Home Left

ପ୍ରତିଦିନ ୪୧ ହଜାରୁ ଅଧିକ ଲୋକ ମାଗୁଛନ୍ତି ସହାୟତା: ସୋନୁ ସୁଦ କହିଲେ…

କରୋନା ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିଛି। ଚିକିତ୍ସା ସୁବିଧା ଅଭାବରୁ ନେଇ ସାରା ଦେଶରେ ଲୋକମାନେ ଅଭିଯୋଗ କରୁଛନ୍ତି। ଡାକ୍ତରଖାନାରେ ଶଯ୍ୟା, ଅମ୍ଳଜାନ, ଔଷଧ ଅଭାବ ରହିଛି। ଏପରି ପରିସ୍ଥିତିରେ, ଲୋକମାନେ ନିଜ ପ୍ରିୟଜନଙ୍କୁ ବଞ୍ଚାଇବା ପାଇଁ ସମସ୍ତଙ୍କଠାରୁ…

ଅମିତାଭ ବଚ୍ଚନଙ୍କ ଅପେକ୍ଷା ତୁମେ ଜଣେ ଭଲ ଅଭିନେତା, ଏକଥା ଶୁଣି ଅଭିଷେକ କହିଲେ..

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିଜ ପ୍ରଶଂସକଙ୍କ ସହ ସର୍ବଦା ଯୋଡି ହେବାକୁ ଚେଷ୍ଟା କରନ୍ତି। ଫିଲ୍ମ ‘ରିଫ୍ୟୁଜି’ରୁ କ୍ୟାରିୟର ଆରମ୍ଭ କରିଥିବା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ଅନେକ ହିଟ୍‌ ଚଳଚ୍ଚିତ୍ରରେ କାମ…

ବରଗଡ଼ରେ କୋଭିଡ୍‌ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା: ଅତିଶୀଘ୍ର ଖୋଲିବ ଆର୍ଟିପିସିଆର ଟେଷ୍ଟ ପରୀକ୍ଷାଗାର

ବରଗଡ଼ ଅଫିସ,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା…

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ପିଟିଲା ଟ୍ରାକ୍ଟର

ଭୁବନେଶ୍ୱର,୯।୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀଙ୍କ ଗାଡ଼ି ରବିବାର ଦୁର୍ଘଟଣା ହୋଇଛି। ଏଥିରେ ସେ ଆହତ ହୋଇଥିବା ଜଣାପଡ଼ିଛି। ତାଙ୍କ କାରକୁ ଏକ ଟ୍ରାକ୍ଟର ଆସି ପିଟିବା ଫଳରେ ଷଡଙ୍ଗୀଙ୍ଗ ସମେତ ୩ ଜଣ ଆହତ ହୋଇଛନ୍ତି ।…

ଆସାମର ନୂଆ ମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ

ଗୁଆହାଟି,୯।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ନାମ ରବିବାର ଘୋଷଣା କରାଯାଇଛି। ଶନିବାରଠାରୁ ଭାଜପାର ଏକ ବୈଠକ ପରେ ଆଜି ହିମନ୍ତ ବିଶ୍ବଙ୍କ ନାମ ଶେଷରେ ମୋହର ବାଜିଛି। ଆସାମ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ…

ଏହି କ୍ରିକେଟର୍‌ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ: ଭାଇ ପରେ ପରେ ଚାଲିଗଲେ ବାପା

ଗାନ୍ଧୀନଗର,୯।୫: ରାଜସ୍ଥାନ ରୟାଲ୍ସର ଦ୍ରୁତ ବୋଲର ଚେତନ ସକରିଆଙ୍କ ବାପା କରୋନାରେ ମୃତ୍ୟୁବରଣ କରିଛନ୍ତି। ଚେତନଙ୍କ ବାପା କିଛି ଦିନ ହେବ ଭବନଗରରେ କରୋନା ସହ ଲଢେଇ କରୁଥିଲେ। ଆଇପିଏଲ ୨୦୨୧ର ସ୍ଥଗିତାଦେଶ ପରେ ଚେତନ ଗୁଜରାଟର ଭବନଗରରେ ପହଞ୍ଚିଥିଲେ। ଚେତନ…

ଦୁଃଖ ବଖାଣିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୯।୫: ଏବେ ସାରା ଦେଶରେ କରୋନା କାୟା ବିସ୍ତାର କରିଛନ୍ତି। ପ୍ରତିଦିନ ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକ ମୃତ୍ୟୁ ବରଣ କରୁଛନ୍ତି। ଉତ୍ତର ପ୍ରଦେଶରେ କରୋନା ସ୍ଥିତି ସଙ୍ଗିନ ରହିଛି। ଫିରୋଜାବାଦର ଜନପଦର ଜସରାନା…

ହାର୍ଟ ବିଟ୍‌କୁ ପ୍ରଭାବିତ କରୁଛି କରୋନା ଭୂତାଣୁ…

ନୂଆଦିଲ୍ଲୀ, ୯।୫: କରୋନା ଭୂତାଣୁ ଯୋଗୁ ଗଳାରେ ସଂକ୍ରମଣ ପରେ ଫୁସ୍‌ଫୁସ୍‌ ସଂକ୍ରମିତ ହୋଇଥାଏ। ତେବେ ଏବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଉଛି। କେତେକ ଲୋକଙ୍କ ମଧ୍ୟ ଏହାଯୋଗୁ ମୃତ୍ୟୁ ଘଟି ସାରିଛି। ଏସମ୍ପର୍କରେ ହୃଦ୍‌ରୋଗ…

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ କରିଛି। ଏହି ଡ୍ୟାନ୍ସ ମାଧ୍ୟମରେ ଚେନ୍ନାଇ ରେଲଓ୍ବେ ପୋଲିସ ସାମାଜିକ ଦୂରତା ଏବଂ ମାସ୍କ…

ପ୍ଲେଟରେ ନିଆଁ ଗୁଳା ରଖି ଖାଉଛନ୍ତି ଏହି ମହିଳା, ଆଇପିଏସ୍‌ କହିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ମହିଳା ଚେୟାରରେ ବସି  ଗୋଟିଏ ପରେ ଗୋଟିଏ ଚାମଚ ଫାୟାରବଲ୍‌  ଆରାମରେ ଖାଉଛନ୍ତି। ଏହି ଭିଡିଓକୁ ଆଇପିଏସ୍‌ ଅଧିକାରୀ ରୂପିନ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

କୋଭିଡ୍‌ ସ୍ଥିତି ସମୀକ୍ଷା: ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ

ସୁନ୍ଦରଗଡ଼,୯।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା କାୟା ବିସ୍ତାର କରିଥିବା ବେଳେ ବିଶେଷକରି ରାଉରକେଲା ମହାନଗର ନିଗମରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ…

ମାତୃ ଦିବସରେ ଏକ ମା’ର ଏପରି ଭିଡିଓ ଭାଇରାଲ, ଭିଡିଓ ଦେଖିଲେ…

ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ସମସ୍ତେ ନିଜ ନିଜ ମା’ଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କ ଆଶୀର୍ବାଦ କାମନା କରିଥାନ୍ତି । ଏହି ଅବସରରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri