Home Left

ପାକିସ୍ତାନର ଅସଲ ମୁଖା ଖୋଲିଲା: ଏୟାରବେସ୍‌ର ଧ୍ୱଂସ ଚିତ୍ର ସାଟେଲାଇଟ୍‌ରୁ ସ୍ପଷ୍ଟ

ନୂଆଦିଲ୍ଲୀ,୧୪ା୫:‘ଅପରେଶନ ସିନ୍ଦୂର’ ଜରିଆରେ ଭାରତୀୟ ସେନା ପାକିସ୍ତାନୀ ଏୟାରବେସ୍‌ରେ କରିଥିବା ଆକ୍ରମଣର ନୂଆ ସାଟେଲାଇଟ୍‌ ଚିତ୍ର ପ୍ରକାଶ ପାଇଛି। ପାକ୍‌ ସେନା ମିଶାଇଲ୍‌ ଏବଂ ଡ୍ରୋନ୍‌ ସହାୟତାରେ ଭାରତର ପଶ୍ଚିମ ସୀମାରେ ଥିବା ଜନବସତି ଅଞ୍ଚଳ ଏବଂ ସାମରିକ ଭିତ୍ତିଭୂମିକୁ...

ଚିରସ୍ରୋତା ନଦୀ ପ୍ରତି ବିପଦ

ଶ୍ୱ ତାପମାତ୍ରା ବୃଦ୍ଧି ଯୋଗୁ ହିମାଳୟର ହିନ୍ଦୁକୁଶ ରେଜିୟନ (ଏଚ୍‌କେଏଚ୍‌)ରୁ ଉପର ନଦୀଗୁଡ଼ିକର ଜଳ ଧାରା ପ୍ରତି ଏବେ ବିପଦ ଦେଖାଦେଇଛି। ହିନ୍ଦୁକୁଶ ଅଞ୍ଚଳରୁ ବାହାରିଥିବା ନଦୀଗୁଡ଼ିକ ଚିରସ୍ରୋତା ଭାବେ ପରିଚିତ। ମୌସୁମୀ ଋତୁରେ ବର୍ଷା ଏବଂ ଗ୍ରୀଷ୍ମଋତୁରେ ବରଫ...

ଆମେରିକା-ସାଉଦି ଆରବ ମଧ୍ୟରେ ସବୁଠୁ ବଡ଼ ପ୍ରତିରକ୍ଷା ଚୁକ୍ତି: ବିଶ୍ୱରେ ବଢୁଛି ଚର୍ଚ୍ଚା

ଦୁବାଇ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସାଉଦି ଆରବର ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ଭେଟି ତାଙ୍କର ଚାରି ଦିନିଆ ପଶ୍ଚିମ ଏସିଆ ଗସ୍ତ ଆରମ୍ଭ କରିଛନ୍ତି। ଟ୍ରମ୍ପ ସାଉଦି ଆରବ ସହିତ ରଣନୈତିକ ଅର୍ଥନୈତିକ ଚୁକ୍ତି ସ୍ବାକ୍ଷର କରିଛନ୍ତି।...

ଜାତୀୟ ଆବଶ୍ୟକତା: ଭାରତୀୟଙ୍କ ସାଧୁତା

ଆଜି ବିଶ୍ୱରେ ଭାରତର ଜାତୀୟ ଚରିତ୍ର ଏକ ଦୋ’ଛକିରେ। ନୀତିନୈତିକତା ଓ ଆଧ୍ୟାତ୍ମିକ ପରମ୍ପରାରେ ସମୃଦ୍ଧ ଭାରତର ସାଂସ୍କୃତିକ ଜୀବନ ବିଡ଼ମ୍ବିତ। ଆଦର୍ଶ କମ୍‌ ଆଡ଼ମ୍ବର ବେଶି। ଆଚାର କମ୍‌ ପ୍ରଚାର ବେଶି। ନୀତି କମ୍‌, ଦୁର୍ନୀତି ବେଶି। ବିଶ୍ୱର...

ମନରେଗାରେ ଅନିୟମିତତା ଜାରି:ମେଶିନ କରୁଛି କାମ, ଏନଏମଏମଏସ୍‌ରେ ଅପଲୋଡ ହେଉଛି ଜାଲ ଫଟୋ

ଦେବଗଡ, ୧୪/୫(ଶଶାଙ୍କ ଶେଖର ଝାଙ୍କର):ଗତ କିଛିମାସ ହେଲା ମନରେଗା ଯୋଜନାର ନିର୍ମାଣ କାର୍ଯ୍ୟରେ ଅନିୟମିତତା ନେଇ ତିଲେଇବଣି ବ୍ଲକ ଅନ୍ତର୍ଗତ ତାଳକୁଣ୍ଡି ଗ୍ରାମପଞ୍ଚାୟତ ଚର୍ଚ୍ଚାରେ ରହିଆସିଛି । ଶ୍ରମିକମାନଙ୍କୁ କର୍ମ ନିଯୁକ୍ତି ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା...

ଆମ୍ବ ଗୋଟାଇବାକୁ ଯାଇଥିଲେ, ମାରିଲା ଘଡ଼ଘଡ଼ି: ଚାଲିଗଲା ନାବାଳିକାଙ୍କ ଜୀବନ

ଥୁଆମୂଳ ରାମପୁର,୧୪।୫(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳବନ୍ଦୀ ଅଞ୍ଚଳ ପୋଡାପଦର ପଞ୍ଚାୟତର ତଳଟେମରା ଗାଁର ମାଦାନ ମାଝୀଙ୍କ ନାବାଳିକା ଝିଅ ସବିତା (୯) ବଜ୍ରପାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୋଡାପଦର ଗ୍ରାମପଞ୍ଚାୟତର ଯୁବ...

କାଳବୈଶାଖୀ ପ୍ରଭାବ: ଘର ଉପରେ ପଡ଼ିଲା ଖଜୁରି ଗଛ, ବର୍ତ୍ତିଲେ ବୃଦ୍ଧ

ଥୁଆମୂଳ ରାମପୁର,୧୪ା୫ (ଦୁର୍ଗା କୀର୍ତ୍ତି)- କାଳବୈଶାଖୀ ପ୍ରଭାବରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବାଗଡିଆଣି ଗ୍ରାମର ଜଣଙ୍କ ଘର ଉପରେ ଏକ ଖଜୁରୀଗଛ ଭାଙ୍ଗିପଡିଥିଲା। ସୌଭାଗ୍ୟବଶତଃ ଘର ଭିତରେ ଥିବା ବୃଦ୍ଧ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ...

ବନଜାତ ଦ୍ରବ୍ୟର ବିକ୍ରି ପାଇଁ ବ୍ୟବସ୍ଥା ନାହିଁ: ବେପାରୀ ନିର୍ଦ୍ଧାରଣ କରୁଛନ୍ତି ମୂଲ୍ୟ

ପଦ୍ମପୁର,୧୪ା୫(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଏକ ଅବହେଳିତ ଆଦିବାସୀ ଅଞ୍ଚଳ। କୃଷି ପାଇଁ ସ୍ଥାୟୀ ଜଳସେଚନ କିମ୍ବା କୌଣସି କଳକାରଖାନା ନ ଥିବା ବେଳେ ଏହି ଅଞ୍ଚଳର ଲୋକେ ଖଟିଖିଆ ଓ ଶ୍ରମିକ। କୃଷି ଓ ଜଙ୍ଗଲଜାତ ସାମଗ୍ରୀ...

ବାଂଲାଦେଶର ବଡ଼ ଚାଲ୍‌, ସୀମାରେ କରୁଛି…

ଢାକା/ନୂଆଦିଲ୍ଲୀ, ୧୩।୫: ବାଂଲାଦେଶର ଅନ୍ତରୀଣ ସରକାରର ମୁଖ୍ୟ ପରାମର୍ଶଦାତା ମୁହମ୍ମଦ ୟୁନୁସ ପୁଣି ଥରେ ଭାରତକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ନେପାଳର ସଂସଦ ଅଧ୍ୟକ୍ଷ ଇନ୍ଦିରା ରାଣାଙ୍କ ସହ ଏକ ବୈଠକରେ ୟୁନୁସ ବାଂଲାଦେଶ, ନେପାଳ, ଭୂଟାନ...

ଭୟଙ୍କର ପରମାଣୁ ପରୀକ୍ଷଣ ଯୋଗୁ ପାକିସ୍ତାନରେ ହେଉଛି ଭୂମିକମ୍ପ! ସାଂଘାତିକ ଖୁଲାସା…

ଇସଲାମବାଦ,୧୩।୫: ନିକଟରେ ପାକିସ୍ତାନରେ ବଡ଼ ବଡ଼ ଭୂକମ୍ପ ହୋଇଛି। ଯେଉଁ କାରଣରୁ ଦେଶରେ ବଡ଼ ବଡ଼ କ୍ଷୟକ୍ଷତି ମଧ୍ୟ ହୋଇଛି। ତେବେ କୁହାଯାଉଛି ପାକିସ୍ତାନରେ ସମ୍ପ୍ରତି ଘଟିଥିବା ଭୂମିକମ୍ପଗୁଡ଼ିକ ପରମାଣୁ ପରୀକ୍ଷଣ ଯୋଗୁଁ ହୋଇଛି। କିନ୍ତୁ ଏହାକୁ ନେଇ ଭାରତର...

CBSE Result: ଦଶମରେ କୋରାପୁଟ ଜିଲା ଟପ୍ପର ହେଲେ ପ୍ରତୀକ ସାହୁ

କୋରାପୁଟ,୧୩।୫(ଅମିତାଭ ବେହେରା): ମଙ୍ଗଳବାର ଘୋଷିତ ସିବିଏସ୍‌ଇ ୧୦ମ ପରୀକ୍ଷାରେ କୋରାପୁଟ ଜିଲା ଟପ୍ପର ହୋଇଛନ୍ତି ପ୍ରତୀକ ସାହୁ। ସେ ହେଲେ ପିତା ହେଉଛନ୍ତି ସଚ୍ଚିଦାନନ୍ଦ ସାହୁ ଓ ମାତା -ରଞ୍ଜିତା ସାହୁ ଜେଜେବାପା -ବାବାଜୀଚରଣ ସାହୁ (ପୂର୍ବତନ କୋରାପୁଟ ଜିଲ୍ଲା...

ଯୁଦ୍ଧ ବିରତି ହେବନାହିଁ କହିଲା ପାକିସ୍ତାନ! ଏପଟୁ ଭାରତ କହିଲା…

ନୂଆଦିଲ୍ଲୀ, ୧୩।୫: ପାକିସ୍ତାନ ପୁଣି ଥରେ ନିଜର ସ୍ବର ବଦଳାଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇଶାକ ଦାର କହିଛନ୍ତି ଯେ ଭାରତ ସହ ଚାଲିଥିବା ଯୁଦ୍ଧବିରତି ଇନ୍ଦୁସ ଜଳ ଚୁକ୍ତି (ଆଇଡବ୍ଲୁଟି) ସମସ୍ୟା ସମାଧାନ ନହେଲେ ତିଷ୍ଠି ପାରିବ ନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri