Home Left

ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ

ମୁମ୍ବାଇ,୧୩।୫: କରୋନା ଭାଇରସ ଟିକାର ଦ୍ୱିତୀୟ ଡୋଜ ବିଳମ୍ବ ହେବା ଦ୍ୱାରା ବଞ୍ଚାଇ ହେବ ଅଧିକ ଜୀବନ। ଏହା ଏକ ଅଧ୍ୟୟନରୁ ଜଣାପଡ଼ିଛି। ମଡର୍ନା, ଫାଇଜର-ବାୟୋଏନ୍‌ଟେକ ଓ ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା ଟିକା ପ୍ରସ୍ତୁତ ହେବାର ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ ଡୋଜ ନେବାର ୩ରୁ…

କରୋନା ସଙ୍କଟ ମଧ୍ୟରେ ସାହାଭରସା ଭାସମାନ ଆମ୍ବୁଲାନ୍ସ

ଶ୍ରୀନଗର,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀ ଅନେକ ପରିବାରଠାରୁ ନିଜ ଆତ୍ମୀୟଙ୍କୁ ଛଡ଼ାଇ ନେଉଥିବା ବେଳେ ଏହି ସମୟରେ ଲୋକଙ୍କ ଅମାନବିକତା ମଧ୍ୟ ପରିଲକ୍ଷିତ ହେଉଛି। କରୋନା କାଳରେ ସଂଘର୍ଷ କରୁଥିବା ଲୋକଙ୍କ…

କରୋନାରେ ଚାଲିଗଲେ ସୁନ୍ଦରଗଡ଼ ଜିଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ ରସାଇ ଲାଗୁରୀ

ସୁନ୍ଦରଗଡ଼,୧୩।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ବରିଷ୍ଠ ପ୍ରଶାସନିକ ଅଧିକାରୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ସୁନ୍ଦରଗଡ଼ ଜିଲା ଖଣିଜ ପ୍ରତିଷ୍ଠାନର ସିଇଓ ରସାଇ ଲାଗୁରୀଙ୍କର ଗୁରୁବାର ପରଲୋକ ଘଟିଛି। କିଛିଦିନ ହେଲା ସେ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସାଧୀନ…

ସ୍ବପ୍ନରେ ଏସବୁ ଦେଖୁଛନ୍ତି କି…

ବ୍ୟକ୍ତିର ଭବିଷ୍ୟ ସହ ଜଡ଼ିତ ଥାଏ ସ୍ବପ୍ନ। ସବୁ ସ୍ବପ୍ନର କିଛି ନା କିଛି ମାନେ ଥାଏ। ସ୍ବପ୍ନ ଶାସ୍ତ୍ର ଅନୁଯାୟୀ ଏଭଳି କିଛି ସ୍ପପ୍ନ ଅଛି ଯାହାକୁ ଦେଖିଲେ ଅର୍ଥହାନୀର ପୂର୍ବ ସୂଚନା ମିଳେ। ଶୁଭ ସ୍ବପ୍ନ ଦେଖିଲେ ଧନଲାଭର…

ଶୀଘ୍ର ଖର୍ଚ୍ଚ ହେଉଛି କି ଫୋନ୍‌ର ଇଣ୍ଟରନେଟ୍‌ ଡାଟା ? ଆଜି ହିଁ ବଦଳାନ୍ତୁ ଏସବୁ ସେଟିଂ

କରୋନା କାଳରେ ବଢ଼ିଛି ଇଣ୍ଟରନେଟ ଖର୍ଚ୍ଚ। ଏଣୁ ଡାଟା ଶେଷ ହେବା ପ୍ରମୁଖ ଚିନ୍ତାର କାରଣ ସାଜେ। ଆଜିକାଲି ସବୁକିଛି ପାଇଁ ଇଣ୍ଟରନେଟ୍‌ ଡାଟା ଆବଶ୍ୟକ। କିନ୍ତୁ ଫୋନରେ ଅତିରିକ୍ତ ଜିନିଷ ହେତୁ ଡାଟା ଖର୍ଚ୍ଚ ହୋଇଯାଇଥାଏ। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ…

ସୋସିଆଲ ମିଡିଆରେ ଏପରି ପୋଷ୍ଟ କରୁଛନ୍ତି କି? ସାରା ଜୀବନ କରିବେ ପଶ୍ଚାତାପ

ସାଧାରଣତଃ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର କିଛି ଲୋକ କେବଳ ଫଟୋ ପୋଷ୍ଟ କରିଥାନ୍ତି। ଖାଲି ସେତିକି ନୁହେଁ, ଫଟୋରେ ଲାଇକ୍‌, କମେଣ୍ଟ ଅଧିକ ପାଇବା ପାଇଁ ଅଜବ ପ୍ରକାର ଉପାୟ ମଧ୍ୟ…

୬ ହଜାର ବର୍ଗ ଫୁଟ ଅଞ୍ଚଳରେ ନିର୍ମାଣ ହୋଇଛି ହାର୍ଦ୍ଦିକଙ୍କ ପେଣ୍ଟହାଉସ୍‌: ଭିତରୁ ଦେଖିବାକୁ…

ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଖେଳାଳି ହେଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ଜାତୀୟ ତଥା ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ନିଜର ଦମଦାର ପ୍ରଦର୍ଶନ ଜରିଆରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ନିଜ ବ୍ୟାଟିଂରେ ବୋଲର୍‌ଙ୍କ ନିଦ ହଜାଉଥିବା ହାର୍ଦ୍ଦିକ ଗୁଜରାଟର ବଦୋଦରା…

ଗୋଟିଏ ସର୍ତ୍ତରେ ଅଧିନାୟକ ପଦ ଛାଡ଼ିବାକୁ ରାଜି ଟିମ୍‌ ପେନ୍‌; ଅଷ୍ଟ୍ରେଲିଆର ଆଗାମୀ ଅଧିନାୟକ ଭାବେ…

ମେଲବର୍ନ,୧୩।୫: ଅଷ୍ଟ୍ରେଲିଆ ଟେଷ୍ଟ ଅଧିନାୟକ ଟିମ୍‌ ପେନ ଦାୟିତ୍ୱରୁ ହଟିବାକୁ ନେଇ ସଙ୍କେତ ଦେଇଛନ୍ତି। ଆସେସ୍‌ କ୍ରିକେଟ ସିରିଜରେ ଇଂଲଣ୍ଡକୁ ଯଦି ତାଙ୍କ ଦଳ ପରାସ୍ତ କରେ ତେବେ ସେ ଅଧିନାୟକ ପଦ ଛାଡ଼ିଦେବେ ବୋଲି କହିଛନ୍ତି। ଏପରିକି ସେ ଷ୍ଟିଭ୍‌…

ଏହି ଯୁବତୀ କରୋନା ଅକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ମାଗଣାରେ ଯୋଗାଉଛନ୍ତି ଭୋଜନ: ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ,୧୩।୫: କରୋନା ଭାଇରସ୍‌ର ବର୍ଦ୍ଧିତ ମାମଲା ମଧ୍ୟରେ ମହାରାଷ୍ଟ୍ରରୁ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରୁ ଜଣାପଡ଼ୁଛି ଏବେ ବି ସମାଜରେ ମାନବିକତା ବଞ୍ଚିରହିଛି। ମହାରାଷ୍ଟ୍ରର ଏକ ଗାଁର ଜଣେ ଯୁବତୀ କରୋନା ଆକ୍ରାନ୍ତ ରୋଗୀ ଓ ତାଙ୍କ ପରିବାରବର୍ଗଙ୍କୁ ସହାୟତାର…

ମଣିଷ ଛୁଆ ଆକାରର ବେଙ୍ଗ

ସୋଲୋମନ ଦ୍ୱୀପର ଗ୍ରାମୀଣ ଅଞ୍ଚଳରେ ଏକ ବିଶାଳକାୟ ବେଙ୍ଗ ଦେଖିବାକୁ ମିଳିଛି। ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କାରଣ ବେଙ୍ଗଟି ଏକ ମଣିଷ ଛୁଆ ଆକାରର। ହୋଇଆରା ନିବାସୀ ଜିମି ହ୍ୟୁଗୋଙ୍କ ଦ୍ୱାରା ଉଠାଯାଇଥିବା ଏହି ଫଟୋରେ ଏକ ବାଳକ…

ଏହି ରାଜ୍ୟରେ ମେ’୨୫ ଯାଏ ବଢ଼ିଲା ଲକ୍‌ଡାଉନ

ପାଟନା,୧୩।୫: ବିହାରରେ ବର୍ଦ୍ଧିତ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମେ’ ୨୫ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର…

ଆକାଶରୁ ମୂଷା ବର୍ଷା: ଭିଡ଼ିଓ ଭାଇରାଲ…

ମେଲବୋର୍ନ,୧୩।୫: ଏବେ ସୋସିଆଲ୍‌ ମିଡ଼ିଆରେ ଆକାଶରୁ ମୂଷା ବର୍ଷା ହେଉଥିବାର ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଅଷ୍ଟ୍ରେଲିଆର। ଏକ ଖାଦ୍ୟଶସ୍ୟ ଗୋଦାମ ସଫା ସମୟରେ ଏଭଳି ଘଟିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଗୋଦାମରେ ଥିବା ପମ୍ପ୍‌ ଭିତରୁ ମୂଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri