ସାହିତି୍ୟକ ନରେନ୍ଦ୍ର ବେହେରାଙ୍କ ପରଲୋକ
କଟକ ଅଫିସ, ୧୫ା୫: ସାହିତି୍ୟକ, ନାଟ୍ୟକାର, ଗୀତିକାର ତଥା ଅନୁବାଦକ ନରେନ୍ଦ୍ର ବେହେରାଙ୍କ ଗତ ୧୨ ତାରିଖରେ ଜାମସେଦପୁରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଜାମସେଦପୁରସ୍ଥିତ ଏକ ଘରୋଇ…
ହୋମ୍ କ୍ୱାରାଣ୍ଟାଇନ ଆକ୍ରାନ୍ତଙ୍କୁ କଂଗ୍ରେସ ଦେବ ଔଷଧ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ମହାମାରୀର ୨ୟ ଲହର ଭୁବନେଶ୍ୱର, କଟକରେ ସଂକ୍ରମଣ ହାର ବଢ଼ି ଏକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଏହି ମୁହୂର୍ତ୍ତରେ କୋଭିଡ୍ ଆକ୍ରାନ୍ତଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ…
ଗଳାବାଟରେ ଚାଲିଛି ଚଳପ୍ରଚଳ
ଜଳେଶ୍ୱର, ୧୫ା୫(ଡି.ଏନ.ଏ.): କରୋନା ଭୂତାଣୁର ୨ୟ ଲହର ସମଗ୍ର ଦେଶରେ କାୟା ବିସ୍ତାର କରି ଚାଲିଥିବା ବେଳେ ପଶ୍ଚିମବଙ୍ଗ ମ୍ୟୁଟାଣ୍ଟକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ନୀତି ଅବଲମ୍ବନ କରାଯାଇଛି। ଓଡିଶା-ପଶ୍ଚିମବଙ୍ଗ ସୀମା ସିଲ୍ କରାଯିବା ସହିତ ଯାନବାହନ ଯାଞ୍ଚ…
ଲିଙ୍କ୍ରେ କ୍ଲିକ୍ ନ କରିବାକୁ ଡିସିପିଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୫ (ବ୍ୟୁରୋ): ନିଜର କଓ୍ବୋଇସି ଅପ୍ଡେଟ୍ କରିବା କିମ୍ବା ମାଗଣା ମୋବାଇଲ୍ ଡାଟା ମିଳିବାର ପ୍ରତିଶ୍ରୁତି ଦେଉଥିବା ବିଭ୍ରାନ୍ତକାରୀ ମେସେଜଗୁଡିକ ପ୍ରତି ସାବଧାନ ରୁହନ୍ତୁ। ଏଭଳି ମେସେଜ୍ରେ ଦିଆଯାଇଥିବା କୌଣସି ନମ୍ବର୍ରେ କଲ୍ କରନ୍ତୁ ନାହିଁ କିମ୍ବା କୌଣସି ଲିଙ୍କ୍ରେ କ୍ଲିକ୍…
ଟ୍ରେନ୍ ଲୁଟେରା ଗ୍ୟାଙ୍ଗ୍ର ୬ ଗିରଫ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଟ୍ରେନ୍ରେ ଯାତ୍ରୀଙ୍କଠାରୁ ଲୁଟ୍ କରୁଥିବା ଏକ ଗ୍ୟାଙ୍ଗ୍କୁ ଜିଆର୍ପି ଓ ଆର୍ପିଏଫ୍ର ମିଳିତ ଟିମ୍ ଶୁକ୍ରବାର ବୁଦ୍ଧନଗର ମୋଚିସାହି ଅଞ୍ଚଳରୁ ଧରିଛି। ରେଲଓ୍ବେ ଟ୍ରାକ୍ ନିକଟ ପୋଲ ତଳେ ଲୁଟ୍ ଯୋଜନା ଚାଲିଥିବାବେଳେ ସେଠାରେ ଚଢ଼ାଉ କରି ପୋଲିସ ୬ଜଣଙ୍କୁ…
କରୋନା ପ୍ରତିରୋଧକ ଔଷଧ ଯୋଗୁ ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ: ସାଇଟୋକାଇନ୍ ଷ୍ଟ୍ରମ୍ ହେଉଛି ଘାତକ…
ଓ୍ବାଶିଂଟନ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ସ୍ଥିତି ଅସମ୍ଭାଳ ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ବ୍ୟବହୃତ ହେଉଥିବା ଔଷଧ ଯୋଗୁ ଶରୀରରେ ଅତ୍ୟଧିକ…
ଆମ୍ବୁଲାନ୍ସରେ ଲାଗିଲା ଜିପିଏସ୍
ଭୁବନେଶ୍ୱର,୧୫ା୫(ବ୍ୟୁରୋ): କରୋନା ସଂକ୍ରମିତଙ୍କୁ ଯଥାଶୀଘ୍ର କୋଭିଡ୍ କେୟାର ହସ୍ପିଟାଲ(ସିଏଚ୍ସି) ଓ କୋଭିଡ୍ କେୟାର ସେଣ୍ଟର(ସିସିସି)କୁ ପଠାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଆଉ ଏକ ପଦକ୍ଷେପ ହାତକୁ ନେଇଛି। ଏବେ କୋଭିଡ୍ ସଂକ୍ରମିତଙ୍କୁ ହସ୍ପିଟାଲ ପଠାଇବା ପାଇଁ ୬୪ଟି ଆମ୍ବୁଲାନ୍ସ…
କୋଭିଡ୍ ହସ୍ପିଟାଲ ପରିଦର୍ଶନ କଲେ ଅଗ୍ନିଶମ ଡିଜି
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଅଗ୍ନିଶମ ଡିଜି ଏମ୍ ଅକ୍ଷୟ ଶୁକ୍ରବାର କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଥିବା ସମସ୍ତ କୋଭିଡ଼ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ବିଭାଗର ଅନ୍ୟ ଅଧିକାରୀଙ୍କ ସହ ବିଭିନ୍ନ ହସ୍ପିଟାଲକୁ ଯାଇ ନିୟୋଜିତ ଅଗ୍ନିଶମ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲରେ…
ରୋଷେଇବେଳେ ଗ୍ୟାସ୍ ଲିକ୍, ପୋଡ଼ିଗଲେ ୮
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ପାତ୍ରପଡ଼ା ଅଞ୍ଚଳରେ ରୋଷେଇ ଚାଲିଥିବାବେଳେ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯିବାରୁ ୪ ପରିବାରର ୮ଜଣ ପୋଡ଼ିଯାଇ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ଜଣ ମହିଳା ରହିଛନ୍ତି। ଆହତମାନେ ହେଲେ ପବିତ୍ର ସ୍ବାଇଁ, ପ୍ଲାବନ…
ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ସମୀକ୍ଷା: ୫ ମିନିଟ୍ରେ ଗାଇଲେ ୨୮ ହିନ୍ଦୀ ଦେଶାତ୍ମବୋଧକ ସଙ୍ଗୀତ
ବାଲିଆ,୧୫ା୫: ଜଗତ୍ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ କୂଳକଇଜଙ୍ଗା ଗ୍ରାମର ସାଇସମୀକ୍ଷା ସ୍ବାଇଁ (୮) ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ସ୍ଥାନ ପାଇଛନ୍ତି। ୪ ମିିନିଟ ୨୦ ସେକେଣ୍ଡରେ ୨୮ଟି ହିନ୍ଦୀ ଦେଶାତ୍ମବୋଧକ ଗୀତ ଗାଇ ସେ ଏହି ଗୌରବ ହାସଲ…
୩୩ କୋଟି ଦେବଦେବୀ ତଥାପି ଅକ୍ସିଜେନ ସଙ୍କଟ
ଫ୍ରାନ୍ସର ପ୍ରସିଦ୍ଧ ବ୍ୟଙ୍ଗ ପତ୍ରିକା ‘ଶାର୍ଲି ହେବ୍ଡୋ’ ଭାରତରେ କୋଭିଡ୍ ସଙ୍କଟ ବେଳେ ଲାଗିରହିଥିବା ଅମ୍ଳଜାନ ସଙ୍କଟକୁ ନେଇ କଟାକ୍ଷ କରିଛି। ଦେଶରେ ୩୩ କୋଟି ଦେବଦେବୀ ଅଛନ୍ତି। ମାତ୍ର କେହି ଜଣେ ହେଲେ ମେଡିକାଲ ଅକ୍ସିଜେନ ଉତ୍ପାଦନ କରିପାରୁନାହାନ୍ତି। ଅକ୍ସିଜେନ…
୭୫୮ କୋଟିରେ ଗଲା ପିକାସୋଙ୍କ ପେଣ୍ଟିଂ
ନ୍ୟୁୟର୍କସ୍ଥିତ କ୍ରିଷ୍ଟିଜ୍ ଅକ୍ସନ ହାଉସ୍ ପକ୍ଷରୁ ଆୟୋଜିତ ନିଲାମିରେ ପ୍ରସିଦ୍ଧ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଣ୍ଟିଂ ‘ଓମ୍ୟାନ୍ ସିଟିଂ ବାଇ ଦି ଓ୍ବିଣ୍ଡୋ’ ୧୦.୩୪ କୋଟି ଡଲାର (ପ୍ରାୟ ୭୫୮ କୋଟି ଟଙ୍କା)ରେ ବିକ୍ରି ହୋଇଛି। ଏହା ୫୫ ନିୟୁତ ଡଲାରରେ…
Archives


