୨୪ ଘଣ୍ଟିଆ ହେଲ୍ପଲାଇନ୍ ନମ୍ବର ୧୦୯୮ ଜାରି
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବର୍ତ୍ତମାନ କରୋନାରେ ଅନେକ ପରିବାରରେ ମାତାପିତାଙ୍କ କୋଭିଡ୍ରେ ମୃତ୍ୟୁ ହେବା କିମ୍ବା ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ସମୟରେ ସେମାନଙ୍କ ପିଲାମାନେ ଅନାଥ ଏବଂ ଅସହାୟ ହୋଇଯାଉଛନ୍ତି। ଏହି ଶିଶୁମାନଙ୍କୁ ରଖିବା ପାଇଁ ମଧ୍ୟ କେହି ଆତ୍ମୀୟସ୍ବଜନ, ନିକଟ…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୫୫୧୧ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ…
ଅନ୍ଲାଇନ୍ରେ କାର୍ ବିକ୍ରି ବିଜ୍ଞାପନରେ ଯୁବକ ଛାଡ଼ିଲେ ଅଶ୍ଳୀଳ ଫଟୋ, ଆଉ ତା’ ପରେ…
ଆଜିକାଲି ଡିଜିଟାଲ ଶପିଂ ଚାଲିଛି। ଜିନିଷ କିଣିବାଠାରୁ ଆରମ୍ଭ କରି ବିକ୍ରି ପର୍ଯ୍ୟନ୍ତ ସବୁକିଛି ଅନ୍ଲାଇନ୍ରେ ହେଉଛି। ଅଷ୍ଟ୍ରେଲିଆର ଜଣେ ଯୁବକ ନିଜର କାର୍ ବିକିବା ପାଇଁ ଇଣ୍ଟରନେଟ୍ରେ କିଛି ଫଟୋ ଶେୟାର କରିଥିଲେ। ମାତ୍ର ତାଙ୍କୁ ଜଣା ନ ଥିଲା…
ରିଦ୍ଧିମାନଙ୍କ ଷ୍ଟାଣ୍ଡବାଇ ଭରତ
ନୂଆଦିଲ୍ଲୀ, ୨୧।୫- ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଟୁର୍ ପାଇଁ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଷ୍ଟାଣ୍ଡବାଇ ଭାବେ ଆନ୍ଧ୍ର ପ୍ରଦେଶର କେ.ଏସ. ଭରତଙ୍କୁ ଚୟନ କରାଯାଇଛି। ରିଦ୍ଧିମାନ ନିକଟରେ କୋଭିଡ୍-୧୯ ସଂକ୍ରମଣରୁ ମୁକୁଳିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଭାରତ ଆଗାମୀ ଟୁର୍ରେ…
ଟପ୍ସରେ ସାମିଲ ହେଲେ ଅର୍ଜୁନ, ଅରବିନ୍ଦ, ସୀମା ଓ ସୁମିତ୍
ନୂଆଦିଲ୍ଲୀ, ୨୧ା୫ (ପି.ଟି.)-କ୍ରୀଡ଼ା ମନ୍ତ୍ରଣାଳୟର ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍ (ଟପ୍ସ)ର କୋର୍ ଗ୍ରୁପ୍ରେ ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ରୋୟର ଅର୍ଜୁନ ଲାଲ୍ ଜାଟ୍, ଅରବିନ୍ଦ ସିଂ ଏବଂ ରେସ୍ଲର ସୀମା ବିସ୍ଲା ଓ ସୁମିତ୍ ମଲିକ୍ଙ୍କୁ ସାମିଲ କରାଯାଇଛି।…
ମୃତକଙ୍କୁ ବଞ୍ଚାଇବା ପାଇଁ ଗୋବର ଖାତରେ ପୋତିଲେ
ଅମ୍ବିକାପୁର(ଛତିଶଗଡ଼), ୨୧।୫:ବଜ୍ରପାତରେ ପ୍ରାଣ ହରାଇଥିବା ଜଣେ ୩୭ ବର୍ଷୀୟ ବ୍ୟକ୍ତିଙ୍କୁ ବଞ୍ଚାଇବା ପାଇଁ ତାଙ୍କ ମୃତଦେହକୁ ଗୋବର ଭର୍ତ୍ତି ଖାତରେ ପୋତିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଛତିଶଗଡ଼ର ସୁରଗୁଜା ଜିଲାରେ ଏଭଳି ଅନ୍ଧବିଶ୍ୱାସ ଦେଖିବାକୁ ମିଳିଛି। ମୃତବ୍ୟକ୍ତି ହେଲେ ଲଖନପୁର…
ଆଣ୍ଟାର୍କଟିକାରେ ସର୍ବବୃହତ୍ ହିମଶୈଳ
ଲଣ୍ଡନ,୨୧ା୫: ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ବରଫ ତରଳିବାରେ ଲାଗିଥିବାବେଳେ ଆଣ୍ଟାର୍କଟିକା ମହାଦେଶ ପୃଥିବୀର ସର୍ବବୃହତ୍ ବରଫଖଣ୍ଡକୁ ଜନ୍ମ ଦେଇଛି। ଭୂମଧ୍ୟସାଗରରେ ଥିବା ସ୍ପେନ୍ର ଲୋକପ୍ରିୟ ପର୍ଯ୍ୟଟନ କେନ୍ଦ୍ର ମାଜୋରିକା(୩୬୪୦ ବର୍ଗ କି.ମି. ବା ୧,୪୦୫ ବର୍ଗ ମାଇଲ୍) ଆଇଲାଣ୍ଡଠାରୁ…
ସୁରକ୍ଷା ଚିନ୍ତାରେ ସମ୍ମୁଖଯୋଦ୍ଧା
ଭୁବନ, ୨୧ା୫(ଡି.ଏନ.ଏ.) କରୋନାର ଦ୍ୱିତୀୟ ଲହର ଦିନକୁ ଦିନ ମାରାତ୍ମକ ହେବାରେ ଲାଗିଛି। ଦ୍ରୁତଗତିରେ ବଢୁଥିବା ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇ ଦେଇଛି। ସଂକ୍ରମଣ ଚେନ୍ ଭାଙ୍ଗିବା ଏବଂ ମହାମାରୀକୁ ପ୍ରତିରୋଧ କରିବାକୁ ମେ ୨୪ରୁ ଘରକୁ ଘର ବୁଲି…
ଯୋଗୀ: ସତ ବନାମ ମିଛ
ନୂଆଦିଲ୍ଲୀ/ଲକ୍ଷ୍ନୌ,୨୧ା୫: କରୋନା ଭୂତାଣୁ ବୁଧବାର ୨.୭୬ ଲକ୍ଷ ଲୋକଙ୍କୁ ସଂକ୍ରମିତ କରିଛି। ଏହାସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨.୫୭ କୋଟି ଅତିକ୍ରମ କରିଥିବା ଗୁରୁବାର ପୂର୍ବାହ୍ନ ୧୦ଟାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ…
ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର
ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍ ଭାବେ ଚଢ଼ାଉ କରାଯାଉ ନ ଥିବା ଯୋଗୁ ଚୋରା ମଦ ବ୍ୟବସାୟୀମାନେ ଖୋଲାଖୋଲି ଭାବେ ଏହି କାରବାର…
ଆଇଟିଆର୍ ଫାଇଲିଂ ଅବଧି ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୧ା୫: ଆର୍ଥତ୍କ ବର୍ଷ ୨୦୨୦-୨୧ର ଆୟକର ରିଟର୍ନ (ଆଇଟିଆର୍) ଫାଇଲିଂ ଅବଧିକୁ କେନ୍ଦ୍ର ସରକାର ଗୁରୁବାର ଚଳିତ ବର୍ଷ ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି କରିଛନ୍ତି। ବର୍ତ୍ତମାନ କୋଭିଡ୍ ସ୍ଥିତିକୁ ଧ୍ୟାନରେ ରଖି ବ୍ୟକ୍ତିବିଶେଷଙ୍କ ସୁବିଧା ଲାଗି ଏଭଳି ପଦକ୍ଷେପ ଗ୍ରହଣ…
ଅମଳ ସରିଲା, ଏବେ ବିକ୍ରି ଚିନ୍ତା
ରୂପ୍ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ ଖର୍ଚ୍ଚ ପରେ ଚାଷୀ ସରକାରୀ ମୂଲ୍ୟରେ ଧାନ ବିକ୍ରି କରି ନ ପାରି ମୁଣ୍ଡରେ…
Archives


