ମୃତ କୋଭିଡ୍ ଆକ୍ରାନ୍ତଙ୍କ ମୋବାଇଲ ଫୋନ୍ , ଟଙ୍କା ଲୁଟ୍
ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା କୋଭିଡ୍ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କ ନାମରେ ପୁଣି ଅଭିଯୋଗ ଆଣିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ। ସୋମବାର ମୃତ କରୋନା ରୋଗୀ ମଧୁସୂଦନ ବିଶ୍ୱାଳଙ୍କ ଶଳା ଶେଖର ଖମାରୀ ଝାରସୁଗୁଡ଼ା ଟାଉନ ଥାନାରେ ହସ୍ପିଟାଲ୍ ମ୍ୟାନେଜର ଦେବ ନାୟକଙ୍କ…
ଦୁଇ ଥର ଅଲିମ୍ପିକ୍ସ ପଦକଧାରୀଙ୍କୁ ଖୋଜୁଛି ପୋଲିସ
ନୂଆଦିଲ୍ଲୀ, ୧୦।୫- ଦୁଇ ଥର ଅଲିମ୍ପିକ୍ସ ପଦକ ବିଜେତା କିମ୍ବଦନ୍ତୀ ରେସଲର ସୁଶୀଲ କୁମାରଙ୍କ ବିରୋଧରେ ଲୁକଆଉଟ୍ ନୋଟିସ ଜାରି କରିଛି ଦିଲ୍ଲୀ ପୋଲିସ। ଦିଲ୍ଲୀର ଉତ୍ତରାଞ୍ଚଳରେ ଥିବା ଛତ୍ରସାଲ ଷ୍ଟାଡିୟମ ମଧ୍ୟରେ ଘଟିଥିବା ହତ୍ୟାକାଣ୍ଡରେ ସୁଶୀଲଙ୍କ ହାତ ଥିବା ପୋଲିସକୁ…
ଶ୍ରୀଲଙ୍କାରେ ଟିମ୍ ଇଣ୍ଡିଆ ଖେଳିବ ୩ ଦିନିକିଆ, ଟି୨୦
ନୂଆଦିଲ୍ଲୀ, ୧୦।୫- ଭାରତୀୟ ଦଳ ଆସନ୍ତା ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବ। ସେଠାରେ ୩ଟି ଲେଖାଏ ଦିନିକିଆ ଓ ଟି୨୦ କ୍ରିକେଟ ମ୍ୟାଚ ଖେଳାହିବ। ତେବେ ଏହି ଟୁର୍ରେ ଟିମ୍ ଇଣ୍ଡିଆର ତାରକା ଖେଳାଳିମାନେ ୟୁକେରେ ଥିବେ। ଏଣୁ ଏକ ଦ୍ୱିତୀୟ…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ
ନୂଆଦିଲ୍ଲୀ, ୧୦।୫: ଦେଶରେ କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ ରଖିବାକୁ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ସୋମବାର ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନେଇଛି। କଂଗ୍ରେସ ନେତୃତ୍ୱରେ ପରିବର୍ତ୍ତନ ପାଇଁ ଗତବର୍ଷ ଗୁଲାମ ନବୀ ଆଜାଦ, କପିଲ…
କୋଭିଡ୍ ଟିକା ପାଇଁ ବିଶ୍ୱରେ ସର୍ବାଧିକ ଚାର୍ଜ କରୁଛନ୍ତି ଘରୋଇ ହସ୍ପିଟାଲ
ନୂଆଦିଲ୍ଲୀ,୧୦।୫: ଦେଶରେ ଘରୋଇ ହସ୍ପିଟାଲ ୧୮ରୁ ୪୪ ବର୍ଷୀୟ ବୟସ୍କଙ୍କୁ କୋଭିଡ୍ ଟିକା ପାଇଁ ମୁଣ୍ଡ ପିଛା ୭୦୦ରୁ ୧,୫୦୦ ଟଙ୍କା ଚାର୍ଜ କରୁଛନ୍ତି। କୋଓ୍ବିନ ଓ୍ବେବସାଇଟ୍ରେ ଉପଲବ୍ଧ ଥିବା ତଥ୍ୟ ଏହା ଦର୍ଶାଉଛି। ୪୫ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ପ୍ରଦାନ…
ବାହାଘର ପାଇଁ ଦରକାର ପରିବାରବର୍ଗଙ୍କ କରୋନା ଟେଷ୍ଟ ରିପୋର୍ଟ
ଛତ୍ରପୁର,୧୦ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ମଧ୍ୟରେ ବିବାହ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବାହରେ ୫୦ ଲୋକ ଏକାଠି ହୋଇପାରିବେ। ଏଥିପାଇଁ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ବାହାଘରରେ ଯୋଗଦେବାକୁ ଥିବା…
ଫରକ୍ ପଡୁନି ଲକ୍ଡାଉନ
ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଥିବା ବେଳେ ବାଉଁଶୁଣୀ ଅଞ୍ଚଳରେ ସମସ୍ତ ଦୋକାନ ସବୁବେଳେ ଖୋଲୁଛି। ଫଳରେ ଲୋକଙ୍କ ଭିଡ…
ମାସ୍କ ନ ପିନ୍ଧିବାରୁ ଭାରତୀୟ ମହିଳାଙ୍କୁ ମାଡ଼
ସିଙ୍ଗାପୋର,୧୦।୫: ଭାରତୀୟଙ୍କ ପ୍ରତି ଘୃଣା ଅପରାଧର ଏକ ଘଟଣା ସାମ୍ନାକୁ ଆସିଛି ସିଙ୍ଗାପୋରରୁ। ମାସ୍କ ନ ପିନ୍ଧିବାରୁ ଜଣେ ୫୫ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ଗାଳିଗୁଲଜ କରିବା ସହ ଜଣେ ଯୁବକ ଗୋଇଠା ମାରିଛନ୍ତି। ବେସରକାରୀ ଟ୍ୟୁଶନ କରୁଥିବା ହିନ୍ଦୋଚା…
ଅଟୋ ଚାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର/ନୂଆପଡ଼ା,୧୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ନୂଆପଡ଼ା ଜିଲାରେ ଅଟୋ ରିକ୍ସାରେ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଉ ଥିବା କୁମର ତାଣ୍ଡିଙ୍କୁ ପ୍ରଶଂସା କରି ଧନ୍ୟବାଦ ଜଣାଇଛନ୍ତି। ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରରେ ଭୟଭୀତ ଜନସାଧାରଣଙ୍କୁ ଅଟୋରେ ସ୍ବାସ୍ଥ୍ୟକେନ୍ଦ୍ର ଏବଂ…
ଗଙ୍ଗା କୂଳରେ ଲାଗିଛି ୪୦ ମୃତଦେହ
ପାଟଣା,୧୦।୫: କୋଭିଡ୍-୧୯ ବିଗାଡ଼ି ଦେଲାଣି ଉତ୍ତର ପ୍ରଦେଶର ସ୍ବାସ୍ଥ୍ୟ ଓ ଶବଦାହ ବ୍ୟବସ୍ଥା। ସ୍ଥିତି ବର୍ତ୍ତମାନ ଏତେ ଜଟିଳ ଯେ, ମୃତଦେହକୁ ଗଙ୍ଗା ନଦୀରେ ଭସାଇ ଦିଆଯାଉଛି। ବିହାର ଓ ଉତ୍ତର ପ୍ରଦେଶ ସୀମାନ୍ତ ଚାଉସା ଟାଉନ ଗଙ୍ଗା ନଦୀ କୂଳରେ…
ପୁଣି ସାମ୍ନାସାମ୍ନି ହେବେ ଶୁଭେନ୍ଦୁ-ମମତା
କୋଲକାତା,୧୦।୫: ପଶ୍ଚିମବଙ୍ଗ ବିଧାନସଭା ନନ୍ଦିଗ୍ରାମ ଆସନରୁ ବିଜୟୀ ହୋଇଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ପଞ୍ଚିମବଙ୍ଗ ଭାଜପା ବିରୋଧୀ ଦଳ ନେତା ଭାବେ ଦଳ ପକ୍ଷରୁ ସୋମବାର ଚୟନ କରାଯାଇଛି। ଭାଜପା ଦେଇଥିବା ଗୁରୁ ଦାୟିତ୍ୱକୁ ସୂଚାରୁ ରୂପେ ପାଳନ କରିବେ ବୋଲି ଶୁଭେନ୍ଦୁ…
ବାବର ଆଜାମଙ୍କ ରେକର୍ଡ ତାଲିକାରେ ନୂଆ ଫର୍ଦ୍ଦ
ହରାରେ,୧୦।୫: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୋମବାର ପାକିସ୍ତାନ ପୁରୁଷ ଦଳର ଅଧିନାୟକ ବାବର ଆଜାମଙ୍କୁ ଶୁଭେଚ୍ଛା ଜଣାଇଛି। ସେ ପ୍ରଥମ ପାକିସ୍ତାନ ଅଧିନାୟକ ଭାବେ ପ୍ରଥମ ୪ ଟେଷ୍ଟ ମ୍ୟାଚ୍ ଜିତିଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଦକ୍ଷିଣ ଆଫ୍ରିକାକୁ ଦୁଇ…
Archives


