦନ ଖଟି ଗାଁକୁ ଫେରୁଥିବା ବେଳେ ଘଟିଛି ଅଘଟଣ। ଡଙ୍ଗା ବୁଡ଼ି ୭ ଜଣ ନିଖୋଜ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ। ସେଲେରୁ ନଦୀରେ ପାରି ହେଉଥିଲା…

ଭାଇରାଲ ଭିଡିଓ: ଚାହିଁବସିଥିଲା ମୃତ୍ୟୁ, କେବଳ ସାମାନ୍ୟ ଚତୁରତା ବଞ୍ଚାଇଲା ଜୀବନ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri