ଆସାମ ମୁଖ୍ୟମନ୍ତ୍ରୀ ଦୌଡ଼ରେ ହିମନ୍ତ ଆଗରେ
ନୂଆଦିଲ୍ଲୀ, ୯।୫(ପି.ଟି.): ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଶନିବାର ଦୁଇ ମୁଖ୍ୟ ଦାବିଦାର ସର୍ବାନନ୍ଦ ସୋନୋଓ୍ବାଲ୍ ଏବଂ ହିମନ୍ତ ବିଶ୍ୱ ଶର୍ମା ନୂଆଦିଲ୍ଲୀରେ ଭାଜପା କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିଛନ୍ତି। ସେମାନେ ଭାଜପା ରାଷ୍ଟ୍ରୀୟ…
ଆଜି ରାଜ୍ୟରୁ ୧୦୬୩୫ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୧୦୬୩୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଏପ୍ରିଲରେ ଔଷଧ ବିକ୍ରି ୫୧% ବୃଦ୍ଧି
ନୂଆଦିଲ୍ଲୀ: କରୋନା ଯୋଗୁ ଦେଶରେ ବିଭିନ୍ନ ବର୍ଗର ଔଷଧ ବିକ୍ରି ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତବର୍ଷ ଏପ୍ରିଲ ମାସ ତୁଳନାରେ ଚଳିତ ବର୍ଷ ଏପ୍ରିଲରେ ଏହା ପ୍ରାୟ ୫୧% ବୃଦ୍ଧି ପାଇଥିବା ଜଣାପଡ଼ିଛି। ଫଳରେ ମହାମାରୀରୁ ନିଜକୁ ସୁରକ୍ଷିତ ରଖିବା…
ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ
କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍ର ମାମିଲାପାଲେ ଗ୍ରାମରେ ଥିବା ଉକ୍ତ ଖଣିରେ ବିସ୍ଫୋରଣ ସମୟରେ ୪୦ ଶ୍ରମିକ କାର୍ଯ୍ୟରତ ଥିଲେ। ଶ୍ରମିକମାନଙ୍କ…
୮୬୦ କୋଟି ଟଙ୍କାର ହେରୋଇନ୍ ଜବତ
ନୂଆଦିଲ୍ଲୀ, ୯।୫: ଦିଲ୍ଲୀ ପୋଲିସ ଶନିବାର ଆଫଗାନ ଦମ୍ପତିଙ୍କଠାରୁ ୧୨୫ କିଲୋଗ୍ରାମ ହେରୋଇନ୍ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୮୬୦ କୋଟି ଟଙ୍କା ହେବ। ଏହି ଦମ୍ପତି ଓ୍ବାଜିରାବାଦର ଏକ ଭଡ଼ାଘରେ ରହୁଥିଲେ। ସେମାନଙ୍କୁ ଗିରଫ କରାଯାଇଛି। ଏତେ ପରିମାଣରେ…
କାବୁଲ ସ୍କୁଲ ନିକଟରେ ବିସ୍ଫୋରଣ: ୨୫ ମୃତ
କାବୁଲ, ୯।୫: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମାଧ୍ୟମିକ ସ୍କୁଲ୍ ନିକଟରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫୨ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରୀ। ସ୍କୁଲ୍ ଛୁଟି ପରେ…
ଆଜି ବିଶ୍ୱ ମାତୃ ଦିବସ: ମା’ ଶବ୍ଦର ବିକଳ୍ପ ନାହିଁ
ଆଜି ହେଉଛି ବିଶ୍ୱ ମାତୃ ଦିବସ। ଏହା ପ୍ରତିବର୍ଷ ମେ’ ମାସର ଦ୍ୱିତୀୟ ରବିବାରରେ ପଡ଼େ। ତେଣୁ ଏହାର କୌଣସି ନିର୍ଦ୍ଦିଷ୍ଟ ତାରିଖ ନାହିଁ। ଏହି ଦୃଷ୍ଟିରୁ ଚଳିତବର୍ଷ ଏହା ୯ ତାରିଖ ଅର୍ଥାତ୍ ରବିବାର ପାଳନ କରାଯାଉଛି। ମା’ ଶବ୍ଦର…
ଖରାଦିନେ ଟମାଟୋ ଖାଉଛନ୍ତି କି
ଖରାଦିନେ ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ। -ଟମାଟୋରେ କ୍ୟାଲ୍ସିୟମ ଓ ଫସ୍ଫରସ୍ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ। -ଟମାଟୋରେ ଭିଟାମିନ୍ ଏ ପ୍ରଚୁର…
କଇଁଛକୁ ଗାଡ଼ି କରିଦେଲା ମିରକାଟସ୍, ପିଠିରେ ବସି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
ଟ୍ରେନ୍ ଧକ୍କାରେ ଦନ୍ତା ଗୁରୁତର
କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ ଗୋଡ଼ରେ ମାଡ଼ ହୋଇଥିବା ବେଳେ ବନ ବିଭାଗ କର୍ମଚାରୀ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି।…
ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନେଲେ ବଡ଼ ନିଷ୍ପତ୍ତି
ଚେନ୍ନାଇ, ୮।୫: ତାମିଲନାଡୁରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ୧୪ ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ମେ’ ୧୦ରୁ ୨୪ ପର୍ଯ୍ୟନ୍ତ ତାଲାବନ୍ଦ ଜାରି ରହିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଡିଏମ୍କେ ନେତା ଏମ୍.କେ. ଷ୍ଟାଲିନଙ୍କ…
ସୁନ୍ଦରଗଡ଼ ପୁଣି ଶୀର୍ଷରେ: ଚିନ୍ତାରେ ପ୍ରଶାସନ
ସୁନ୍ଦରଗଡ଼,୮।୫: ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ହାର ଥମିବାର ନାଆଁ ଧରୁନାହିଁ। ଗତ ୨୪ ଘଣ୍ଟାରେ ପୁଣି ୧,୯୨୨ ପଜିଟିଭ ଚିହ୍ନଟ ହୋଇ ଏହି ଜିଲା ଶୀର୍ଷରେ ରହିଛି। ମୋଟ ଆକ୍ରାନ୍ତ ମଧ୍ୟରେ କେବଳ ରାଉରକେଲାରେ ୮୦ ପ୍ରତିଶତ ସଂକ୍ରମିତ ଚିହ୍ନଟ…
Archives


