Home Left

ଉତ୍ତର ଦିଗରେ ରଖିଛନ୍ତି କି ‘ଲକର୍‌’; କୋପ କରିବେ ଲକ୍ଷ୍ମୀ; ଜାଣନ୍ତୁ…

ବାସ୍ତୁ ଶାସ୍ତ୍ର ଅନୁଯାୟୀ ପ୍ରତିଟି ଜିନିଷକୁ ରଖିବାର ସଠିକ ଦିଗ ଏବଂ ସ୍ଥାନ ରହିଛି। ଯଦି ସେପରି କରା ନ ଯାଏ ତେବେ ନକରାତ୍ମକ ପ୍ରଭାବ ଘରେ ପଡ଼ିଥାଏ। ସେଭଳି ଗୋଟିଏ ଜିନିଷ ହେଲା ଲକର୍‌। କିଛି ନିୟମ ଏପରି ଅଛି,…

ଏହି ୪ ରାଶିର ବ୍ୟକ୍ତି ବହୁତ ଭାଗ୍ୟବାନ; କମ୍‌ ପରିଶ୍ରମରେ ପାଇଥାନ୍ତି ବଡ଼ ଉପଲବ୍ଧି; ଧନର ଅଭାବ ନ ଥାଏ

କୁହାଯାଏ କଠିନ ପରିଶ୍ରମ ସଫଳତାର ଚାବିକାଠି। କିଛି ଲୋକ ଏପରି ଥାନ୍ତି ଯେଉଁମାନେ ପରିଶ୍ରମ କରିବା ସତ୍ତ୍ୱେ ସଫଳତା ପାଇ ନ ଥାନ୍ତି। ସେହିଭଳି କିଛି କମ୍‌ ପରିଶ୍ରମରେ ବଡ଼ ସଫଳତା ପାଇଥାନ୍ତି। କାରଣ ଭାଗ୍ୟ ସେମାନଙ୍କ ସହ ରହିଥାଏ। ଜ୍ୟୋତିଷଶାସ୍ତ୍ରରେ…

ପାଣି ଭିତରେ ଏମିତି ଚକମା ଦେଖାଇଲା ବତକ, ଖୋଜି ଖୋଜି ରହିଲା ବାଘ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଚୌକାଠାରୁ ବି ଛକା ଅଧିକ ମାରିଛନ୍ତି ଏହି ବିସ୍ଫୋରକ କ୍ରିକେଟର୍‌: ହାସଲ କଲେ ‘ମହାଶତକ’

ଆବୁଧାବି,୨୯।୯: ଟି -୨୦ କ୍ରିକେଟ୍‌ର କିମ୍ବଦନ୍ତୀଙ୍କ ମଧ୍ୟରୁ କିରନ ପୋଲାର୍ଡ ଅନ୍ୟତମ। ଟି -୨୦ରେ ୧୧ ହଜାରରୁ ଅଧିକ ରନ ସ୍କୋର କରିବା ବ୍ୟତୀତ ସେ ୭୫୦ରୁ ଅଧିକ ଛକା ମାରିଛନ୍ତି। ସେ ଆଇପିଏଲ ୨୦୨୧ର ଏକ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ…

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୯୨ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏମିତି କାମ କରି ହୃଦୟ ଜିତିଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ୟୁଏଇ,୨୯।୯: ଆଇପିଏଲ ୨୦୨୧ର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ ଖେଳାଯାଇଥିବା ୪୨ତମ ମ୍ୟାଚ ସମୟରେ କ୍ରୀଡ଼ା ଭାବନାର ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଥିଲା। ମୁମ୍ବାଇ କେ.ଏଲ ରାହୁଲଙ୍କ ବିରୋଧରେ ରନ ଆଉଟ କରିବାକୁ ଅମ୍ପାୟାରଙ୍କ ନିକଟରେ ଅମିଲ…

ପନ୍ତଙ୍କ ପିଲାଳିଆମୀ କାର୍ତ୍ତିକଙ୍କ ଉପରେ ପଡିଥାନ୍ତି ଭାରି,ପଡିଆରେ ବଡ ଦୁର୍ଘଟଣା ଟଳିଲା: ଦେଖନ୍ତୁ ଭିଡିଓ

ୟୁଏଇ,୨୯।୯: ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିବା ଆଇପିଏଲ ୨୦୨୧ର ୪୧ତମ ମ୍ୟାଚ ସମୟରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା। ରିଷଭ ପନ୍ତଙ୍କ ପିଲାଳିଆମୀ ଯୋଗୁ କେକେଆରର ଉଇକେଟ କିପର-ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ବିପଦରେ ପଡିଥାନ୍ତେ।…

ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ଅଛନ୍ତି। ଏହି ୫୬୫ ଜଣଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩୭…

ରିଅଲ ଇଷ୍ଟେଟ୍‌ ଅପରାଧ ଓପିଆଇଡି ଆଇନ ଅଧୀନରେ ଆସୁନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ, ୨୯।୯: ରିଅଲ ଇଷ୍ଟେଟ୍‌ ଅପରାଧ ଓଡ଼ିଶା ଜମାକାରୀ ସ୍ବାର୍ଥ ସୁରକ୍ଷା (ଓପିଆଇଡି) ଆଇନ, ୨୦୧୧ ଅଧୀନରେ ଆସୁ ନ ଥିବା ଓଡ଼ିଶା ହାଇକୋର୍ଟ କହିଛନ୍ତି। ଅନୈତିକ ଫାଇନାନ୍ସ ସଂସ୍ଥାଗୁଡ଼ିକର ଲୋଭନୀୟ ସ୍କିମ୍‌ରେ ପ୍ରଭାବିତ ହୋଇ ଠକାମିର ଶିକାର ହେଉଥିବା ନିରୀହ…

ହାଇ ପ୍ରୋଫାଇଲ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଯାଉଥିଲେ। ରାଜ୍ୟରୁ ରାଜ୍ୟ ବୁଲି ଏଭଳି…

ଓଡ଼ିଶା ନାମଫଳକକୁ ଲିଭାଇ ଦେଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୯ା୯(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଦ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି। ତେବେ ଏହି ବିବାଦକୁ ବେଶି ବଢ଼ାଉଛି ଆନ୍ଧ୍ର। ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ପାଳନ ନ କରି…

ପାକିସ୍ତାନରେ ୧୨ ବିଦେଶୀ ଆତଙ୍କବାଦୀ ସଙ୍ଗଠନ

ଓ୍ବାଶିଂଟନ, ୨୯।୯: ପାକିସ୍ତାନ ଅନୂ୍ୟନ ୧୨ଟି ବିଦେଶୀ ଆତଙ୍କବାଦୀ ସଂଗଠନକୁ ଆଶ୍ରୟ ଦେଇଥିବା ଆମେରିକା କଂଗ୍ରେସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ସେଥିରୁ ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଭଳି ୫ଟି ସଂଗଠନର ଟାର୍ଗେଟରେ ଭାରତ ରହିଛି। ପାକିସ୍ତାନ ଆତଙ୍କବାଦୀ କାର୍ଯ୍ୟକଳାପର ପେଣ୍ଠସ୍ଥଳ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?