ପ୍ରଥମେ କୋଭାକ୍ସିନ, ଦ୍ୱିତୀୟ ଡୋଜରେ କୋଭିଶିଲ୍ଡ
ମୁମ୍ବାଇ,୧୩।୫: ମହାରାଷ୍ଟ୍ରର ଜଣେ ୭୨ ବର୍ଷୀୟ ବୃଦ୍ଧଙ୍କୁ ଦୁଇଟି ଭିନ୍ନ ଭିନ୍ନ କୋଭିଡ୍ ଟିକା ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଜଲନା ଜିଲାର ବସୀନ୍ଦା ଦତ୍ତାତ୍ରେୟ ଓ୍ବାଗମାରେ ମାର୍ଚ୍ଚ ୨୨ ତାରିଖରେ ଗ୍ରାମାଞ୍ଚଳର ଏକ ସ୍ବାସ୍ଥ୍ୟ କେନ୍ଦ୍ରରେ ନେଇଥିଲେ ଭାରତ ବାୟୋଟେକ୍…
୯ ଦିନ ବନ୍ଦ ହେବ ହାଲ୍ ମିଗ୍ କାରଖାନା
କୋରାପୁଟ/ସୁନାବେଡ଼ା,୧୩।୫: କରୋନା ସଂକ୍ରମଣ ହାର କୋରାପୁଟ ଜିଲାରେ ବଢ଼ିଚାଲିଛି। ଏହାର ମୁକାବିଲା ନେଇ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ଏହା ସତ୍ତ୍ୱେ ସଂକ୍ରମଣ କମିବା ନାଁ ନେଉନି। ସୁନାବେଡ଼ା ହାଲ୍ ଟାଉନଶିିପ ଅଞ୍ଚଳରେ ମଧ୍ୟ କରୋନା ସଂକ୍ରମଣର ହାର ବଢ଼ିଚାଲିଛି।…
ପୁଣି ୧୫ ଜୀବନ ନେଲା ଅକ୍ସିଜେନ ଅଭାବ
ପଣଜୀ,୧୩।୫: ଅକ୍ସିଜେନ ଯୋଗାଉଥିବା ପାଇପଲାଇନ୍ରେ ତ୍ରୁଟି ଯୋଗୁ ଗୋଆ ମେଡିକାଲ କଲେଜରେ ଚାଲିଯାଇଛି ୧୫ କରୋନା ଆକ୍ରାନ୍ତଙ୍କ ଜୀବନ। ମେଡିକାଲରେ ରାତି ୨ଟାରୁ ୬ଟା ପର୍ଯ୍ୟନ୍ତ ଅକ୍ସିଜେନ ଯୋଗାଣ ବାଧାପ୍ରାପ୍ତ ହେବାରୁ ଭେଣ୍ଟିଲେଟରରେ ଥିବା ଗୁରୁତର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗୁରୁବାର…
ଇୟରଫୋନ୍ ନେଲା ଜୀବନ
ରାୟଗଡ଼ା ଅଫିସ,୧୩ା୫: ଇୟରଫୋନ୍ ଜଣେ ଯୁବକଙ୍କ ପାଇଁ କାଳ ସାଜିଛି। ଇୟରଫୋନ୍ ଲଗାଇ ରେଳଧାରଣା ନିକଟରେ ଶୌଚ ବେଳେ ଏକ ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପିତାମହଲ ଅଞ୍ଚଳର ଜଗନ୍ନାଥ ସାହୁକାର। ରାୟଗଡ଼ା ଜିଆର୍ପି ପହଞ୍ଚି…
ପ୍ରାକ୍ତନ ଅଷ୍ଟ୍ରେଲିଆନ ଖେଳାଳିଙ୍କ ୨୦୨୧ ଶ୍ରେଷ୍ଠ ଆଇପିଏଲ୍ ଦଳରେ ନାହାନ୍ତି କୋହଲି, ରୋହିତ
ନୂଆଦିଲ୍ଲୀ,୧୩।୫: ପୂର୍ବତନ ଅଷ୍ଟ୍ରେଲିଆନ କ୍ରିକେଟର ବ୍ରାଡ ହଗ ନିଜ ୟୁୁଟ୍ୟୁବ ଚ୍ୟାନେଲରେ ଗୁରୁବାର ଚଳିତ ବର୍ଷର ଶ୍ରେଷ୍ଠ ଆଇପିଏଲ ଏକାଦଶ ଘୋଷଣା କରିଛନ୍ତି। ସବୁଠୁ ବଡ଼ କଥା ହେଲା ହଗ୍ଙ୍କ ଏହି ଦଳରେ ସ୍ଥାନ ପାଇ ନାହାନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ…
ଦିଲ୍ଲୀ କୋଟାରୁ ଅନ୍ୟ ରାଜ୍ୟକୁ ପଠାଯିବ ଅକ୍ସିଜେନ
ନୂଆଦିଲ୍ଲୀ,୧୩।୫: ଦିଲ୍ଲୀରେ ଏବେ ସଂକ୍ରମଣ ହାର ୧୪ ପ୍ରତିଶତକୁ ତଳକୁ ଖସିଛି। ଏଥିସହ ହ୍ରାସ ପାଇଛି ଗୁରୁତର ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଦିଲ୍ଲକୁ ଦୈନିକ ୫୮୨ ମେଟ୍ରିକ ଟନ ଅକ୍ସିଜେନ ଆବଶ୍ୟକ ପଡ଼ୁଛି, ଯାହାକି ସହଜରେ ଉପଲବ୍ଧ ହେଉଛି। ଏଣୁ ବଳକା…
ପରୀକ୍ଷା ନ କରି ରିପୋର୍ଟ ପଜିଟିଭ୍
ଭଞ୍ଜନଗର,୧୩।୫: କରୋନା ଆତଙ୍କ ଜାରି ରହିଥିବା ବେଳେ ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ କୋଭିଡ୍ ପରୀକ୍ଷା ନ କରି ଜଣେ ଶିଶୁଙ୍କ ରିପୋର୍ଟ ପଜିଟିଭ ଆସିବା ଓ ପରେ ଏହା ଭୁଲ ସୂଚନା ବୋଲି କୁହାଯିବା ଘଟଣା ଚର୍ଚ୍ଚାର ବିଷୟ…
ଆସନ୍ତା ସପ୍ତାହରୁ ମିଳିବ ସ୍ପୁଟନିକ-ଭି
ନୂଆଦିଲ୍ଲୀ,୧୩।୫: ରୁଷିଆର ସ୍ପୁଟନିକ-ଭି କୋଭିଡ୍ ଟିକା ଆସନ୍ତା ସପ୍ତାହରୁ ଭାରତ ବଜାରରେ ଉପଲବ୍ଧ ହେବ। ଏନେଇ ଗୁରୁବାର ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପଲ୍ ଏହି ସୂଚନା ଦେଇଛନ୍ତି। ସ୍ପୁଟନିକ-ଭିର ପ୍ରଥମ ବ୍ୟାଚ୍ ଭାରତରେ ପହଞ୍ଚି ଥିବା ବେଳେ ଆଗାମୀ…
ମୁମ୍ବାଇ ଇଣ୍ଡିଆନ୍ସ-ପୋଲାର୍ଡଙ୍କ ଚୁକ୍ତି ପଛରେ ରହିଛି ବ୍ରାଭୋଙ୍କ ହାତ
ନୂଆଦିଲ୍ଲୀ,୧୩।୫: ମୁମ୍ବାଇ ଇଣ୍ଡିଆନ୍ସ ୨୦୧୦ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡଙ୍କ ସହ ଚୁକ୍ତି କରିଥିଲା। ଏହା ପଛରେ ଥିଲା ଅନ୍ୟତମ ଅଲରାଉଣ୍ଡର ଡ୍ବେନ ବ୍ରାଭୋଙ୍କ ହାତ। ୨୦୦୮ରୁ ୨୦୧୦ ପର୍ଯ୍ୟନ୍ତ ମୁମ୍ବାଇ ଫ୍ରାଞ୍ଚାଇଜ ପାଇଁ ଖେଳିଥିଲେ ବ୍ରାଭୋ। ଏହାପରେ ସେ ସାମିଲ…
ଗ୍ରାହକଙ୍କ ପାଖରେ ପହଞ୍ଚିବ ମଦ
ଭୁବନେଶ୍ୱର,୧୩।୫: ଏଣିକି ଲକ୍ଡାଉନରେ ହୋମ ଡେଲିଭରି ହେବ ମଦ । ଉଭୟ ଠିପି ଖୋଲା ଏବଂ ଠିପି ବନ୍ଦ ଦୋକାନୀ ମଦ ଡେଲିଭରି କରିପାରିବେ। ଏପରିକି ଖାଦ୍ୟ ଯୋଗାଣକାରୀ ସଂସ୍ଥା ମଧ୍ୟ ମଦ ଡେଲିଭରି ଦେଇପାରିବେ। ଏନେଇ ଅବକାରୀ କମିଶନରଙ୍କୁ ଜଣାଇଛନ୍ତି…
ୟୁପିରେ ଏଣେତେଣେ ପୋତା ଯାଉଛି କୋଭିଡ୍ ଆକ୍ରାନ୍ତଙ୍କ ମୃତଦେହ
ଉନ୍ନାଓ,୧୩।୫: ଉତ୍ତର ପ୍ରଦେଶରେ ଭୟଙ୍କର ହେଲାଣି କୋଭିଡ୍-୧୯ ସ୍ଥିତି। ଭାଇରସ ଜନିତ ମୃତକଙ୍କ ଶବଦାହ ପାଇଁ ଯାଗା ନାହିଁ ଶବଦାହ କେନ୍ଦ୍ରରେ। ଗଙ୍ଗା ନଦୀରେ ମୃତଦେହ ଭସା ଯିବା ଘଟଣା ପରେ ଉନ୍ନାଓ ଜିଲାର ଅତିକମ୍ରେ ଦୁଇଟି ସ୍ଥାନରୁ ଉଦ୍ଧାର କରାଯାଇଛି…
ମହାମାରୀରୁ ମୁକ୍ତି ପାଇଁ ଦେବଦେବୀଙ୍କ ଶରଣ ପଶିଲେ ଗ୍ରାମବାସୀ
କୋକସରା/ଭବାନୀପାଟଣା:୧୩।୫: କରୋନା ଏବେ ଗାଁ ମୁହାଁ। ଗାଁର ଭୟ, ଆତଙ୍କର ବାତାବରଣ। ଦିନେ ଗାଁ ଦାଣ୍ଡ ସକାଳୁ ଗୋଧୂଳି ସହ ସନ୍ଧ୍ୟାରେ ମନ୍ଦିର ଘଣ୍ଟ ଶବ୍ଦରେ ଫାଟି ପଡୁଥିଲା। ଆଜି ସେଇଠି ନୀରବତା । ଗାଁ ଦାଣ୍ଡ ଶୂନ୍ଶାନ। ତାଟି କବାଟ…
Archives


