ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର
ଖୋର୍ଦ୍ଧା ଅଫିସ,୨୧।୫: ଲକ୍ଡାଉନ ଓ ଶଟ୍ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ ପରିବାର ଚଳାଇବା ସେମାନଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ବିଶେଷକରି ଖୋର୍ଦ୍ଧା ବ୍ଲକ ମଲ୍ଲିପୁର ପଞ୍ଚାୟତ…
ସୋନୁ ସୁଦ୍ଙ୍କ ଫଟୋରେ କ୍ଷୀର ଢାଳିଲେ ପ୍ରଶଂସକ: ଅଭିନେତା କହିଲେ…
ଦେଶରେ କରୋନା ଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଅନେକ ସେଲିବ୍ରିଟି। ଏଥିରେ ବଲିଉଡ୍ ଅଭିନେତା ସୋନୁ ସୁଦ ମଧ୍ୟ ସାମିଲ ଅଛନ୍ତି। ସେ କରୋନା ଆରମ୍ଭରୁ ଲୋକଙ୍କୁ ସହାୟତା କରି ଚର୍ଚ୍ଚାରେ ରହିଛନ୍ତି। ଲୋକେ ମଧ୍ୟ ସୋନୁଙ୍କୁ…
ପୋଲିସକୁ ବଡ ସଫଳତା: ଟଳିପଡିଲେ ୧୩ ନକ୍ସଲ
ପୁନେ,୨୧।୫: ମହାରାଷ୍ଟ୍ରରେ ନକ୍ସଲ ବିରୋଧୀ ଅଭିଯାନରେ ପୋଲିସକୁ ବଡ ସଫଳତା ମିଳିଛି। ଶୁକ୍ରବାର ସକାଳେ ମହାରାଷ୍ଟ୍ରର ଗାଡଚିରୋଲିରେ ପୋଲିସ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। ଏଥିରେ ୧୩ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଥିବା ସୂଚନା…
ପୁରୀରେ ଖବରଦାତାଙ୍କୁ ପୋଲିସର ମାଡ଼ ଘଟଣା: ଏସ୍ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଖବରଦାତା ଓ ଫଳ ଦୋକାନୀଙ୍କ ଉପରେ ପୋଲିସର ବର୍ବରତା ନେଇ ଅଭିଯୋଗ ଆସିଥିଲା। ବୁଧବାର ପୋଲିସ ଜଣେ ଫଳ ଦୋକାନୀଙ୍କୁ ମାଡ଼ ମାରିବା ସହ ଏହି ଘଟଣାର ଖବର ସଂଗ୍ରହ କରୁଥିବା ଧରିତ୍ରୀର ପୁରୀ…
ଦେଶରେ କରୋଗ୍ରାଫ୍ ସାମାନ୍ୟ ତଳମୁହାଁ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୨୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୨,୫୯,୫୫୧ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୨୦୯ ଜଣଙ୍କର…
୧୪ ବର୍ଷ ହେଲା ଏଚଆଇଭି ସଂକ୍ରମିତ ଅଛନ୍ତି ଏହି ପ୍ରସିଦ୍ଧ ଅଭିନେତା
ହଲିଉଡ ଅଭିନେତା ବିଲି ପୋର୍ଟର ୨୦୦୭ରୁ ମସିହାରୁ ଏଚ.ଆଇ.ଭି ସଂକ୍ରମିତ ଅଛନ୍ତି। ନିକଟରେ ସେ ଏକ ସାକ୍ଷାତକାରରେ କହିଥିଲେ ଯେ, ସେ ୧୪ ବର୍ଷ ଧରି ଏଚ.ଆଇ.ଭି. ସଂକ୍ରମିତ ହୋଇ ଜୀବନ ବିତାଉଛନ୍ତି। ମୁଁ ଅନୁଭବ କରୁଛି ଯେ ଏହି ସତ୍ୟ…
ସାଇବର ଠକେଇ ଏକ ବଡ଼ ଚ୍ୟାଲେଞ୍ଜ
ଭୁବନେଶ୍ୱର,୨୧।୫ (ବ୍ୟୁରୋ): କରୋନା କାଳରେ ସାଇବର ଠକେଇ ଦ୍ରୁତ ଗତିରେ ବୃଦ୍ଧି ପାଇଛି। କରୋନାକୁ ନେଇ ଲୋକଙ୍କ ଭାବପ୍ରବଣ ଓ ଭୟର ଫାଇଦା ସାଇବର ଠକ ଉଠାଉଛନ୍ତି । ମୁଖ୍ୟତଃ ସୋସିଆଲ୍ ମିଡିଆରେ ଏବେ ଲୋକଙ୍କୁ ସାହାଯ୍ୟ କରିବାକୁ ଅନେକଗୁଡ଼ିଏ ଫେକ୍…
ଚିନ୍ତା ବଢାଇଲାଣି ‘ବ୍ଲାକ୍ ଫଙ୍ଗସ୍’: ଦେଶରେ ମୋଟି ୫,୫୦୦ ସଂକ୍ରମିତ, ୧୨୬ ମୃତ
ନୂଆଦିଲ୍ଲୀ,୧୨।୫: ଦେଶରେ ବ୍ଲାକ୍ ଫଙ୍ଗସ୍ ଚିନ୍ତା ବଢାଉଛି। ଏପର୍ଯ୍ୟନ୍ତ ସାରା ଦେଶରେ ବ୍ଲାକ୍ ଫଙ୍ଗସ୍ ୧୨୬ ଜଣଙ୍କର ମୃତ୍ୟୁ ହୋଇଛି। ଏହା ବ୍ୟତୀତ ଏପର୍ଯ୍ୟନ୍ତ ପ୍ରାୟ ୫୫୦୦ ଲୋକ ଏଥିରେରେ ଆକ୍ରାନ୍ତ ହୋଇଛନ୍ତି। ମୃତ୍ୟୁ ଦୃଷ୍ଟିରୁ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏପର୍ଯ୍ୟନ୍ତ…
କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ କରୋନା
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଜଣାଶୁଣା କଣ୍ଠଶିଳ୍ପୀ ତପୁ ମିଶ୍ର ଗତ କିଛିଦିନ ହେବ କରୋନାରେ ଆକ୍ରାନ୍ତ ଅଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ କୋଭିଡ୍ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ ତପୁଙ୍କ ପରିବାର ପକ୍ଷରୁ କୌଣସି ସୂଚନା…
ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା
ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଆକଳନ କରୁଛନ୍ତି। ବର୍ତ୍ତମାନ ସ୍ଥିତିରେ ଲୋକଙ୍କୁ ଉପଯୁକ୍ତ ଚିକିତ୍ସା…
ଆଜି ରାଜ୍ୟରୁ ସର୍ବାଧିକ ୨୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୪୩୦କୁ ବୃଦ୍ଧି
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୩୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ପ୍ରକାଶ। ଖୋର୍ଦ୍ଧା ଏବଂ କୋରାପୁଟ ଜିଲାରୁ…
ଅରୁଣା ମହାନ୍ତି ସଙ୍ଗୀତ ନାଟକ ଏକାଡେମୀ ସଭାପତି
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଏକାଡେମୀ ପାଇଁ ଗୁରୁବାର ନୂତନ ସଭାପତି, ଉପସଭାପତି ଓ ସଚିବଙ୍କୁ ମନୋନୀତ କରାଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ଶାରଳା ପୁରସ୍କାରପ୍ରାପ୍ତ କବି ଡ. ହୃଷୀକେଶ…
Archives


