ବୁଲା ଗୋରୁ, କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗୋରୁଗାଈ ଏବଂ ଅନ୍ୟ ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲା ଗୋରୁଗାଈ…
ଗୋଟିଏ ଡ୍ରେସ୍ ୧୦୦ ଦିନ
ଯଦି ଆପଣଙ୍କୁ ପଚରାଯାଏ ଗୋଟିଏ ଡ୍ରେସ୍ କେତେଦିନ ପିନ୍ଧିପାରିବେ? ଉତ୍ତର ହେବ ଗୋଟିଏ କି ଦୁଇଦିନ। ତା’ଠୁ ବେଶି ହୋଇ ନ ପାରେ। କିନ୍ତୁ ଜଣେ ମହିଳା ଗୋଟିଏ ଡ୍ରେସ୍କୁ ତିନି ମାସରୁ ଊର୍ଦ୍ଧ୍ୱ ପିନ୍ଧି ରେକର୍ଡ କରିଛନ୍ତି। ବୋଷ୍ଟନରେ ରହୁଥିବା…
ଘରେ ନିଆଁ ଲଗାଇ ବାହାରେ ଚେୟାରରେ ବସି ଦୃଶ୍ୟ ଉପଭୋଗ କରୁଥିଲେ ମହିଳା, ଜାଣିଲେ…
କଥାରେ ଅଛି, ଘର ଫୁଙ୍କି ତାମସା ଦେଖୁଛ। ଏହି କଥାର ଯଥାର୍ଥତା ଦେଖିବାକୁ ମିଳିଛି ଜଣେ ମହିଳାଙ୍କ କ୍ଷେତ୍ରରେ। ସେ ନିଜ ଘରେ ନିଆଁ ଲଗାଇଦେଇ ବାହାରେ ଚେୟାର ଉପରେ ବସି ଏହି ଦୃଶ୍ୟକୁ ଉପଭୋଗ କରୁଥିଲେ। ଏପରି ଘଟଣା ଦେଖିବାକୁ…
କରୋନା ଔଷଧ-ଅକ୍ସିଜେନ୍ ସିଲିଣ୍ଡର ହେଉ ଟିକସ ମୁକ୍ତ: ମମତା…
କୋଲକାତା, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସାଧାରଣ ଲୋକଙ୍କ ସୁବିଧା ପାଇଁ କରୋନା ଔଷଧ,ଅକ୍ସିଜେନ୍ ସିଲିଣ୍ଡରକୁ ଟିକସ ମୁକ୍ତ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଚିଠି ଲେଖିଛନ୍ତି। ଦେଶରେ ସ୍ବାସ୍ଥ୍ୟ…
ଗୋ ସୁରକ୍ଷା ଚିନ୍ତା
ଦିନକୁ ଦିନ ଗାଁରୁ ଗୋ-ସମ୍ପଦ କମିବାରେ ଲାଗିଛି। ଆଗପରି ଆଉ ଘରେ ଘରେ ଗୋରୁ ପାଳିବା ଦେଖିବାକୁ ମିଳୁନି। ମାତ୍ର ଦିନଥିଲା ଦେଶର ଅର୍ଥନୈତିକ ବିକାଶରେ ଗୋ-ସମ୍ପଦ ସହାୟକ ହେଉଥିଲା । ତେବେ ଓଡ଼ିଶାରେ ହାତଗଣତି କେତୋଟି ଗୋଶାଳା ରହିଥିବା ବେଳେ…
ବିନା ସୁରକ୍ଷାରେ ଧରନ୍ତି ମହୁମାଛି
ମହୁମାଛି ଯାହାକୁ କାମୁଡିଛି ସେ ଜାଣିଛି ତା’ର ଯନ୍ତ୍ରଣା କିଭଳି। ସେଥିପାଇଁ ତ ମହୁଫେଣା ଭାଙ୍ଗିବାବେଳେ ଲୋକେ ସ୍ବତନ୍ତ୍ର ସୁଟ୍ ପିନ୍ଧିବା ସହ ହାତରେ ଗ୍ଲୋଭ୍ସ ବି ଲଗାନ୍ତି। କିନ୍ତୁ ଆମେରିକା, ଟେକ୍ସାସରେ ରହୁଥିବା ଏରିକା ଥମ୍ପସନ୍ ନାମ୍ନୀ ମହିଳା ବିନା…
ଅପେକ୍ଷାର ଅନ୍ତ: ପ୍ରଶଂସକଙ୍କୁ କରିନାଙ୍କ ଏପରି ଉପହାର
ଅଭିନେତ୍ରୀ କରିନା କପୁର ଖାନ ଏବଂ ଅଭିନେତା ସୈଫ ଅଲ୍ଲୀ ଖାନ ଫେବୃଆରୀରେ ଦ୍ୱିତୀୟ ଥର ପାଇଁ ମାତାପିତା ହୋଇଥିଲେ। କରିନା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ ଏବଂ ସେହି ଦିନଠାରୁ ତାଙ୍କ ପ୍ରଶଂସକମାନେ ତାଙ୍କ ସାନ ପୁଅଙ୍କୁ ଦେଖିବାକୁ…
ହାତୀକୁ ଧକ୍କାଦେଲା ଟ୍ରେନ୍
କେନ୍ଦୁଝର,୯।୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧିନସ୍ଥ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଶନିବାର ରାତିରେ ରେଳ ଦୁର୍ଘଟଣା ପରେ ଆହତ ହୋଇଥିବା ହାତୀର ଅବସ୍ଥାରେ ସୁଧାର ହେଉନି। ହାତୀର ଗୋଡ଼ରେ ମାଡ଼ ହୋଇଥିବାରୁ ଠିଆ ହୋଇପାରୁନି। ଏଣୁ ତଳେ ପଡ଼ି…
ଅନ୍ତର୍ଜାତୀୟ ମାତୃ ଦିବସରେ ବାଲୁକା କଳାକୃତି: ଦୁଇ ଯୁବ ବାଲୁକା ଶିଳ୍ପୀଙ୍କୁ ଛୁଟୁଛି ପ୍ରଶଂସାର ସୁୁଅ
ଗଞ୍ଜାମ,୯।୫(ଡି.ଏନ୍.ଏ.): ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବ ବାଲୁକା ଶିଳ୍ପୀ କଣ୍ଟିଆଗଡ଼ ଗ୍ରାମର…
ଶଟ୍ଡାଉନ୍ରେ ଗଞ୍ଜାମ ସହର ଖାଁ ଖାଁ : ଅମାନିଆଙ୍କୁ ସାବାଡ ପାଇଁ…
ଗଞ୍ଜାମ,୯।୫(ଡି.ଏନ୍.ଏ.): କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହା ସହ ପୂର୍ବରୁ ଜାରି ହୋଇଥିବା ଶଟ୍ଡାଉନ୍ ମଧ୍ୟ ବଳବତ୍ତର ରହିଛି। ପ୍ରତି ଶନିବାର ଓ ରବିବାର ଦୁଇଦିନ ଶଟଡାଉନ ଘୋଷଣା ହୋଇଛି।…
୫ ଫୁଟିଆ ଥାଳିରେ ପରଷାଯାଏ ଖାଦ୍ୟ
ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଭିନ୍ନ ଭିନ୍ନ ରେଷ୍ଟୁରାଣ୍ଟ ଭିନ୍ନ ଭିନ୍ନ ଉପାୟ ଆପଣାଏ। ରେଷ୍ଟୁରାଣ୍ଟର ମେନ୍ୟୁ ହେଉ ଅବା ସାଜସଜ୍ଜା ଅବା ହେଉ ଅଜବ ନାଁ। କିଛି ନା କିଛି ସ୍ବତନ୍ତ୍ର ଓ ନିଆରା କରାଯାଏ ବ୍ୟବସାୟ ବଢାଇବା ପାଇଁ।…
ଅନନ୍ୟ ଶୈଳନିବାସ ସକଲେଶପୁର
କର୍ନାଟକସ୍ଥିତ ଏକ ଛୋଟ ତଥା ଆକର୍ଷଣୀୟ ଶୈଳନିବାସ ହେଉଛି ସକଲେଶପୁର। ସମୁଦ୍ରପତ୍ତନଠାରୁ ପ୍ରାୟ ୯୫୬ ମିଟର ଉଚ୍ଚତାରେ ଥିବା ଏହି ପାର୍ବତୀୟ ପର୍ଯ୍ୟଟନସ୍ଥଳୀରେ ଆଗନ୍ତୁକ ଅନେକ ଛୋଟବଡ଼ ପାହାଡ, ଝରଣା, ମନ୍ଦିର ତଥା ସବୁଜ ବନାନୀର ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ଦେଖିବାର ସୁଯୋଗ…
Archives


