Home Left

ଏହି କାରଣରୁ ଅନେକ ରାତି ଶୋଇପାରି ନ ଥିଲେ ମାଷ୍ଟରବ୍ଲାଷ୍ଟର: ଏବେ କଲେ ଖୁଲାସା

କ୍ରିକେଟର୍‌ର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକ ଅବସର ନେଇସାରିଥିଲେ ମଧ୍ୟ ତାଙ୍କୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। ୨୪ ବର୍ଷର କ୍ରିକେଟ୍‌ କ୍ୟାରିୟରର ପ୍ରାରମ୍ଭିକ ଦିନରେ ଚାପରେ ବିତାଇଥିଲେ ବୋଲି ସଚିନ ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି। ସଚିନ ତେନ୍ଦୁଲକର…

କୋଭିଡ୍‌ ଆକ୍ରାନ୍ତଙ୍କୁ ଦିଆଯିବ ଡିଆର୍‌ଡିଓ ପ୍ରସ୍ତୁତ ମେଡିସିନ

ନୂଆଦିଲ୍ଲୀ,୧୬।୫: କୋଭିଡ୍‌ ଚିକିତ୍ସା ପାଇଁ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଦ୍ୱାରା ବିକଶିତ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌ (୨-ଡିଜି) ସୋମବାର ହସ୍ପିଟାଲକୁ ପଠାଯିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂଆଦିଲ୍ଲୀର ବିଭିନ୍ନ ହସ୍ପିଟାଲକୁ ପ୍ରାୟ ୧୦,୦୦୦ ଡୋଜ୍‌ ଔଷଧ ବଣ୍ଟନ…

ଡୋର ଷ୍ଟେପ୍‌ରେ ଟିକା

ଭୁବନେଶ୍ୱର, ୧୬।୫ – ୬୦ରୁ ଉର୍ଦ୍ଧ୍ୱ ବୟସ୍କ ବରିଷ୍ଠ ନାଗରିକଙ୍କ ପାଇଁ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି ଘରକୁ ଘର ଟିକାକରଣ ଓ କୋଭିଡ୍‌ ଟେଷ୍ଟ ପ୍ରକ୍ରିୟା। ଏଥି ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କରାଯାଇଛି ବ୍ୟବସ୍ଥା। ସକାଳ…

ଫିଲ୍ମ ‘ ରାଧେ ’ ଲିକ୍‌ : ଚେତାବନୀ ଦେଲେ ସଲମାନ

ନୂଆଦିଲ୍ଲୀ,୧୬।୫: ସଲମାନ ଖାନଙ୍କ ‘ରାଧେ : ୟୋର ମୋଷ୍ଟ ଓ୍ବାଣ୍ଟେଡ୍‌ ଭାଇ’ ଗତ ୧୩ ତାରିଖରେ ଓଟିଟି ପ୍ଲାଟଫର୍ମ ଜି୫’ରେ ରିଲିଜ ହୋଇଛି। ରିଲିଜ ହେବାର କିଛି ଘଣ୍ଟା ପରେ ଲିକ୍‌ ହୋଇଯାଇଛି ଫିଲ୍ମର ପାଇରେଟେଡ୍‌ ଭର୍ସନ। କିଛି ପାଇରେଟଡ୍‌ ଓ୍ବେବସାଇଟ୍‌ରେ…

ସମ୍ପର୍କୀୟଙ୍କୁ ରୋଗୀଙ୍କ ସୂଚନା ଦେବ ହେଲ୍ପ ଡେକ୍ସ

ଭୁବନେଶ୍ୱର,୧୬।୫: ରାଜ୍ୟର ସମସ୍ତ ସରକାରୀ ଏବଂ ଘରୋଇ କୋଭିଡ୍‌ ହସ୍ପିଟାଲରେ ହେଲ୍ପ ଡେକ୍ସ ରଖାଯିବ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ହେଲ୍ପ ଡେକ୍ସ ମାଧ୍ୟମରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ସୂଚନା…

ଶିଶୁଙ୍କ ସୁରକ୍ଷା ପାଇଁ କମିଟି

ଭୁବନେଶ୍ୱର୧୬।୫: ରାଜ୍ୟରେ କରୋନା ସଂକ୍ରମରଣର ଦ୍ୱିତୀୟ ଲହର ଦିନକୁ ଦିନ ମାଡି ଚାଲିଛି। ଏହାକୁ ରୋକିବା ପାଇଁ ସରକାର ସବୁ ପ୍ରକାର ଚେଷ୍ଟା ଚଳାଇଛନ୍ତି। ଏଭଳିସ୍ଥିତିରେ ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷା…

୩ ଭାଜପା ବିଧାୟକ ଗିରଫ

କୋଲକାତା,୧୬।୫: ଲକ୍‌ଡାଉନ ନିୟମ ଭଙ୍ଗ କରିବା ପାଇଁ ୩ ଭାଜପା ବିଧାୟକଙ୍କୁ ଗିରଫ କରାଯାଇଛିି। ରାଜ୍ୟର ଉତ୍ତର ଭାଗରେ କୋଭିଡ୍‌-୧୯ ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାସତ୍ତ୍ୱେ ରାଜ୍ୟ ସରକାର କୌଣସି ପ୍ରକାର ପଦକ୍ଷେପ ନେଉ ନ ଥିବା ଅଭିଯୋଗରେ…

କ୍ରିକେଟ ଜୀବନର ଶ୍ରେଷ୍ଠ ଦିନ ବାଛିଲେ ସଚିନ

ନୂଆଦିଲ୍ଲୀ,୧୬।୫ : କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ରବିବାର ୨୦୧୧ ବିଶ୍ୱକପ୍‌ ବିଜୟୀକୁ କ୍ରିକେଟ କ୍ୟାରିୟରର ଶ୍ରେଷ୍ଠ ଦିନ ଭାବେ ଅଭିହିତ କରିଛନ୍ତି। କାରଣ ବିଶ୍ୱକପ୍‌ ସହ ପୂରା ହୋଇଥିଲା ତାଙ୍କ ଦୀର୍ଘ ଦିନର ସ୍ବପ୍ନ। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ…

ବଣ୍ଡାଘାଟିରେ ୧୨ ସଂକ୍ରମିତ

ମାଲକାନଗିରି,୧୬ା୫: ସବୁଠି ପହଞ୍ଚତ୍ୟାଉଛି କରୋନା। କେଉଁ ଅଞ୍ଚଳ ମଧ୍ୟ ଏହି ମହାମାରୀ ପାଇଁ ଆଉ ଅପହଞ୍ଚ ହୋଇ ରହିନାହିଁ। ମାଲକାନଗିରି ଜିଲାର ସୁଦୂର ବଣ୍ଡାଘାଟିରେ ମଧ୍ୟ ପହଞ୍ଚତ୍ ଆକ୍ରାନ୍ତ କରିଛି ବଣ୍ଡା ଜନଜାତିଙ୍କୁ। ଏହି ଜନଜାତିର ୧୨ ଜଣ କରୋନା ସଂକ୍ରମିତ…

ଫେଲ୍‌ ମାରୁଛି ସବୁ ଚେଷ୍ଟା

ଭୁବନେଶ୍ୱର,୧୬।୫: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସବୁ ପ୍ରକାର ଚେଷ୍ଟା କରାଯାଉଛି। ହେଲେ ସଂକ୍ରମଣ କମୁନାହିଁ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ରବିବାର ପୁଣି ୧୩୫୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୧୮ ଜଣ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ…

କେଜ୍‌ରିଓ୍ବାଲ୍‌ଙ୍କ କାଶକୁ ନେଇ ଏମିତି କହିଦେଲେ ଶତ୍ରୁଘ୍ନ ସିହ୍ନା: ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୬।୫: କରୋନା ଏବେ ସାରା ଦେଶରେ କାୟା ବିସ୍ତାର କରିଛି। ରାଜଧାନୀ ଦିଲ୍ଲୀରେ ମଧ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। କରୋନାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ୱାଲ ସରକାର ପୁଣି ଥରେ ଲକଡାଉନ୍‌ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ଏହି…

ପାକିସ୍ତାନ ଦଳରେ ରାଜନୀତି ଯୋଗୁ କ୍ରିକେଟ ଛାଡ଼ିବାକୁ ଚିନ୍ତା କରିଥିଲେ ଆଫ୍ରିଦୀ

ଇସଲାମାବାଦ,୧୬।୫: ପାକିସ୍ତାନ ଦଳରେ ଆନ୍ତଃ ରାଜନୀତି ଯୋଗୁ ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ୨୦୦୯ରେ ଅନ୍ତର୍ଜାତୀୟ କ୍ରିକେଟରୁ ସମ୍ପୂର୍ଣ୍ଣ ସନ୍ନ୍ୟାସ ନେବାକୁ ଚିନ୍ତା କରିଥିଲେ। ପାକିସ୍ତାନର ଅନ୍ୟତମ ଲୋକପ୍ରିୟ ଖେଳାଳିଙ୍କ ଏଭଳି ମନ୍ତବ୍ୟ ଜାତୀୟ ଦଳ ଓ ପିସିବିରେ ଝଡ଼ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri