Home Left

ହଠାତ୍‌ ଘୋଷଣା କଲେ ଅବସର

ଲଣ୍ଡନ,୨୭।୯: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। ଅଧିକ ଦିନ ଧରି ଖେଳ ଜାରି ରଖିବା…

କେରଳରେ କଂଗ୍ରେସକୁ ଝଟ୍‌କା: ଏଆଇସିସି ସଦସ୍ୟ ପଦରୁ ଇସ୍ତଫା ଦେଲେ ସୁଧିରନ

ଥିରୁଭାନନ୍ତପୁରମ,୨୭ ।୯: କେରଳର ବରିଷ୍ଠ କଂଗ୍ରେସ ନେତା ବି ଏସ୍ ସୁଧିରନ ଏଆଇସିସି ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦୁଇଦିନ ପୂର୍ବରୁ ସେ କେପିସିସିର ରାଜନୈତିକ ମାମଲାର ସମିତି ଛାଡି ଦେଇଥିଲେ । ତାଙ୍କ ନିକଟତମ ସୂତ୍ରରୁ ଏହି ଖବର…

ଦିଲ୍ଲୀ, ପଞ୍ଜାବ, ହରିୟାଣାରେ ପ୍ରଭାବ: ଟିକାଏତ କହିଲେ ସଫଳ ହେଲା ‘ଭାରତ ବନ୍ଦ’

ନୂଆଦିଲ୍ଲୀ,୨୭ ।୯: ସଂଯୁକ୍ତ ମୋର୍ଚ୍ଚା କୃଷକ ମଞ୍ଚ ପକ୍ଷରୁ ସୋମବାର ଦିଆଯାଇଥିବା ଭାରତ ବନ୍ଦର ପ୍ରଭାବ ବିଶେଷ ଭାବେ ଦିଲ୍ଲୀ, ହାରିୟାଣା ଓ ପଞ୍ଜାବରେ ଦେଖିବାକୁ ମିଳିଛି । ପଶ୍ଚିମ ଉତ୍ତର ପ୍ରଦେଶରେ ବି ଏହାର ପ୍ରଭାବ ଦେଖାଯାଇଥିଲା । ବିଭିନ୍ନ…

‘କଂଗ୍ରେସ ଚୁପ୍‌ ବସିବ ନାହିଁ’

ନୂଆଦିଲ୍ଲୀ,୨୭।୯: କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ସୋମବାର କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। କମଲ ନାଥ କହିଛନ୍ତି ଯେ, କେନ୍ଦ୍ରରେ କୃଷକ ବିରୋଧୀ ସରକାର ମୂକ ଓ ବଧିର ଅଟନ୍ତି।…

ରୋଷେଇ କରୁଥିବା ସମୟରେ ମହିଳାଙ୍କ ମୁଣ୍ଡରେ ଲାଗିଲା ନିଆଁ, କାମରେ ବ୍ୟସ୍ତ ରହି ପାରିଲେନି ଜାଣି, ଆଉ ତା’ ପରେ…

ଅନେକ ସମୟରେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ଭୟରେ ଦେହ ଥରି ଉଠେ। କିଛି ଭିଡିଓରୁ ଶିକ୍ଷା ବି ମିଳିଥାଏ। ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହା ଦେଖିଲେ ଭୟ ଲାଗିବ।…

ପ୍ରଚାରର ଶେଷ ଦିନରେ ଭାଜପା ନେତାଙ୍କ ଉପରେ ଆକ୍ରମଣ

କୋଲକତା,୨୭।୯: ପଶ୍ଚିମବଙ୍ଗର ହାଇ ପ୍ରୋଫାଇଲ ଆସନ ଭବନୀପୁରରେ ସୋମବାର ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି ଆସନରେ ଟିଏମସିର ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀନ୍ତ୍‌ ଏବଂ ଭାଜପା ନେତ୍ରୀ ପ୍ରିୟଙ୍କା ଟିବ୍ରଓ୍ବୋଲଙ୍କ ମଧ୍ୟରେ କଡା ଟକ୍କର ହେବାକୁ ଯାଉଛି। ପ୍ରଚାରର ଶେଷ…

ମନ୍ଦିର ପରିସରରେ ଡ୍ୟାନ୍ସ ଭିଡିଓ ରେକର୍ଡିଂ କଲେ ଯୁବତୀ, ଆଉ ତା’ ପରେ…

ଭୋପାଳ,୨୭ା୯: ସୋସିଆଲ ମିଡିଆରେ ପ୍ରସିଦ୍ଧ ହେବା ପାଇଁ ଲୋକେ ଅଜବ ଉପାୟ ସବୁ ଆପଣାଉଛନ୍ତି। ଏମିତି ଏକ ଘଟଣା ମଧ୍ୟପ୍ରଦେଶର ଛତରପୁରରେ ଦେଖିବାକୁ ମିଳିଛି। ଭିଡିଓରେ ଜଣେ ଯୁବତୀ ମନ୍ଦିର ପରିସରରେ ଠିଆ ହୋଇ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। ଭିଡିଓଟିକୁ…

ଝିଅକୁ ବଡ଼ ଉପହାର ଦେଲେ ଜାଡେଜା

ୟୁଏଇ,୨୭।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାରେ ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ଧାରା ଜାରି ରହିଛି। ଧୋନୀଙ୍କ ଦଳ କ୍ରମାଗତ ୩ ମ୍ୟାଚ ଜିତି ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ପ୍ରତ୍ୟେକ ମ୍ୟାଚରେ ଦଳ ପାଇଁ ଏକ ମ୍ୟାଚ ବିଜେତା ସୃଷ୍ଟି…

ଟାଙ୍ଗରା ଭୂଇଁରେ ଚାଷ କରିବାକୁ ଉଦ୍ୟମ କରୁଛନ୍ତି ବିରୋଧୀ ଦଳ…

ନୂଆଦିଲ୍ଲୀ,୨୭।୯: ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ହୋଇଥିବା ଭାରତ ବନ୍ଦ ନେଇ କେନ୍ଦ୍ରମନ୍ତ୍ରୀ ମୁକ୍ତାର ଅବ୍ବାସ ନକଭି ବିରୋଧୀ ଦଳଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ବିରୋଧୀ ଦଳ ଟାଙ୍ଗରା ଭୂଇଁରେ ଚାଷ କରିବାକୁ ଉଦ୍ୟମ କରୁଛନ୍ତି । ଚାଷୀ ସଂଗଠନଙ୍କ…

ଏକ ବିସ୍କୁଟ ବଦଳାଇଦେଲା ଜୀବନ: ମହିଳା ହେଲେ କୋଟିପତି

ଅନେକ ଥର ଆମେ ଜୀବନରେ ଏମିତି କିଛି ଘଟ, ଯାହା ଆମେ ପୂର୍ବରୁ େକେବେ ଭାବି ନ ଥାଉ। କିନ୍ତୁ ଚାରିପାଖରେ କିଛି ଘଟଣା ଆମ ଜୀବନ ସମ୍ପୂର୍ଣ୍ଣ ବଦଳାଇ ଦିଏ। ଅମାଣ୍ଡା ନାମକ ଜଣେ ମହିଳାଙ୍କ ସହ ଏପରି ଘଟଣା…

ସୁସ୍ଥ ହୋଇ ଘରକୁ ଫେରିଲେ କ୍ୟାମେରାମ୍ୟାନ ପ୍ରଭାତ : କହିଲେ ମୁଁ ରହିଗଲି ,ସେ ଚାଲିଗଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): କଟକ ମୁଣ୍ଡଳିଠାରେ ଘଟିଥିବା ବୋଟ ଦୁର୍ଘଟଣାରେ ଗୁରୁତର ହୋଇଥିବା ଓଟିଭି କ୍ୟାମେରାମ୍ୟାନ ପ୍ରଭାତ ସିହ୍ନା ସୋମବାର ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏହି ଦୁର୍ଘଟଣାରେ ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ପ୍ରଭାତଙ୍କୁ କଟକ ବଡ଼ ମେଡିକାଲରେ…

ଚେନ୍ନାଇ-ବେଙ୍ଗାଲୁରୁ ମ୍ୟାଚ୍‌କୁ ‘ସର୍ଦନ ଡର୍ବି’ କାହିଁକି କୁହାଯାଏ

ୟୁଏଇ,୨୭।୯: ୟୁଏଇରେ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଖେଳାଯାଉଛି। ଅନେକ ଦଳ ପ୍ଲେ ଅଫରେ ପହଞ୍ଚିବା ପାଇଁ ଅତି ନିକଟତର ହୋଇଥିବାବେଳେ କେତେକଙ୍କ ପାଇଁ ରାସ୍ତା କଷ୍ଟକର ମନେ ହେଉଛି। ଏଥର ଦିଲ୍ଲୀ କ୍ୟାପିଟାଲ୍ସ, ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?