Home Left

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ ବ୍ରାଉନସୁଗାର ଭଳି ନିଶାଦ୍ରବ୍ୟ କାରବାର ମଧ୍ୟ ଚାଲିଥିବା ଅଭିଯୋଗ ହେଉଛି। ତେବେ ଗ୍ରାମବାସୀଙ୍କ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ ଦିନରେ ୧୧,୦୦୦ ଟଙ୍କାର ବଡ଼ ଧରଣର ବୃଦ୍ଧି ଘଟିଥିବା ବେଳେ ସୁନା ଦର…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କରପା ପଞ୍ଚାୟତ ପେଟିଲିଗୁଡା ଶ୍ରୀରାମ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିବା ସହ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭାଜପା ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ମନ୍ତ୍ରୀ ଗଜପତି…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର ମୃତ୍ୟୁ ହୋଇଛି । ଏହି ମାମଲାରେ ଅଭିଯୁକ୍ତକୁ ଗିରଫ କରାଯାଇଛି ଏବଂ ପୋଲିସ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ଏଥିରେ ସଂପୃକ୍ତ ବ୍ୟକ୍ତିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି ଜାତୀୟ ଫସଲ ନଷ୍ଟ ହୋଇଯାଇଛି । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ରେ…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ ସକାରାତ୍ମକ ପରିବର୍ତ୍ତନ ଆସିଛି । ଇରାନ ଆମର୧୫ଟି ସର୍ତ୍ତ ମଧ୍ୟରୁ ଅନେକରେ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ ଦୁଇ ସପ୍ତାହ ପାଇଁ ସାମରିକ ଆକ୍ରମଣ ବନ୍ଦ କରିବା ପାଇଁ ଚୁକ୍ତି ପରେ,…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ ବାତୋ ଗ୍ରାମର ତପନ କୁମାର ଜେନାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍ କରିଥିଲେ । ଯେଉଁଥିରେ ଗୋଟିଏ ଚୌକା ଏବଂ ୫ଟି ଛକା ଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?