୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୫।୧୦(ବ୍ୟୁରୋ): ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହି ୪ ଅଧିକାରୀଙ୍କ ମଧ୍ୟରେ ୨ ଜଣ ଓଏଏସ୍ ଅଫିସର ଥିବା ବେଳେ ଜଣେ ଜିଲା ସବ ରେଜିଷ୍ଟ୍ରାର ଅଛନ୍ତି। ସେହିପରି ଜଣେ ପୂର୍ବତନ ଜିଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀଙ୍କୁ…
ପଥର ସନ୍ଧିରୁ ମିଳିଲା ନାବାଳିକାଙ୍କ ମୃତଦେହ
ସମ୍ବଲପୁର,୫।୧୦(ବ୍ୟୁରୋ): ସମ୍ବଲପୁର ଜିଲା ଦଲେଇପଡ଼ା ମହାନଦୀ ଘାଟରେ ସୋମବାର ଏକ ପରିବାର ୩ ଜଣ ସଦସ୍ୟ ଭାସିଯାଇଥିଲେ। ତେବେ ବାପା ଓ ପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ନାବାଳିକା ଝିଅ ନିଖୋଜ ଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ପ୍ରାୟ ୫୦…
କୁର୍ତ୍ତି ଜ୍ୟାକେଟ୍
ନୂଆ ଡିଜାଇନ ସହ ଭିନ୍ନ ଭିନ୍ନ ରଙ୍ଗର ଡ୍ରେସ୍ ପିନ୍ଧିବାକୁ ଝିଅମାନେ ବେଶି ପସନ୍ଦ କରନ୍ତି। ବଜାରରେ ଏବେ କୁର୍ତ୍ତି ଜ୍ୟାକେଟ୍ର ଚାହିଦା ଅଧିକ ରହିଛି । ତେବେ ଏହାକୁ କେତେବେଳେ ପିନ୍ଧିବେ ଜାଣିରଖନ୍ତୁ… କୁର୍ତ୍ତି ଜ୍ୟାକେଟ୍କୁ ଆପଣମାନେ ସବୁ ସମୟରେ…
ବିଜୟ ପରେ ବି ଖୁସି ନାହାନ୍ତି ପନ୍ତ
ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରି ଦିଲ୍ଲୀ କ୍ୟାପିଟାଲ୍ସ ଦଶମ ବିଜୟ ହାସଲ କରିଛି। ତେବେ ଏହି ମ୍ୟାଚ ଜିତିବା ଦିଲ୍ଲୀ ପାଇଁ ସହଜ ନ ଥିଲା। କାରଣ ୧୩୭ ସ୍କୋରକୁ ଗୋଡାଇବା ବେଳେ ଗୋଟିଏ…
ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ ଏସ୍ଆଇ
ଭୁବନେଶ୍ୱର,୫।୧୦(ବ୍ୟୁରୋ): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ-ଇନ୍ସପେକ୍ଟର (ଏସ୍ଆଇ)ମାନେ ରହିବେ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସବ-ଇନ୍ସପେକ୍ଟର (ଏଏସ୍ଆଇ) ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। ତେବେ କମିଶନରେଟ ପୋଲିସ ଠାରୁ…
ବାପାଙ୍କ ପାଇଁ ହାତ ଯୋଡି ପ୍ରାର୍ଥନା କଲେ ଜିଭା
ଦୁବାଇ,୫।୧୦: ଆଇପିଏଲ ୨୦୨୧ର ଏକ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଏକ ମଜାଦାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭା ବାପାଙ୍କ ବିଜୟ ପାଇଁ ପ୍ରାର୍ଥନା…
ଖର୍ଚ୍ଚକାଟରୁ ସଞ୍ଚୟ
ଖର୍ଚ୍ଚକାଟ କରି ସମସ୍ତଙ୍କ ଅଜାଣତରେ ସଞ୍ଚୟ କରିବା ହେଉଛି ଏକ କଳା। ଆଉ ଏହି କଳାରେ ବେଶ୍ ପାରଙ୍ଗମ ଗୃହିଣୀମାନେ। ପରିବାରର ନିହାତି ଦରକାର ବେଳରେ ସେମାନେ ନିଜ ସଞ୍ଚିତ ଅର୍ଥକୁ ଦେଇ ଗୃହଲକ୍ଷ୍ମୀର ନାଁକୁ ସାର୍ଥକ କରନ୍ତି… ବେଳେବେଳେ ଏମିତି…
ଏମିତି କାମ କରି ସ୍ତ୍ରୀଙ୍କୁ ଡରାଇଲେ ରୋହିତ ଶର୍ମା
ଦୁବାଇ,୫।୧୦: ଆଇପିଏଲ ୨୦୨୧ରେ ଟାଇଟଲ ବିଜୟରେ ହ୍ୟାଟ୍ରିକ କରିବା ଠାରୁ ବହୁ ଦୂରରେ ଅଛି ମୁମ୍ବାଇ ଇଣ୍ଡିଆନ୍ସ। କିନ୍ତୁ ଅଧିନାୟକ ରୋହିତ ଶର୍ମା ତାଙ୍କ ସାଥୀ ଖେଳାଳିଙ୍କ ମନୋବଳ ବଢାଇବା ସହ ସେମାନଙ୍କୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ଲେ ଅଫ୍କୁ…
କିପରି ନେବେ ଯତ୍ନ
ବେଳେବେଳେ କେଶ ଝଡ଼ିବା, ରୂପି ଆଦି ହେବା କାରଣରୁ ସୌନ୍ଦର୍ଯ୍ୟ ନଷ୍ଟ ହୋଇଥାଏ । ତେବେ ବର୍ଷାଦିନେ କେଶର ଯତ୍ନ କିପରି ନେବେ ଜାଣିରଖନ୍ତୁ …. ବର୍ଷାରେ ଯଦି କେଶ ଓଦା ହୋଇଯାଏ ତେବେ ତୁରନ୍ତ ଘରକୁ ଆସି ସାମ୍ପୁ କରି…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୩ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…
ବିବାହର ୧୦ ବର୍ଷ ପରେ ପୁଣି ଥରେ ବିବାହ କଲେ ଏହି ଚର୍ଚ୍ଚିତ ଦମ୍ପତି
ଅଭିନେତ୍ରୀ ଦେବିନା ବାନାର୍ଜୀ ଏବଂ ଅଭିନେତା ଗୁରୁମିତ ଚୌଧୁରୀ ପ୍ରାୟତଃ ର୍ଚ୍ଚାରେ ରହିଥାନ୍ତି। ବିବାହର ୧୦ ବର୍ଷ ପରେ ଦ୍ୱିତୀୟଥର ପୁଣି ଉଭୟ ବଙ୍ଗଳୀ ରୀତିନୀତି ଅନୁଯାୟୀ ବିବାହ କରିଛନ୍ତି। ଏହି ବିବାହର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ସୋସିଆଲ ମିଡିଆରୁ ସମ୍ପର୍କ କରି ଯାଉଛନ୍ତି କି ଡେଟ୍ରେ…
ବର୍ତ୍ତମାନ ଇଣ୍ଟରନେଟ୍ ଯୁଗରେ ଯୁବପିଢ଼ୀ ନୂଆ ନୂଆ ଟେକ୍ନିକ୍ ସହିତ ବେଶ୍ ଜଡିତ। ଅନେକ ସମୟରେ ସେମାନେ ସୋସିଆଲ ମିଡିଆରେ ବନ୍ଧୁ ତିଆରି କରି ତାଙ୍କ ସହ ସମ୍ପର୍କକୁ ଆଗକୁ ନେବାକୁ ଚାହାନ୍ତି । ବନ୍ଧୁଙ୍କ ସହ କିଛି କଥାବାର୍ତ୍ତା ପରେ…

