ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର
ବରଗଡ଼ ଅଫିସ୍/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି ।…
ମମତାଙ୍କ ଚିଠିର ଉତ୍ତର ଦେଲେ ସୀତାରମନ
ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅକ୍ସିଜେନ ଏବଂ କୋଭିଡ୍ ଔଷଧ ଉପରୁ ଜିଏସ୍ଟି ଛାଡ଼ କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ରବିବାର ଚିଠିର ଜବାବ ଟୁଇଟ କରି ଦେଇଛନ୍ତି। ସେ ଟୁଇଟରେ ଉଲ୍ଳେଖ କରିଛନ୍ତି,…
ଆଇପିଏଲ ଉପରେ ଗାଙ୍ଗୁଲିଙ୍କ ବଡ଼ ବୟାନ
ନୂଆଦିଲ୍ଲୀ, ୯ା୫ : ଚଳିତ ବର୍ଷ ଆଇପିଏଲ ଭାରତରେ ହୋଇପାରିବ ନାହିଁ। ଆଉ ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ୍ ପାଇଁ ଏତେ ଶୀଘ୍ର ସ୍ଲଟ ଖୋଜିବା ସମ୍ଭବ ନୁହେଁ। ଏହା କହିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଜୁନ…
ଶବଦାହ ଗୃହରୁ ଚୋରି କରୁଥିଲେ ମୃତଦେହର ପୋଷାକ
ବାଘପଟ, ୯ା୫ : ଉତ୍ତର ପ୍ରଦେଶର ପୂର୍ବାଞ୍ଚଳ ବାଘପଟର ଶବଦାହ ଗୃହରୁ ମୃତଦେହର ପୋଷାକ ଚୋରି କରୁଥିବା ୭ ଜଣ ଗିରଫ ହୋଇଛନ୍ତି। ଏ ନେଇ ରବିବାର ପୋଲିସ ପକ୍ଷରୁ କୁହାଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି…
ଭଉଣୀ ଆଗରେ ବୁଡ଼ି ଗଲା ଭାଇ
ଦଶମନ୍ତପୁର, ୯ା୫: କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତର ଚଣାବାଡ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଭଉଣୀଭାଇ ଦୁହେଁ ଗ୍ରାମ ନିକଟସ୍ଥ ଚେକ୍ ଡ୍ୟାମକୁ ଗାଧୋଇବାକୁ ଯାଇ ପାଣିରେ ବୁଡିଯିବାରୁ ଭାଇର ମୃତ୍ୟୁ ହୋଇଛି। ମୃତ ଶିଶୁ…
ଜେଲ୍ରୁ ୧୩ କଏଦୀ ମାରିଲେ ଚମ୍ପଟ୍: ସମସ୍ତେ ଥିଲେ କରୋନା ଆକ୍ରାନ୍ତ
ରେୱାରୀ,୯।୫: ହରିୟାଣାର ରେୱାରୀ ଜିଲାରେ ଏକ ଜେଲ୍ରୁ ୧୩ କଏଦୀ ଚମ୍ପଟ ମାରିଛନ୍ତି। ଏହି ସମସ୍ତ କଏଦୀ କରୋନା ଆକ୍ରାନ୍ତ ଥିଲେ। ଏବେ ସମସ୍ତଙ୍କ ଖୋଜା ଚାଲିଛି। ରାଜ୍ୟରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ରେୱାରୀର ଫିଡେରୀ ଗାଁରେ ଥିବା…
ପରାଜୟ ହଜମ କରିପାରିଲେ ନାହିଁ ପୂର୍ବତନ ସରପଞ୍ଚ : ଗାଁ ରୋଡ୍ ଖୋଳିଦେଲେ
କାନପୁର, ୯ା୫ : ଉତ୍ତର ପ୍ରଦେଶ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସମ୍ନାକୁ ଆସିଛି ଏକ କୌତୁହଳପୂର୍ଣ୍ଣ ଘଟଣା। ଜଣେ ପୂର୍ବତନ ସରପଞ୍ଚ ନିର୍ବାଚନରେ ପରାଜିତ ହେବାରୁ ନିଜ ସମୟରେ ନିର୍ମିତ ରାସ୍ତାକୁ ଜେସିବି ଲଗାଇ ପୂରା ନଷ୍ଟ…
ବନ ବିଭାଗ ରୁଜୁ କଲା ମାମଲା: ହାତୀ ମୃତ୍ୟୁର ହେବ ତଦନ୍ତ
କେନ୍ଦୁଝର,୯।୫: ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀର ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାତୀର ପଛ ଡାହାଣ ଗୋଡ଼ରେ ଆଘାତ…
ଉଭୟ ଡୋଜ ନେବା ପରେ ମଧ୍ୟ ସୁରକ୍ଷାର ଗ୍ୟାରେଣ୍ଟି ନାହିଁ
ନୂଆଦିଲ୍ଲୀ, ୯ା୫ : ଉଭୟ ଟିକା ନେଲା ପରେ ମଧ୍ୟ ଯଦି କୋଭିଡ୍-୧୯ରେ ଆକ୍ରାନ୍ତ ହୁଅନ୍ତି, ତେବେ ଜୀବନ ଯୁଦ୍ଧରେ ଜିତିବାର କୌଣସି ଗ୍ୟାରେଣ୍ଟି ନାହିଁ। ଦିଲ୍ଲୀ ସରୋଜ ହସ୍ପିଟାଲରେ ଘଟିଥିବା ଡ. ଅନିଲ କୁମାର ରାଓ୍ବାତଙ୍କ ମୃତ୍ୟୁ ପରେ ଏହା…
ଜୀବନ ଯୁଦ୍ଧରେ ହାରିଗଲେ ଏହି ଅଭିନେତା: ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ କରିଥିଲେ ହୃଦୟ ବିଦାରକ ପୋଷ୍ଟ
ଅଭିନେତା ରାହୁଲ ବୋହରା ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ସେ ଦୀର୍ଘ ଦିନ ଧରି କରୋନା ସହିତ ଲଢୁଥିଲେ। ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ରାହୁଲ ଫେସବୁକ୍ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ ପାଇଁ ନିବେଦନ କରିଥିଲେ। ନିର୍ଦ୍ଦେଶକ ତଥା ଲେଖକ ଅରବିନ୍ଦ…
ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ…
ରଘୁନାଥ ମହାପାତ୍ରଙ୍କ ପରଲୋକ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ରବିବାର କରୋନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ରଘୁନାଥ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଟୁଇଟ୍…
Archives


