Home Left

ଝାରପଡ଼ା ଜେଲରୁ ବିଦେଶକୁ ଯାଉଥିଲା କଲ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ):କଟକଣା ସତ୍ତ୍ୱେ ଝାରପଡା ଜେଲକୁ ବେଆଇନ ମୋବାଇଲ୍‌ ଫୋନ୍‌ ଯାଉଛି। ଯେତେ ଜବତ କଲେ ସେତେ ମିଳୁଛି। ଅଧିକାଂଶ ମୋବାଇଲ୍‌ ଫୋନ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଓ ହାଇପ୍ରୋଫାଇଲ୍‌ ଅଭିଯୁକ୍ତଙ୍କ ସେଲ୍‌ ନିକଟ ମାଟିତଳୁ ମିଳୁଥିବାରୁ ସତେ ଯେମିତି ଏଠାରେ ଖଣି ପଡିଥିବା…

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର ଜିଲା…

‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ ବିତରଣ…

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ ପୋଲିସ…

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ସାରା…

‘ଓଡିସିଏଲ୍‌ ୟୁନିଟ୍‌ ବିକ୍ରି କରା ନ ଯାଉ’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ମହାମାରୀ ସମୟରେ ଓଡ଼ିଶାରେ ଥିବା ଏକମାତ୍ର ଔଷଧ ବିନିର୍ମାଣ ୟୁନିଟ୍‌ ଓଡ଼ିଶା ଡ୍ରଗ୍ସ ଆଣ୍ଡ୍‌ କେମିକାଲ୍ସ ଲିମିଟେଡ୍‌ (ଓଡିସିଏଲ୍‌)କୁ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଉଭୟ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ରହିଥିବା ଏହି…

୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ…

କରୋନା କିଟ୍‌ ବାଣ୍ଟିଲେ ବିଧାୟକ

ଟାଙ୍ଗୀ(କଟକ)୨୪।୫(ଡି.ଏନ୍‌.ଏ): କରୋନାକୁ ସାମ୍ନା କରିବାକୁ ରବିବାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଆଶା, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ କରୋନା ସୁରକ୍ଷା ଉପକରଣ ବାଣ୍ଟିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଗରୁଡଗାଁ, ସଫା, କରଞ୍ଜି ପଞ୍ଚାୟତରେ ଅନୁଷ୍ଠିତ ଉକ୍ତ କିଟ୍‌ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ କରୋନା…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଅଢ଼େଇ ବର୍ଷ ଶିଶୁପୁତ୍ର

ରସୁଲପୁର,୨୪ା୫(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାମଦେବପୁର ଗ୍ରାମର ଅଢ଼େଇ ବର୍ଷର ଶିଶୁପୁତ୍ର ଡି.ଏନ. କ୍ରିଷ୍ଣା ଦେବାଶିଷ ନିଜର ସ୍ମରଣଶକ୍ତି ଓ ବୁଦ୍ଧିମତ୍ତା ପାଇଁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ଅଧିକାର କରିପାରିଛନ୍ତି। ସେ ଦେଶର ୨୮ ରାଜ୍ୟର…

ଦିବ୍ୟା ଭାରତୀଙ୍କ ମୃତ୍ୟୁପରେ ଲାଡଲା ସେଟରେ ଘଟିଥିଲା ଅଦ୍ଭୁତ ଘଟଣା: ଶ୍ରୀଦେବୀଙ୍କୁ ଦେଖି ଡରିଲେ ଲୋକେ

ବଲିଉଡରେ ଖୁବ କମ ବୟସରେ ଅତୁଳନୀୟ ସଫଳତା ହାସଲ କରିଥିଲେ ଅଭିନେତ୍ରୀ ଦିବ୍ୟା ଭାରତୀ। ଯିଏ ୧୯ ବର୍ଷ ବୟସରେ ଏହି ଦୁନିଆ ଛାଡି ଯାଇଥିଲେ। ୧ ଏପ୍ରିଲରେ ତାଙ୍କର ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ଚକିତ କରିଦେଇଥିଲା। ତାଙ୍କ ମୃତ୍ୟୁ ପରେ…

ସ୍ବାମୀଙ୍କୁ ଚାପୁଡା ମାରିଲେ ଏହି ଅଭିନେତ୍ରୀ

ଟିଭି ଅଭିନେତ୍ରୀ ଅନୀତା ହାସନନ୍ଦାନୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ମା’ ହେବା ପରଠାରୁ ସେ ନିଜ ପୁଅ ସହ ଏବେ ସମୟ ବିତାଉଛନ୍ତି। ସେ ପ୍ରାୟତଃ ପୁଅ ଏବଂ ସ୍ବାମୀ ରୋହିତ ରେଡ୍ଡୀଙ୍କ ସହ ଫଟୋ ଏବଂ ଭିଡିଓ ଶେୟାର…

ବିବାଦୀୟ ମନ୍ତବ୍ୟରୁ ଓହରିଲେ ରାମଦେବ

ନୂଆଦିଲ୍ଲୀ,୨୩।୫: ଯୋଗଗୁରୁ ବାବା ରାମଦେବ ଏଲୋପାଥି ଚିକିତ୍ସାକୁ ନେଇ ଶନିବାର ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଦୁର୍ଭାଗ୍ୟ ଜନକ କହିବା ପରେ ରାମଦେବ ଟୁଇଟ୍‌ କରି ନିଜ ମନ୍ତବ୍ୟରୁ ସେ ଓହରିଛନ୍ତି ବୋଲି କହିଛନ୍ତି। ଟୁଇଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri