Home Left

ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ ଚିହ୍ନଟ…

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୨୪।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୧,୩୮୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୧୮ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ଭୁଲ ଭାବେ ମହିଳାଙ୍କ କେଶ କାଟିବା ପଡ଼ିଲା ମହଙ୍ଗା: ଏବେ ସେଲୁନକୁ ଦେବାକୁ ପଡ଼ିବ ୨ କୋଟି ଟଙ୍କାର କ୍ଷତିପୂରଣ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀର ଏକ ସେଲୁନରେ ଭୁଲ ଭାବେ ମହିଳାଙ୍କ କେଶ କାଟିବା ମହଙ୍ଗା ପଡିଛି। ଫଳରେ ସେଲୁନକୁ ୨ କୋଟି ଟଙ୍କାର କ୍ଷତି ପୂରଣ ଏବେ ଦେବାକୁ ପଡିବ। ଜାତୀୟ ଉପଭୋକ୍ତା ବିବାଦର ସମାଧାନ ଆୟୋଗ (ଏନସିଡିଆରଡିସି) ମହିଳାଙ୍କୁ ଦୁଇ କୋଟି…

ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ

ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ଖରିନାସୀ ଗାଁରେ ଦେଖିବାକୁ ମିଳିଛି। ସ୍ଥାନୀୟ ମାଛ ଜେଟି ନିକଟରେ ରହୁଥିବା…

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି ଔଷଧ…

କଟକଣାରେ ହେବ ଦୁର୍ଗାପୂଜା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ପାଖେଇ ଆସିଲାଣି ଦୁର୍ଗାପୂଜା। କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି। ପୂଜାକୁ ସମ୍ପୂର୍ଣ୍ଣ ନିରାଡ଼ମ୍ବର…

ଅସୁରଖୋଳା, ଶୁକପାଇକାର ପୁନରୁଦ୍ଧାର ଜରୁରୀ

ପାଟକୁରା,୨୪।୯(ଡି.ଏନ.ଏ.): ମହାନଦୀର ଶାଖା ନଦୀ ହେଉଛି ଶୁକପାଇକା। ଏହା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ପାଳଦା ପଞ୍ଚାୟତର ସାହୁକ୍ଷେତ, ବାବୁଜଙ୍ଗଠାରୁ ବାହାରି ବାବୁଜଙ୍ଗ, ସଫିପୁର, ପିଁପୁର, ଉତ୍ତରକୂଳ, ମୁଗୁରିଆ, ମେହେନ୍ଦିପୁର, ଧାରିବିଲ, ଓଡ଼ଖଣ୍ଡ, ଜୟତଳଙ୍ଗ ଆଦି ଗାଁରେ ପ୍ରବାହିତ ହୋଇ କେନ୍ଦ୍ରାପଡ଼ା…

୫ ବର୍ଷ ବିତିଲା, ସଂଯୋଗୀକରଣ ରାସ୍ତା ହେଲାନି

ଡେରାବିଶ, ୨୪ା୯(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ଲୁଣାନଦୀ ଉପରେ ନିର୍ମିତ ହୋଇଥିବା ସେତୁ ଏବେ ବି ଅଧାପନ୍ତରିଆ ହୋଇ ପଡ଼ିରହିଛି। ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହି ସେତୁକୁ ଲୋକାର୍ପିତ କରିଥିଲେ। ଏହା ଭିତରେ ୫ ବର୍ଷ…

ଅଣକୃଷି ଉତ୍ପାଦକ ସଙ୍ଗଠନକୁ ନାବାର୍ଡର ଅଣଦେଖା

ରସୁଲପୁର,୨୪ା୯(ଡି.ଏନ୍‌.ଏ): ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଅଧୀନ ଗୋପାଳପୁର ଗାଁକୁ ୧୭ ତାରିଖରେ ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)ର ଅଧ୍ୟକ୍ଷ ଡ. ଜି.ଆର. ଚିନ୍ତାଲା ଆସିଥିଲେ। ସେ ଗୋପାଳପୁର ଗାଁର ଗୋଟିଏ ବର୍ଗ ବୁଣାକାରଙ୍କ ସହ ଆଲୋଚନା…

ଅଧାରେ ଲାଖିଛି ବିକାଶ

ଯାଜପୁର ଅଫିସ,୨୪ା୯: ଯାଜପୁର ଜିଲା ସଦର ମହକୁମାର ନବକଳେବର ପରିପ୍ରେକ୍ଷୀରେ ଆଉ ଏକ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ ମାନ୍‌ସାପୋଲଠାରୁ ବିରଜା ମହିଳା କଲେଜ ଛକ ଏବଂ ଜିଲା ସଦର ଡାକ୍ତରଖାନାଠାରୁ କାଲିଘାଟ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ରହିଛି।…

କୁକୁର ଛୁଆକୁ ଟେକି ନେଇ ଗଛ ଉପରକୁ ଚଢ଼ିଗଲା ମାଙ୍କଡ଼, ୩ ଦିନ ପାଖରେ ରଖିବା ପରେ…

ମାଙ୍କଡ଼ ଏମିତି ଏକ ପ୍ରାଣୀ ଯିଏ କି ବହୁତ ଦୁଷ୍ଟ। ଏହାର ଚତୁରତା ଦେଖି ଲୋକେ ବି ବେଳେବେଳେ ଆନନ୍ଦିତ ହୁଅନ୍ତି। ସୋସିଆଲ ମିଡିଆରେ ଅନେକ ସମୟରେ ମାଙ୍କଡ଼ମାନେ ହଟହଟା କରୁଥିବାର ଭିଡିଓ ଭାଇରାଲ ହୋଇଥାଏ। ଏମାନେ ବେଳେବେଳେ ମଣିଷ ଏବଂ…

ଦଳ ବିଜୟ ପରେ ଲାଗିଲା ଝଟ୍‌କା: ୨୪ ଲକ୍ଷ ଟଙ୍କାର ଜୋରିମନା ଦେବେ ଏହି ଦଳର ଅଧିନାୟକ

ଦୁବାଇ,୨୪।:କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ଏକ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୭ ଉଇକଟରେ ପରାସ୍ତ କରିଛି। ଏହି ବିଜୟ ସହିତ କୋଲକାତା ପଏଣ୍ଟ ଟେବୁଲରେ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଥିବାବେଳେ ମୁମ୍ବାଇ ଇଣ୍ଡିଆନ୍ସ ଚତୁର୍ଥରୁ ଷଷ୍ଠ ସ୍ଥାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?