Home Left

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ମୂଳ ସମସ୍ୟାର ସମାଧାନ କରିପାରିବ ନାହିଁ। ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। କୋରାପୁଟ-ରାଣିଗଡ ରାସ୍ତା ନିକଟ ତଳ ଡାକରା ଗ୍ରାମରେ ରବିବାର ରାତିରେ ଏହି…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ ସୋମବାର ସ୍ପଷ୍ଟ କରାଯାଇଛି। ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁ ଅନେକ ଏସୀୟ ଦେଶ ଗୁରୁତର ଶକ୍ତି ସଙ୍କଟର ସମ୍ମୁଖୀନ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗସ ବ୍ୟାଟିଂ ଆରମ୍ଭ କରିଛି। ମ୍ୟାଚ୍‌ରେ ଏମ୍‌ଏସ୍‌…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ ରୋଡ଼ ସମେତ ବିଭିନ୍ନ ପାର୍କ, ବାଳିକା ହାଇସ୍କୁଲ, ମହିଳା ମହାବିଦ୍ୟାଳୟ ନିକଟରେ ସହରର…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଜିଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମାଙ୍କ ନିର୍ଦ୍ଦେଶକ୍ରମେ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ଏଥର ଜାତିଗତ ଜନଗଣନା ଅନ୍ତର୍ଭୁକ୍ତ ହେବ। ଲିଭ-ଇନ ସମ୍ପର୍କ ସମ୍ପର୍କରେ ନିଆଯାଇଥିବା…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଶିମିଳିପାଳ ପାଦଦେଶରେ ଥିବା ୧୪ଟି ଗ୍ରାମର ୨୫୦ରୁ ଅଧିକ ଗ୍ରାମବାସୀ ଓ…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି ଦୂତ ଭାବରେ ଅବସ୍ଥାପିତ କରୁଛି। ଏଥିପାଇଁ ଆମେରିକା, ସାଉଦି ଆରବ, ମିଶର ଏବଂ…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ ବିଜୟୀ କରିବା ପାଇଁ ହାତ ମିଳାଇଥିବା ଜଣାପଡିଛି। ପ୍ରତିରକ୍ଷା ଏବଂ ମହାକାଶ କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri