ଟ୍ୟୁନିସିଆର ପ୍ରଥମ ମହିଳା ମୁଖିଆ
ଟୁନିସ୍: ଟ୍ୟୁନିସିଆରେ ପ୍ରଥମ କରି ଜଣେ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରାଷ୍ଟ୍ରପତି କାଏସ୍ ସଇଦ୍ ଆଶ୍ଚର୍ଯ୍ୟଜନକ ଭାବେ ୬୩ ବର୍ଷୀୟା ରାଓଧା ବୁଡେଣ୍ଟ ରାମାଧାନେଙ୍କ ନାଁ ଏହି ପଦ ପାଇଁ ଘୋଷଣା କରିଛନ୍ତି। ରାଓଧା ଏକ ସୁନାମଧନ୍ୟ ଇଞ୍ଜିନିୟରିଂ କଲେଜରେ ପ୍ରଫେସର…
ନୂଆ ପ୍ରଜାତିର ‘ବ୍ଲାଇଣ୍ଡ୍ ଇଲ୍’ ଆବିଷ୍କୃତ
ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଆଶ୍ଚର୍ଯ୍ୟ ହେଲେ ବି ସତ। ଏକ ବ୍ଲାଇଣ୍ଡ୍ ସ୍କୁଲ ବା ଦୃଷ୍ଟିହୀନ ବିଦ୍ୟାଳୟ ପରିସର କୂଅ ଭିତରୁ ମିଳିଥିବା ବ୍ଲାଇଣ୍ଡ୍ ଇଲ୍ (ଯେଉଁ ଇଲ୍ର ଆଖି ନାହିଁ)କୁ ଏକ ନୂଆ ପ୍ରଜାତିର ମାଛ ଭାବେ ମାନ୍ୟତା ମିଳିଛି। ଏହା…
ଦୁଃଖ ସମୟରେ ମୋ ସ୍ତ୍ରୀ ଏକ ‘ସ୍ତମ୍ଭ’ ଭାବରେ ଠିଆ ହୋଇଛନ୍ତି: କପିଲ
ମୁମ୍ବାଇ: କମେଡି କିଙ୍ଗ୍ କପିଲ ଶର୍ମା ‘ଦ କପିଲ ଶର୍ମା ଶୋ’ରେ ଲୋକଙ୍କୁ ହସାଇ ହସାଇ ବେଦମ କରିଦିଅନ୍ତି। ଏହି ଶୋ’କୁ ବଲିଉଡ୍ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ରାଜନୀତି ଏବଂ କ୍ରୀଡ଼ା ଜଗତର ବଡ଼ବଡ଼ ଷ୍ଟାର ଆସିଥାନ୍ତି। ଏହି ସମୟରେ ଅନେକ…
ଆଜ୍ମାର ଘରୋଇ ଉପଚାର
ଥଣ୍ଡାର ପ୍ରକୋପ ଯୋଗୁ ଆଜ୍ମା ରୋଗୀଙ୍କ ଅବସ୍ଥା ଅଧିକ ଖରାପ ହୋଇଯାଏ। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ ହୋଇଥାଏ। ଅଳ୍ପ ପରିଶ୍ରମ କରିବା ମାତ୍ରେ ରୋଗୀ ଧଇଁସଇଁ ହୋଇଯାଆନ୍ତି। ଅଧିକ ଥଣ୍ଡା ହେବା ଦ୍ୱାରା ରୋଗର ପରିମାଣ ମଧ୍ୟ ବଢ଼ିଥାଏ।…
ସ୍ତ୍ରୀ ପିଲାଙ୍କ ଖର୍ଚ୍ଚ ଉଠାଇ ପାରୁ ନ ଥିଲେ ଏହି ଲୋକପ୍ରିୟ ଅଭିନେତା
କପୁର ପରିବାର ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି ଏକ ପରିବାର ଯିଏକି ଅନେକ ଦଶନ୍ଧି ଧରି ଦର୍ଶକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅଭିନେତ୍ରୀ କରିସ୍ମାଙ୍କ ବାପା ରଣଧୀର କପୁରଙ୍କ ସହ ନିକଟରେ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ଯେଉଁଠାରେ ରଣଧୀର ତାଙ୍କ…
ବିବାହ ଭାଙ୍ଗିଯିବାରୁ ସଂସାରତ୍ୟାଗୀ ହୋଇଥିଲେ ମହନ୍ତ ନରେନ୍ଦ୍ର ଗିରି
ଭୋଗରାଇ,୩୦ା୯(ଡି.ଏନ.ଏ.): ଉତ୍ତର ପ୍ରଦେଶର ପ୍ରୟାଗରାଜସ୍ଥିତ ବାଗାମ୍ବରୀ ମଠ ମହନ୍ତ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ପରେ ତାଙ୍କ ପ୍ରକୃତ ପରିଚୟକୁ ନେଇ ସସ୍ପେନ୍ସ ବଢ଼ିବାରେ ଲାଗିଛି। ସେ କେଉଁ ରାଜ୍ୟର ବୋଲି ଠୋସ୍ ପ୍ରମାଣ ମିଳି ନ ଥିବା ବେଳେ ତାଙ୍କ ଘର…
ଜି ଏଣ୍ଟରଟେନମେଣ୍ଟର ଅଡୁଆ ବଢ଼ିଲା
ନୂଆଦିଲ୍ଲୀ,୩୦।୯: ଜି ଏଣ୍ଟରଟେନମେଣ୍ଟ ସୋନି ଟିଭି ସହ ମିଶ୍ରଣ ନେଇ ଯୋଜନା ରଖିଥିଲା। ମାତ୍ର ବର୍ତ୍ତମାନ ଏହାର ଅଡୁଆ ବଢିଥିବା ଜଣାପଡିଛି। ଜି ଏଣ୍ଟରଟେନମେଣ୍ଟର ସବୁଠାରୁ ବଡ ନିବେଶକ ଇନଭେସ୍କୋ ବର୍ତ୍ତମାନ ଆଇନଗତ ଲଢ଼େଇର ସାହାରା ନେଇଛି। ଜି ଏଣ୍ଟରଟେନମେଣ୍ଟକୁ ଇନଭେସ୍କୋ…
କ୍ରାଇମ୍ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ
କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ ଗୋଟିଏ ଆକାଉଣ୍ଟରେ ପ୍ରୋଫାଇଲ୍ ଫଟୋ ସହ ଭିଡିଓ କଲ୍ ମ୍ୟାଚ୍ କରୁଛି। ବ୍ୟାଙ୍କ ଆକାଉଣ୍ଟ…
ପାଖରେ ଟଙ୍କା ନ ଥିଲେ ବି କିଣି ହେବ ସୁନା
ନୂଆଦିଲ୍ଲୀ,୩୦।୯: ଯଦି ଆପଣ ସୁନା କ୍ରୟ କରିବାକୁ ଚାହୁଁଛନ୍ତି ଏବଂ ପାଖରେ ବେଶି ଟଙ୍କା ନାହିଁ ତେବେ ୧୦୦ ଟଙ୍କାରୁ ସୁନାରେ ନିବେଶ ଆରମ୍ଭ କରିପାରିବେ। ଟାଟାର ତନିସ୍କ ଏବଂ କଲ୍ୟାଣ ଜୁଏଲର୍ସ ଭଳି କମ୍ପାନୀରେ ନିବେଶ କରି ନିର୍ଦ୍ଦିଷ୍ଟ ମୂଲ୍ୟ…
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସୁନ୍ଦରଗଡ଼ ଜିଲା ନୂଆଗାଁ ବିଡିଓ ତୃପ୍ତି ବରାଇଙ୍କୁ ବରଗଡ଼…
ମହାନ ଅଷ୍ଟ୍ରେଲିଆନ୍ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ମ୍ୟାକ୍ସଓ୍ବେଲ୍
ଦୁବାଇ,୨୯।୯: ଗ୍ଲେନ ମ୍ୟାକ୍ସେଓଲ୍ଲ୍ ବୁଧବାର ରାଜସ୍ଥାନ ରାୟାଲ୍ସ ବିପକ୍ଷରେ ୫୦ ରନ୍ର ବିସ୍ଫୋରକ ପାଳି ଖେଳିଛନ୍ତି। ଏହି ଅବସରରେ ସେ ଟି୨୦ କ୍ରିକେଟରେ ପୂରଣ କରିଛନ୍ତି ୭ ହଜାର ରନ୍। ଏଥିସହ ସେ ସ୍ଥାନ ପାଇଛନ୍ତି ମହାନ ଅଷ୍ଟ୍ରେଲିଆନ ଖେଳାଳିଙ୍କ ତାଲିକାରେ।…
ମ୍ୟାକ୍ସଓ୍ବେଲ ଅନ୍ ଫାୟାର
ଦୁବାଇ,୨୯।୯: ପୁରୁଣା ଫର୍ମକୁ ଫେରିଛନ୍ତି ଗ୍ଲେନ ମ୍ୟାକ୍ସଓ୍ବେଲ। ଗତ ମ୍ୟାଚ୍ ଭଳି ଏଥର ମଧ୍ୟ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ତାଙ୍କ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୧୭ ବଲ ପୂର୍ବରୁ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି।…

