Home Left

ଜୁଲାଇରେ ଶେଷ ହେବ ଦ୍ୱିତୀୟ ଲହର

ନୂଆଦିଲ୍ଲୀ, ୨୦।୫: କରୋନାର ଦ୍ୱିତୀୟ ଲହର ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହୋଇଯିବ। ଏହାର ୬ରୁ ୮ ମାସ ପରେ ମହାମାରୀର ତୃତୀୟ ଲହର ଆସିବା ଆକଳନ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବୈଜ୍ଞାନିକ…

ଶୈଳଜାଙ୍କ ସ୍ଥାନ ନେବେ ବୀଣା

କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ଙ୍କ କ୍ୟାବିନେଟ୍‌ରେ ମଙ୍ଗଳବାର ସାମିଲ ହୋଇଥିବା କମ୍ୟୁନିଷ୍ଟ ପାର୍ଟିର ବିଧାୟକ ବୀଣା ଜର୍ଜ ସ୍ବାସ୍ଥ୍ୟମନ୍ତ୍ରୀ ହୋଇପାରନ୍ତି। ବିଦାୟୀ ସ୍ବାସ୍ଥ୍ୟମନ୍ତ୍ରୀ କେ. କେ. ଶୈଳଜାଙ୍କ ସ୍ଥାନରେ ବୀଣାଙ୍କୁ ଦାୟିତ୍ୱ ଦିଆଯାଇପାରେ। ସାମ୍ବାଦିକତାରୁ ରାଜନୀତିକୁ ଆସି ମନ୍ତ୍ରୀ ହେବାରେ ୪୫…

ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିଲେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ କରିଥାଏ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): କରୋନାରୁ ସୁସ୍ଥ ହେବାପରେ ଅନେକ ଆକ୍ରାନ୍ତ ବ୍ଲାକ ଫଙ୍ଗସ୍‌ ଦ୍ୱାରା ସଂକ୍ରମିତ ହେଉଛନ୍ତି। ରୋଗ ପ୍ରତିରୋଧକ ଶକ୍ତି କମିଲେ ବ୍ଲାକ୍‌ ଫଙ୍ଗସ୍‌ ଭାଇରସ୍‌ ଶରୀରରେ ପଶେ ବୋଲି ଏସ୍‌ସିବି ମେଡିକାଲ କଲେଜ ମେଡିସିନ ବିଭାଗ ମୁଖ୍ୟ ଡା. ଜୟନ୍ତ…

କ୍ରିକେଟରଙ୍କ ମା’ଙ୍କ ଜୀବନ ବଞ୍ଚାଇଲେ ବିରାଟ କୋହଲି

ମୁମ୍ବାଇ,୨୦।୫:ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି କେବଳ ଜଣେ ମହାନ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ସେ ଜଣେ ଭଲ ବ୍ୟକ୍ତି ମଧ୍ୟ ଅଟନ୍ତି। ବିରାଟ କୋହଲି କ୍ରିକେଟ ବ୍ୟତୀତ ସର୍ବଦା ସାମାଜିକ କାର୍ଯ୍ୟରେ ନିୟୋଜିତ ରହି ଲୋକଙ୍କୁ ସାହାଯ୍ୟ କରନ୍ତି।…

ଗାଁ କଲ୍ୟାଣ ସମିତିକୁ ୨୦ ହଜାର

ଭୁବନେଶ୍ୱର,୨୦।୫(ବ୍ୟୁରୋ): କୋଭିଡ୍‌ ପରିଚାଳନା ପାଇଁ ଗାଁ କଲ୍ୟାଣ ସମିତିକୁ ସାମିଲ କରାଯାଇଛି। ଏ ବାବଦକୁ ସମିତିକୁ ମିଳିବ ସର୍ବାଧିକ ୨୦ ହଜାର ଟଙ୍କା। ୨୦୨୧-୨୨ ବର୍ଷ ପାଇଁ ୪ଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ…

ନୂଆ ପ୍ରିଭେସି ନୀତି ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୫: ମେସେଜିଂ ସେବା ପ୍ରଦାନକାରୀ କମ୍ପାନୀ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ନୀତି ଦେଶ ମଧ୍ୟରେ ବିବାଦୀୟ ହୋଇପଡ଼ିଛି। ନୂଆ ଅପ୍‌ଡେଟ୍‌ରେ ୟୁଜରଙ୍କ ଲାଗି ରହିଥିବା ବିଭିନ୍ନ ପ୍ରସ୍ତାବକୁ ବିରୋଧ କରାଯିବାରୁ ଏହାକୁ ଚଳିତ ମାସ ଲାଗୁ ନ କରିବାକୁ କମ୍ପାନୀ ନିକଟରେ…

ଯୁକ୍ତ୨ ଶିକ୍ଷାନୁଷ୍ଠାନ ପୃଥକୀକରଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଯୁକ୍ତ୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯୁକ୍ତ୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ…

ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର

ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା…

ପୁଣି କରୋନା ନେଲା ୨୫ ଜୀବନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା

ଚୌଦ୍ୱାର,୨୦।୫(ଡି.ଏନ.ଏ.): ମୃତ୍ୟୁ କେତେବେଳେ କେମିତି ଆସେ ତାହା କେହି ଜାଣିପାରନ୍ତି ନାହିଁ। ବର୍ତ୍ତମାନ ରାତିପାହିଲେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଖବର ଶୁଣିବାକୁ ମିଳୁଛି। କେଉଁଠି ମାଆବାପା ଆଗରେ ପୁଅ ଚାଲିଯାଉଛି ତ ଆଉ କେଉଁଠି ପିଲାଙ୍କ ଆଗରେ ମାଆବାପାଙ୍କ ଜୀବନ…

‘ଟେଷ୍ଟିଂ ଅଭିଯାନରେ ସବୁ ଦଳ ଲୋକଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ଲୋକଙ୍କୁ ଟେଷ୍ଟିଂ ଅଭିଯାନରେ ସାମିଲ କରାଯାଇ ଏହାକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ମନରେ କରୋନା…

ବିଶ୍ୱର ସବୁଠୁ ଧନୀ ଜୁଆଡ଼ି, ଥରକେ ଜିତିଥିଲେ ଏତିକି କୋଟି; ଜାଣିଲେ…

କୁହାଯାଏ, ଜୁଆ ଖେଳିଲେ ଲୋକେ ସର୍ବନାଶ ହୁଅନ୍ତି। ଅର୍ଥାତ୍‌ ସବୁ ସମ୍ପତ୍ତି ହରାଇ ବସନ୍ତି। ମାତ୍ର ଏମିତି ଜଣେ ଜୁଆଡ଼ି ଅଛନ୍ତି, ଯେ କି କୋଟିପତି। ଭାରତରେ ଜୁଆଖେଳକୁ ବେଆଇନ କୁହାଯାଇଥାଏ ମାତ୍ର ବିଶ୍ୱରେ ଅନେକ ଦେଶ ଅଛି, ଯେଉଁଠାରେ ଆଇନଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri