ପାଣିଦେଖି ହାତୀ ହେଉଛି ଏପରି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି
ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ ନୋଟାରେ…
ଏନ୍ସିବି କଷ୍ଟଡିରେ ରାତି କାଟିଲେ ଆର୍ଯ୍ୟନଙ୍କ ସମେତ ୩ ଅଭିଯୁକ୍ତ
ମୁ୍ମ୍ବାଇ,୪ ।୧୦: ଶନିବାର ମୁମ୍ବାଇରୁ ଗୋଆ ଯାଉଥିବା କ୍ରୁଜ ସିପରେ ଏନ୍ସିବି ଅଧିକାରୀଙ୍କ ଚଢାଉ ପରେ ସେଥିରେ ଡ୍ରଗ୍ସ ପାର୍ଟି ଚାଲିଥିବା ଜଣାପଡିଥିଲା । ଡ୍ରଗ୍ସ ପାର୍ଟି କଥା ଜଣା ପଡିବା ପରେ ଏନ୍ସିବି ଅଧିକାରୀମାନେ ସାଦା ପୋଷାକରେ ସିପରେ ଯାତ୍ରା…
ପ୍ରିୟଙ୍କା-ସତିଶ ମିଶ୍ରା ଗୃହବନ୍ଦୀ
ଲକ୍ଷ୍ନୌ,୪ ।୧୦: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ହୋଟେଲରେ କାନପୁରରର ବ୍ୟବସାୟୀ ମନିଷ ଗୁପ୍ତାଙ୍କୁ ପୋଲିସର ମାଡ ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଶେଷ ହୋଇ ନ ଥିବା ବେଳେ ଲକ୍ଷ୍ମୀପୁର ଖେରିରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ କାର୍ ମଡାଇ ଦେବାରୁ…
କୁକୁରକୁ ଛାଡ଼ିଲେ ନାହିଁ
ଗୁରୁଗ୍ରାମ, ୪ା୧୦: ହରିୟାଣାର ଗୁରୁଗ୍ରାମ ସୋହନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା। ଜଣେ ୬୭ ବର୍ଷୀୟ ବ୍ୟକ୍ତି ତାଙ୍କ ପଡୋଶୀଙ୍କ କୁକୁରକୁ ବଳାତ୍କାର କରିଛନ୍ତି। ଗତ ୨୮ ତାରିଖରେ ଘରେ କୁକୁରକୁ ନ ପାଇ ଏହାର ମାଲିକ ଖୋଜାଖୋଜି…
ଗୁଜରାଟ ଡ୍ରଗ୍ସ ଜବତ ଘଟଣାରୁ ଧ୍ୟାନ ହଟାଇବାକୁ ପ୍ରୟାସ କରୁଛି ଭାଜପା
ପାଣଜୀ, ୪ା୧୦: ଗୁଜରାଟର ମୁନ୍ଦ୍ରା ପୋର୍ଟରୁ ଗତ ମାସରେ ପ୍ରାୟ ୩ ହଜାର କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଏହି ଘଟଣା ଉପରୁ ଧ୍ୟାନ ହଟାଇବା ପାଇଁ ଏନ୍ସିବି ମୁମ୍ବାଇରୁ ଗୋଆ ଯାଉଥିବା ଏକ କ୍ରୁଜ୍ ଶିପ୍ରେ ଚଢ଼ାଉ କରିଛି। ଏଭଳି…
ରାତି ଅଧରେ ‘ମନତ୍’ରେ ପହଞ୍ଚିଲେ ସଲମାନ
ମୁମ୍ବାଇ ,୩।୧୦: ଡ୍ରଗ୍ସ ମାମଲାରେ ବଲିଉଡ୍ ଷ୍ଟାର ଶାହରୁଖ ଖାନ୍ଙ୍କ ପୁଅ ଆର୍ଯ୍ୟନ ଖାନ୍ ଗିରଫ ହେବା ଖବର ବଲିଉଡ୍ରେ ହଇଚଇ ସୃଷ୍ଟି କରିଛି। ରବିବାର ବିଳମ୍ବିତ ରାତିରେ ମୁମ୍ବାଇର ବ୍ୟାଣ୍ଡଷ୍ଟାଣ୍ଡ ସ୍ଥିତ ଶାହରୁଖଙ୍କ ଘର ‘ମନତ୍’ରେ ପହଞ୍ଚି ଥିଲେ ସଲମାନ…
ରାଇଡର୍ସଙ୍କ ନାମରେ ପୁରା ନାଇଟ୍
ଦୁବାଇ, ୩ା୧୦: କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ରବିବାର ରାତିରେ ଖେଳାଯାଇଥିବା ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦ୍କୁ ୬ ଉଇକେଟରେ ହରାଇ ଦେଇଛି। ଟସ୍ ଛାଡ଼ି ଦେଲେ ପୂରା ମ୍ୟାଚ୍ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କେକେଆର୍ କବଜାରେ ରହିଥିଲା। ପ୍ରଥମେ ବୋଲରମାନେ ହାଇଦ୍ରାବାଦ୍…
ଧର୍ମାନ୍ତରୀକରଣ ସନ୍ଦେହରେ ବୋମା ମାଡ଼
ନୀମୁଚ୍(ଏମ୍ପି), ୩।୧୦: ମଧ୍ୟପ୍ରଦେଶର ନୀମୁଚ୍ ଜିଲା ଅଧୀନ ଜଓ୍ବାଦ ତହସିଲ ଅଞ୍ଚଳରେ ଧର୍ମାନ୍ତରୀକରଣ ସନ୍ଦେହରେ କିଛି ମୁଖା ପିନ୍ଧା ବ୍ୟକ୍ତି ଭଙ୍ଗାରୁଜା କରିଛନ୍ତି। ଏପରି କି ସମ୍ପୃକ୍ତ ଧର୍ମସ୍ଥାନ ଉପରେ ବିସ୍ଫୋରଣ ଘଟାଇଛନ୍ତି। ବିସ୍ଫୋରଣ ଯୋଗୁ ଧର୍ମସ୍ଥାନ ଭାଙ୍ଗିରୁଜି ଯାଇଛି। ଆକ୍ରମଣରେ…
ଖୋଲିବାକୁ ଯାଉଛି ଇତିହାସର ସବୁଠୁ ବଡ଼ ଦୁର୍ନୀତି
ପାନାମା ସିଟି, ୩।୧୦: ପାନାମା ପେପର୍ସ ଭଳି ଆଉ ଏକ ବିଶ୍ୱସ୍ତରୀୟ ବଡ଼ ଦୁର୍ନୀତିର ରହସ୍ୟ ଉନ୍ମୋଚନ ହେବାକୁ ଯାଉଛି। ପାନାମା ପେପର୍ସ ସ୍କାଣ୍ଡାଲ ୨.୦ କୁହାଯାଉଥିବା ପାଣ୍ଡୋରା ପେପର୍ସକୁ ଇଣ୍ଟରନ୍ୟାଶନାଲ କନ୍ସୋର୍ଟିୟମ ଅଫ୍ ଇନ୍ଭେଷ୍ଟିଗେଟିଭ୍ ଜର୍ନାଲିଷ୍ଟସ୍ (ଆଇସିଆଇଜେ) ପ୍ରକାଶ କରିବାକୁ…
୭ବର୍ଷୀୟା ଝିଅକୁୁ ଗ୍ଲୋବାଲ ଶାନ୍ତି ଫଟୋ ପୁରସ୍କାର
ବେଙ୍ଗାଲୁରୁ: କର୍ନାଟକର ରାଜଧାନୀରେ ଜଣେ ୭ ବର୍ଷୀୟା ଝିଅକୁ ଗ୍ଲୋବାଲ ଶାନ୍ତି ଫଟୋ ପୁରସ୍କାର (ବର୍ଷର ଶିଶୁ ଶାନ୍ତି ପ୍ରତିଛବି) ବିଜେତା ଭାବରେ ସମ୍ମାନିତ କରାଯାଇଛି। ପଦକ ସହ ତାଙ୍କୁ ଅଷ୍ଟ୍ରିଆର ସଂସଦ ପରିଦର୍ଶନ କରିବାର ସୁଯୋଗ ପ୍ରଦାନ କରାଯାଇଛି। ଆଧ୍ୟା…
କାର୍ଯ୍ୟ ଆରମ୍ଭ କଲା ଆଫଗାନ୍ ମିଡିଆ
କାବୁଲ,୩।୧୦: ତାଲିବାନ ଆଫଗାନିସ୍ତାନରେ କ୍ଷମତା ଦଖଲ କରିବାର ୪୫ ଦିନ ପରେ ଗଣମାଧ୍ୟମ ସଂଗଠନ ଆଫଗାନ୍ ଜର୍ନାଲିଷ୍ଟସ୍ ସେଫ୍ଟି କମିଟି (ଏଜେଏସ୍ସି) କାର୍ଯ୍ୟରେ ଯୋଗ ଦେଇଛି। ଦେଶରେ ରାଜନୈତିକ ପରିବର୍ତ୍ତନ ପରେ ଏଜେଏସ୍ସି ଏହାର ଅଧିକାଂଶ କାର୍ଯ୍ୟ ବନ୍ଦ କରିଦେଇଥିଲା। ଏବେ…

