Home Left

କାର୍ତ୍ତିକଙ୍କଠାରୁ ଆରମ୍ଭ କରି କଙ୍ଗନା: କରନ୍‌ ଜୋହରଙ୍କ ସହ ଝଗଡ଼ା କରିଛନ୍ତି…

ବମ୍ବେ: ବଲିଉଡ୍‌ରେ ନେପୋଟିଜିମ୍‌(ପରିବାରବାଦ) ଉପରେ କଥା ଉଠିଲେ ନିର୍ଦ୍ଦେଶକ ତଥା ପ୍ରଯୋଜକ କରନ୍‌ ଜୋହରଙ୍କ ନାମ ପ୍ରଥମେ ଆସେ। ବଡ଼ପରଦାରେ ଷ୍ଟାରକିଡ୍ସମାନଙ୍କୁ ଲଞ୍ଚ କରିବା ଏହା ପଛର କାରଣ ବୋଲି କୁହାଯାଏ। କଥା ଏତିକିରେ ସୀମିତ ନୁହେଁ। ବଲିଉଡ୍‌ର କିଛି କଳାକାରଙ୍କ…

କୋଭିଡ୍‌ ବିରୋଧରେ ଲଢ଼େଇକୁ ଦୁର୍ବଳ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୧।୫ : ଦେଶରେ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢ଼େଇକୁ କଂଗ୍ରେସ ଦୁର୍ବଳ କରୁଛି। କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭାଜପା ମୁଖ୍ୟ ଜେ. ପି. ନଡ୍ଡା ଲେଖିଥିବା ଚିଠିରେ ଏହା ଦର୍ଶାଇଛନ୍ତି। ଉକ୍ତ ଚିଠିରେ ନଡ୍ଡା ଉଲ୍ଲେଖ କରିଛନ୍ତି, ଛୋଟ ଚିନ୍ତାଧାରା…

ଗୋଆର ଏକ ଡାକ୍ତରଖାନାରେ ଅକ୍ସିଜେନ୍‌ ଟ୍ୟାଙ୍କ୍‌ ଲିକ୍‌

ନୂଆଦିଲ୍ଲୀ,୧୧।୫: ଦେଶରେ ମହାମାରୀ କରୋନା ବ୍ୟାପିବାରେ ଲାଗିଛି। ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ହେଉଛନ୍ତି। ଲୋକମାନେ ନିଜର ପ୍ରିୟଜନମାନଙ୍କ ଜୀବନ ରକ୍ଷା କରିବା ପାଇଁ ଶଯ୍ୟା, ଅକ୍ସିଜେନ୍‌ ଏବଂ ଆଇସିୟୁ ଆଦିର ସନ୍ଧାନରେ ବୁଲୁଛନ୍ତି।…

୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ୨୦ କୋଟି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ୧୬ ଜିଲାରେ ଆର୍‌ଟିପିସିଆର୍‌ ଟେଷ୍ଟ ଲ୍ୟାବ୍‌ ପାଇଁ ମଙ୍ଗଳବାର ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ ଜିଲାରେ ଲ୍ୟାବ୍‌ ପାଇଁ ୨୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଭଦ୍ରକ, ବୌଦ୍ଧ, ଢ଼େଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର,…

୨୮ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ସନ୍ନ୍ୟାସ ନେଇଥିଲେ ଅମିର

କରାଚୀ,୧୧।୫ : ଗତବର୍ଷ ଡିସେମ୍ବରରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରି ସଭିଙ୍କୁ ଚମକାଇ ଦେଇଥିଲେ ପାକିସ୍ତାନ ପେସର ମହମ୍ମଦ ଅମିର। ସେତେବେଳେ ତାଙ୍କ ଉପରେ ମୁଖ୍ୟ କୋଚ୍‌ ମିଶବା ଉଲ ହକ୍‌ ଓ ବୋଲିଂ କୋଚ୍‌ ଓ୍ବାକର ୟୁନିସ ମାନସିକ…

ମହିଳାଙ୍କୁ କରୋନା ଟିକାର ଗୋଟିଏ କି ଦୁଇଟି ନୁହେଁ ୬ ଡୋଜ୍‌ ଦେଇଦେଲେ ସ୍ବାସ୍ଥ୍ୟକର୍ମୀ, ଆଉ ଏବେ…

ମହାମାରୀ କରୋନା ସଂକ୍ରମଣ ରୋକିବା ଦିଗରେ ଏକମାତ୍ର ପ୍ରଭାବଶାଳୀ ପ୍ରତିକାର ହେଉଛି ଟିକା। ଏହାକୁ ଦୃଷ୍ଟିରେ ରଖି ବିଶ୍ୱର ବିଭିନ୍ନ ଦେଶରେ ଟିକାକରଣ ଦ୍ରୁତ ଗତିରେ ଚାଲିଛି। କରୋନା ସହ ଯୁଦ୍ଧରେ ଯେକୌଣସି ଟିକାର ଦୁଇଟି ଡୋଜ୍‌ ଆବଶ୍ୟକ ବୋଲି କୁହାଯାଉଛି।…

ସିନିୟର ବ୍ୟାଟ୍ସମ୍ୟାନଙ୍କୁ ଶ୍ରୀଲଙ୍କାରେ ମିଳିପାରେ ନେତୃତ୍ୱ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୫ : ଆସନ୍ତା ଜୁଲାଇରେ ଶ୍ରୀଲଙ୍କାରେ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ରେ ବରିଷ୍ଠ ଓପନର ଶିଖର ଧାଓ୍ବନଙ୍କୁ ମିଳିପାରେ ଭାରତୀୟ ଦଳର ନେତୃତ୍ୱ ଦାୟିତ୍ୱ। ଟିମ୍‌ ଇଣ୍ଡିଆର ମୁଖ୍ୟ ଖେଳାଳିମାନେ ଇଂଲଣ୍ଡ ବିପକ୍ଷ ଟେଷ୍ଟ…

ଧୂମଧାମରେ ହୋଇଥିଲା ବିବାହ; ପରଦିନ କରୋନା ସଂକ୍ରମିତ ହେଲେ ବର: ୯ମ ଦିନରେ…

ନୂଆଦିଲ୍ଲୀ,୧୧।୫: ସହର ପରେ ଏବେ ଗାଁ ମୁହାଁ କରୋନା। ଫଳରେ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଇବାରେ ଲାଗିଛି। ଏହାସତ୍ତ୍ୱେ ଗାଁମାନଙ୍କରେ ଠିକ୍‌ ଭାବେ କରୋନା ଗାଇଡ୍‌ଲାଇନ୍‌ ପାଳନ କରାଯାଉନାହିଁ। ସଚେତନତା ଅଭାବରୁ ଗ୍ରାମୀଣ ଅଞ୍ଚଳର ଅଧିକାଂଶ ଲୋକ କରୋନାରେ ସଂକ୍ରମିତ ହୋଇ…

ରାଜଧାନୀରେ କରୋନାର ଭୟାବହତା: କେବଳ ଏପ୍ରିଲରେ ୯,୪୦୦ ଲୋକଙ୍କ ସରିଲାଣି ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୧୧।୫: ରାଜଧାନୀ ଦିଲ୍ଲୀରେ କରୋନାର ଦ୍ୱିତୀୟ ଲହରର ଆତଙ୍କ ଦେଖିବାକୁ ମିଳିଛି। କେବଳ ଏପ୍ରିଲ ମାସରେ ରାଜଧାନୀ ମ୍ୟୁନିସିପାଲିଟି କର୍ପୋରେଶନ ଦ୍ୱାରା ପରିଚାଳିତ ୨୮ କୋଭିଡ୍‌ ନାମିତ ଶବଦାହ କେନ୍ଦ୍ରରେ ୯,୪୦୦ରୁ ଅଧିକ ଲୋକଙ୍କ କରୋନା ପ୍ରୋଟୋକଲ୍‌ ଅଧୀନରେ ଶତ୍କାର କରାଯାଇଛି।…

ଭାଙ୍ଗିଗଲା କି ୬ ମାସର ବାହାଘର! ନେହା କକ୍କର-ରୋହନପ୍ରୀତ ସିଂଙ୍କ ମଧ୍ୟରେ ପ୍ରବଳ ମାରପିଟ୍‌

ବଲିଉଡ ଗାୟିକ ନେହା କକ୍କରଙ୍କ ବିବାହକୁ ମାତ୍ର ୬ ମାସ ହୋଇଛି। ଏବେ ସ୍ବାମୀ ରୋହନପ୍ରୀତ ସିଂଙ୍କ ମଧ୍ୟରେ ଝଗଡା ଆରମ୍ଭ ହୋଇଛି। ନେହା ନିଜେ ସୋସିଆଲ ମିଡିଆରେ ଏହାର ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଦୁହେଁ ପରସ୍ପରକୁ ମାରୁଥିବା…

କରୋନା ମହାମାରୀ ସମୟରେ କଂଗ୍ରେସର ଆଚରଣକୁ ମନେ ରଖିବେ ଜନତା: ଜେପି ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ବିପର୍ଯ୍ୟୟ ଜାରି ରଖିଛି। କିନ୍ତୁ କରୋନା ଉପରେ ରାଜନୀତି ଥମିବାର ନାଁ ନେଉନାହିଁ। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ରାଜନୀତି ନ କରିବାକୁ ପରାମର୍ଶ…

ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର,୧୧।୫(ବ୍ୟୁରୋ): କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri