ମାସ୍କର ଠିକ୍ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଶୁକ୍ରବାର କଟକ ଏସ୍ସିବି ମେଡିକାଲର ପ୍ରଫେସର…
ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟାକୁ କେନ୍ଦ୍ରର ଚ୍ୟାଲେଞ୍ଜ
ନୂଆଦିଲ୍ଲୀ, ୧୫।୫(ଆଇଏଏନ୍ଏସ୍): ସୁପ୍ରିମକୋର୍ଟ ଗତ ୫ ତାରିଖରେ ମରାଠା କୋଟା ଉପରେ ରାୟ ଦେଲାବେଳେ ସମ୍ବିଧାନର ୧୦୨ତମ ସଂଶୋଧନକୁ ନେଇ କରିଥିବା ବ୍ୟାଖ୍ୟାକୁ କେନ୍ଦ୍ର ସରକାର ଚ୍ୟାଲେଞ୍ଜ କରିଛନ୍ତି। ରିଭ୍ୟୁ ପିଟିଶନରେ କେନ୍ଦ୍ର ସରକାର କହିଛନ୍ତି, ସାମାଜିକ ଓ ଶିକ୍ଷାଗତ ଭାବେ…
୮୪ଦିନ ପୂର୍ବରୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍ ମନା
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟିକା କୋଭିଶିଲ୍ଡର ଦୁଇଟି ଡୋଜ୍ ମଧ୍ୟରେ ଥିବା ବ୍ୟବଧାନ ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଏ ନେଇ ସାନି ଗାଇଡ୍ଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…
ସହରରୁ ଗାଁ କରୋନା କାୟା
ନୂଆଦିଲ୍ଲୀ,୧୫ା୫: ଗ୍ରାମାଞ୍ଚଳର ଲୋକେ ଅସୁସ୍ଥ ହେଲେ ଉନ୍ନତ ସ୍ବାସ୍ଥ୍ୟସେବା ଆଶାରେ ସହରକୁ ଚିକିତ୍ସା ପାଇଁ ଯାଇଥାଆନ୍ତି। କିନ୍ତୁ ବଡ଼ ବଡ଼ ସହରରେ ମହାମାରୀର ଦ୍ୱିତୀୟ ଲହର ବୋଝ ସମ୍ଭାଳି ନ ପାରି ସ୍ବାସ୍ଥ୍ୟ ଭିତ୍ତିଭୂମି ଭୁଶୁଡ଼ି ପଡ଼ିଥିବାରୁ ଗାଁରେ ରହୁଥିବା ସଂକ୍ରମିତମାନେ…
ଭାକ୍ସିନ ପାଇଁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କଲା ରାଜ୍ୟ
ଭୁବନେଶ୍ୱର,୧୫ା୫ (ବ୍ୟୁରୋ): କୋଭିଡ୍ ଟିକା କିଣିବା ପାଇଁ ଓଡ଼ିଶା ସରକାର ଶୁକ୍ରବାର ଗ୍ଲୋବାଲ ଟେଣ୍ଡର ଆହ୍ବାନ କରିଛନ୍ତି। ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେଶନ ଲିଃ (ଓଏସ୍ଏମ୍ସିଏଲ୍) ପକ୍ଷରୁ ଏନେଇ ଇ-ଟେଣ୍ଡର ପୋର୍ଟାଲ (https://tendersodisha.gov.in) ଜରିଆରେ ଯୋଗ୍ୟ ବିଡର୍ଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି।…
ପିଲାଙ୍କ ପ୍ରତି ବଢ଼ିବ ରିସ୍କ
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ଶକ୍ତିଶାଳୀ ରହିଛି। ଏହି ଲହରରେ ଏବେ ଯୁବପିଢ଼ି ଓ ଶିଶୁ ବହୁ ଆକ୍ରାନ୍ତ ହେଉଛନ୍ତି। ଏଯାବତ୍ ୨୯,୪୧୩ ପିଲା ଆକ୍ରାନ୍ତ ହୋଇସାରିଲେଣି। ତେବେ ବୟସ୍କଙ୍କ ତୁଳନାରେ ପିଲାମାନେ କମ୍ ଗୁରୁତର ହେଉଛନ୍ତି। ବର୍ତ୍ତମାନ…
ପୋଲ ତଳକୁ ଖସିଲା କାର୍
ବାଲେଶ୍ୱର ଅଫିସ,୧୫।୫: ବାଲେଶ୍ୱର ଜିଲା ଏନଏଚ୍-୧୬ ର୍ବିଲା ଟାୟାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶନିବାର ସକାଳୁ ପୋଲ ତଳକୁ କାର୍ ଖସି ପଡ଼ିଛି। ଏଥିଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।…
ପୁଣି କରୋନା ନେଲା ୨୧ ଜୀବନ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ
ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା ପରେ…
୧୫ ଜିଲାରେ ଝଡ଼ବର୍ଷା
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର।…
ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ
ନୂଆଦିଲ୍ଲୀ, ୧୫।୫- ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାବେଳେ ଶିଖା ପାଣ୍ଡେ ଓ ତାନିୟା ଭାଟିଆ ପ୍ରତ୍ୟାବର୍ତ୍ତନ କରିଛନ୍ତି।…
ଘରୋଇ ଲାବ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟେଷ୍ଟ୍ ପ୍ରସଙ୍ଗରେ ଘରୋଇ ଲାବ୍କୁ କଡ଼ା ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଆର୍ଟି-ପିସିଆର୍ ଟେଷ୍ଟ ପାଇଁ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଡ଼ଭାଇଜରି…
Archives


