ଘାରିଛି କୋଭିଡ୍ ଭୟ: ଜେଲରେ ବଢୁଛି ସଂକ୍ରମଣ
ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଚିନ୍ତା ବଢ଼ିଛି। ରାଜ୍ୟର ହାଇପ୍ରୋଫାଇଲ ଅପରାଧୀଙ୍କ କାରଗାର ଭାବେ…
ଯୁବକଙ୍କୁ ଚଟକଣି ମାରିଥିବା କଲେକ୍ଟରଙ୍କୁ କାର୍ଯ୍ୟରୁ ହଟାଇଲେ ମୁଖ୍ୟମନ୍ତ୍ରୀ…
ସୁରଜପୁର,୨୩।୫: ଲକ୍ଡାଉନ୍ ସମୟରେ ଜଣେ ଯୁବକଙ୍କୁ ଚଟକଣି ମାରିଥିବା ଛତିଶଗଡ଼ର ସୁରଜପୁର କଲେକ୍ଟର ରଣବୀର ଶର୍ମାଙ୍କୁ କାର୍ଯ୍ୟରୁ ହଟାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା ରଣବୀରଙ୍କୁ ସୁରଜପୁର କଲେକ୍ଟର ପଦରୁ ହଟାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରଣବୀରଙ୍କ ସ୍ଥାନରେ ସୁରଜପୁରର ନୂଆ…
ଆଉ ୨୮ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ସର୍ବାଧିକ
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାର ରାଜ୍ୟରେ ଆଉ ୨୮ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୫, କଳହାଣ୍ଡିରୁ ୪, ସୁନ୍ଦରଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୩, ଅନୁଗୋଳରୁ ୩,…
କଲେକ୍ଟର ଯୁବକଙ୍କ କଥା ନ ଶୁଣି ପ୍ରଥମେ ଚଟକଣି ଦେଲେ, ଶେଷରେ କ୍ଷମା ବି ମାଗିଲେ…
ସୁରଜପୁର,୨୩।୫: ଏବେ ସୋସିଆଲ ମିଡ଼ିଆରେ ଛତିଶଗଡ଼ର ଜଣେ କଲେକ୍ଟରଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ହୋଇଛି। ଅମାନିଆଙ୍କ ପାଇଁ କଡ଼ା କଟକଣା କରାଯାଇଛି। ତେବେ ବେଳେବେଳେ କେତେକ ନିରୀହ ଲୋକଙ୍କୁ ପ୍ରଶାସନର ନିର୍ଯାତନାର…
ଦୀପ୍ତିଙ୍କୁ ୨ କୋଟିର ପ୍ୟାକେଜ
ହାଇଦ୍ରାବାଦ: ହାଇଦ୍ରାବାଦର ମେଧାବୀ ଛାତ୍ରୀ ଦୀପ୍ତି ନାରକୁଟୀ ଆମେରିକାର ଅଗ୍ରଣୀ ସଫ୍ଟଓ୍ବେୟାର କମ୍ପାନୀ ମାଇକ୍ରୋସଫ୍ଟ ପକ୍ଷରୁ ଗ୍ରେଡ୍-୨ ପୋଷ୍ଟ ପାଇଁ ମନୋନୀତ ହୋଇଛନ୍ତି। ସେ ବାର୍ଷିକ ୨ କୋଟି ଟଙ୍କା ବେତନ ପାଇବେ ବୋଲି ସୂଚନା ମିଳିଛି। ସେ କମ୍ପାନୀର ଜଣେ…
୮୦% ରିଟେଲ ଷ୍ଟୋର ବନ୍ଦ
ନୂଆଦିଲ୍ଲୀ: କରୋନା ମହାମାରୀ ଦେଶର ଅର୍ଥ ବ୍ୟବସ୍ଥାକୁ ସଙ୍କଟ ସ୍ଥିତିକୁ ଠେଲି ଦେଇଛି। ଏହାର ପ୍ରଭାବ ମଧ୍ୟ ଦେଶର ରିଟେଲ ଶିଳ୍ପ ଉପରେ ପଡ଼ିଛି। ଫଳରେ ଏହି ଶିଳ୍ପ ଆର୍ଥତ୍କ ସଙ୍କଟ ଦେଇ ଗତି କରୁଛି। ସମସ୍ୟାରେ ଥିବା ଏହି ଶିଳ୍ପ ଲାଗି…
କାର୍ରେ ବିଡ଼ା ବିଡ଼ା ନୋଟ୍: ଗଣିବା ପାଇଁ ସକାଳୁ ହେଲା ସନ୍ଧ୍ୟା…
ଡୁଙ୍ଗରପୁର,୨୩।୫: ରାଜସ୍ଥାନ ଡୁଙ୍ଗରପୁରରୁ ଏକ କାର୍ରୁ ବିଡ଼ା ବିଡ଼ା ନୋଟ୍ ଜବତ ହୋଇଛି। ଏସବୁ କଳାଧନ ବୋଲି ଅନୁମାନ କରାଯାଉଛି। କାର୍ଟି ଦିଲ୍ଲୀରୁ ଗୁଜରାଟ ଯାଉଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କାର୍ରେ ୪ କୋଟି ୫୦ ଲକ୍ଷ ଟଙ୍କାରୁ ଅଧିକ…
ଦିଲ୍ଲୀରେ ଟିକାକରଣ ବନ୍ଦ
ନୂଆଦିଲ୍ଲୀ, ୨୩।୫: ଦିଲ୍ଲୀରେ ଭାକ୍ସିନ ଅଭାବରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀମାନଙ୍କ ନିମନ୍ତେ ଟିକାକରଣ କାର୍ଯ୍ୟକ୍ରମକୁ ଶନିବାରଠାରୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ଦିଲ୍ଲୀରେ ସମସ୍ତଙ୍କୁ ଟିକା…
ନେପାଳରେ ପୁଣି ରାଜନୈତିକ ସଙ୍କଟ
କାଠମାଣ୍ଡୁ, ୨୩।୫(ଆଇଏଏନ୍ଏସ୍): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨ ଓ ୧୯ରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି। ଏହାକୁ ନେଇ ନେପାଳରେ ରାଜନୈତିକ…
ମା’ ହେଲେ ଶ୍ରେୟା
ବଲିଉଡ୍ ପ୍ଲେ ବ୍ୟାକ୍ ସିଙ୍ଗର ଶ୍ରେୟା ଘୋଷାଲ ଓ ସ୍ବାମୀ ଶିଳାଦିତ୍ୟ ମୁଖୋପାଧ୍ୟାୟ ଶନିବାର ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି। ଶ୍ରେୟା ମା’ ହେବା ଖବର ତାଙ୍କ ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି। ଭଗବାନ ତାଙ୍କୁ ଏକ ମୂଲ୍ୟବାନ ପୁତ୍ର ସନ୍ତାନ…
ଏଭରେଷ୍ଟରେ ଶତାଧିକ ସଂକ୍ରମିତ
ଏଭରେଷ୍ଟ ଉପରେ ଶତାଧିକ ପର୍ବତାରୋହଣକାରୀ, ସହଯୋଗୀ କରୋନାରେ ସଂକ୍ରମିତ ହୋଇଛନ୍ତି। ବିଶ୍ୱର ସର୍ବୋଚ୍ଚ ଶୃଙ୍ଗରେ ସଂକ୍ରମଣ ନ ଥିବା ନେଇ ନେପାଳ ସରକାରୀ ଅଧିକାରୀ କହୁଥିଲେ ହେଁ ଏକ ବିଶେଷଜ୍ଞ କ୍ଲାଇମ୍ବିଂ ଗାଇଡ୍ ଶନିବାର ଏ ନେଇ ସୂଚନା ଦେଇଛି। ଜଣେ…
ବିବାହକୁ ନେଇ ମନରେ କାହିଁକି ଆସେ ଏମିତି ପ୍ରଶ୍ନ
ବିବାହ ଭଳି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ମନକୁ ଅନେକ ପ୍ରଶ୍ନ ଆସିଥାଏ। ଏହାକୁ ନେଇ ଉଭୟ ଝିଅ ଓ ପୁଅଙ୍କ ମନରେ ପ୍ରଶ୍ନ ଉଠିବା ସ୍ବାଭାବିକ। ତେବେ ପୁଅଙ୍କ ଅପେକ୍ଷା ଝିଅମାନେ ଏନେଇ ବେଶୀ ଚିନ୍ତିତ ଥା’ନ୍ତି। ନିଜ ପରିବାର…
Archives


