ବିପଦ ସହିତ ବନ୍ଧୁତା: ମୃତ୍ୟୁ ସାଜି ଆସିଥିଲା, ହେଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ସମୁଦ୍ର ମଝିରେ ଫସିଛନ୍ତି ୪୧୦ ଜଣ
ମୁମ୍ବାଇ,୧୭।୫: ସାମୁଦ୍ରିକ ଝଡ଼ ତଉକ୍ତାଏ ରବିବାର ମଧ୍ୟରାତ୍ରରୁ ମୁମ୍ବାଇ ଉପକୂଳରେ ତାଣ୍ଡବ ଆରମ୍ଭ କରିଥିବା ବେଳେ ୨ଟି ବଡ଼ ବୋଟ୍ରେ ଅନୂ୍ୟନ ୪୧୦ ଜଣ ସମୁଦ୍ର ମଧ୍ୟରେ ଫସିରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ଲାଗି ନୌସେନା ପକ୍ଷରୁ ୩ଟି ଜାହାଜକୁ ମୁତୟନ…
୫୦ ଡାକ୍ତରଙ୍କ ଜୀବନ ନେଲା ଭାଇରସ୍
ନୂଆଦିଲ୍ଲୀ, ୧୭।୫ : କୋଭିଡ୍-୧୯ କାରଣରୁ ରବିବାର ଗୋଟିଏ ଦିନରେ ୫୦ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ଏ ନେଇ ଭାରତୀୟ ମେଡିକାଲ ଆସୋସିଏଶନ (ଆଇଏମ୍ଏ) ପକ୍ଷରୁ କୁହାଯାଇଛି। କରୋନା ମହାମାରୀ ଦ୍ୱିତୀୟ ଲହରରେ ଦେଶର ୨୪୪ ଯୁବ ଡାକ୍ତର ପ୍ରାଣ…
କରୋନା ନେଲା ମା’ପୁଅଙ୍କ ଜୀବନ
ଲଇକେରା,୧୭ା୫: କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକର ମା’ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ଲକ ମୁଖ୍ୟାଳୟର ମା’ ବୁଇ ବେହେରା(୮୯) ଓ ପୁଅ ବିଜୟ ବେହେରା(୬୯)। ମା’ପୁଅ କରୋନା ସଂକ୍ରମିତ ହୋଇ ଗତ ୮…
ହିନ୍ଦୀ ସହ ୧୪ଟି ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ କୋଓ୍ବିନ୍ ପୋର୍ଟାଲ
ନୂଆଦିଲ୍ଲୀ, ୧୭।୫: ଆସନ୍ତା ସପ୍ତାହରେ କୋଓ୍ବିନ ପୋର୍ଟାଲ ହିନ୍ଦୀ ଏବଂ ୧୪ଟି ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ। ଫଳରେ କୋଭିଡ୍ ଟିକା ନେବା ଏବଂ ନାମ ପଞ୍ଜୀକରଣ, ସ୍ଲଟ ବୁକିଂ ସହଜ ହୋଇପାରିବ। ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ କୋଭିଡ୍-୧୯ର…
ତଉକ୍ତାଏର ଲାଣ୍ଡ୍ଫଲ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ,୧୭।୫: ଆରବ ସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ଝଡ଼ ତଉକ୍ତାଏ ସୋମବାର ରାତିରେ ଗୁଜରାଟର ପଶ୍ଚିମ ଉପକୂଳରେ ଲାଣ୍ଡ୍ଫଲ ପ୍ରକ୍ରିୟା ଆରମ୍ଭ କରିଛି। ଏହା ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ଖୁବ୍ ଅଧିକ ରହିଛି। ସ୍ଥାନୀୟ…
ନିୟମଗିରି ପାହାଡ଼ରେ କୁଇ ଭାଷାରେ ସଚେତନ କରାଉଛି ରଥ
ବିଷମକଟକ,୧୭ା୫: ରାୟଗଡ଼ା ଜିଲାର ଅପହଞ୍ଚ ଇଲାକା ନିୟମଗିରି ପାହାଡ଼ରେ ପହଞ୍ଚିଛି କରୋନା। ୨ ଦିନ ମଧ୍ୟରେ ଜିଲାର କଲ୍ୟାଣସିଂହପୁର ଏବଂ ବିଷମକଟକ ବ୍ଲକ୍ ଅଧୀନ ନିୟମଗିରି ପାଦଦେଶରେ ରହୁଥିବା ୧୭ ଡଙ୍ଗରିଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି…
ସୂଚନା ଓ ଲୋକସମ୍ପର୍କ ଅଫିସ୍ ସିଲ୍
ରାୟଗଡ଼ା ଅଫିସ,୧୭ା୫: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ବଢ଼ୁଛି। ବିଭିନ୍ନ କାର୍ଯ୍ୟାଳୟରୁ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ସେହିପରି ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ(ଡିଆଇପିଆର୍ଓ)ର ଜଣେ ଅଧିକାରୀ କୋଭିଡ୍-୧୯ ପଜିଟିଭ୍ ଥିବା ଜଣାପଡିଛି। ଏଥିଯୋଗୁ ପ୍ରଶାସନ ପକ୍ଷରୁ ସୋମବାର…
ଉଠିଲା ପ୍ରଶ୍ନ : ପ୍ରମାଣ ସତ୍ତ୍ୱେ ଅଧିକାରୀଙ୍କୁ କାହିଁକି ଗିରଫ କରୁନି ସିବିଆଇ
ନୂଆଦିଲ୍ଲୀ,୧୭।୫ : ନାରଦା ଲାଞ୍ଚ କାରବାର ମାମଲାରେ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ଓ ଜଣେ ବିଧାୟକ ସମେତ ୪ ଜଣ ଗିରଫ ହେବା ପରେ ମଧ୍ୟ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଭିଯୋଗ କାରୀ ତଥା ସିନିୟର ଜର୍ନାଲିଷ୍ଟ ମାଥ୍ୟୁ ସାମୁଏଲ। ୨୦୧୬ରେ…
ବାର୍ହା ମାଂସ ରୋଷେଇ ପାଇଁ ଚାଲିଥିଲା ଆୟୋଜନ
ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲା ଡୁକୁରା ରେଞ୍ଜ ଅଧୀନ ପାଟଶାଣିପୁର ନିକଟ କାଶିକୁଣ୍ଡଳ ଗ୍ରାମରେ ସୋମବାର ବନବିଭାଗ ଚଢ଼ାଉ କରି ୧୦ କିଲୋ ବାର୍ହା ମାଂସ ଜବତ କରିଛି। ଏହି ଘଟଣାରେ ଜଣେ ଶିକାରୀ ଗିରଫ ହୋଇଛନ୍ତି। ସେ ହେଲେ ଶ୍ରୀହରି…
ଦୁଇ ମନ୍ତ୍ରୀ ଗିରଫ ହେବା ପରେ ସିବିଆଇ କାର୍ଯ୍ୟାଳୟରେ ଭଙ୍ଗାରୁଜା
ନୂଆଦିଲ୍ଲୀ,୧୭।୫ : ନାରଦା ଲାଞ୍ଚ କାରବାର ମାମଲାରେ ପଶ୍ଚିମ ବଙ୍ଗର ଦୁଇ ମନ୍ତ୍ରୀ ଫିର୍ହାଦ ହାକିମ ଓ ସୁବ୍ରତ ମୁଖାର୍ଜୀଙ୍କୁ ସୋମବାର ସିବିଆଇ ଗିରଫ କରିଛି। ଏହାପରେ କୋଲକାତାସ୍ଥିତ ନିଜାମ ପ୍ୟାଲେସର ସିବିଆଇ କାର୍ଯ୍ୟାଳୟ ବାହାରେ ସୃଷ୍ଟି ହୋଇଥିଲା ଅପ୍ରିତିକର ପରିସ୍ଥିତି।…
୧୯୮୩ ବିଶ୍ୱକପ୍ ଫାଇନାଲ ପରାଜୟର ପ୍ରତିଶୋଧ କିଭଳି ନେଇଥିଲା ଓ୍ବେଷ୍ଟଇଣ୍ଡିଜ
୧୯୮୩ ଆଇସିସି ବିଶ୍ୱକପ୍ରେ ଇତିହାସ ରଚିଥିଲା ଭାରତ। ଶକ୍ତିଶାଳୀ ଓ୍ବେଷ୍ଟଇଣ୍ଡିଜକୁ ସହଜରେ ହରାଇ କପିଳ ଦେବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଅବିଶ୍ୱସନୀୟ ଭାବେ ହାତେଇଥିଲା ବିଶ୍ୱକପ୍। ଏହି ପରାଜୟ କ୍ଲାଇଭ ଲଏଡ୍ଙ୍କ ଓ୍ବେଷ୍ଟଇଣ୍ଡିଜ ଦଳକୁ ଖୁବ୍ ବାଧି ଥିଲା। ପ୍ରତିଶୋଧ ନେବା…
Archives


