ଅନୁଗୋଳ ଏସ୍ଡିପିଓଙ୍କ ନାଁରେ ମାମଲା
ଭୁବନେଶ୍ୱର,୮।୫(ବ୍ୟୁରୋ): ପାରିବାରିକ ବିବାଦରେ ଛନ୍ଦି ହୋଇପଡିଥିବା ଅନୁଗୋଳ ଏସ୍ଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ନାଁରେ ଆଉଏକ ଗୁରୁତର ଅଭିଯୋଗ ହୋଇଛି। ସ୍ବାମୀ ଅଶ୍ୱିନୀ ତାଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାରିଦେବାକୁ ଧମକ ଦେଉଥିବା ନେଇ ସ୍ତ୍ରୀ ମମତା ସାହୁ ଚନ୍ଦ୍ରଶେଖରପୁର…
ଅଚାନକ ବ୍ରହ୍ମପୁର ଗସ୍ତରେ ପୋଲିସ ଡିଜି
ବ୍ରହ୍ମପୁର ଅଫିସ,୮।୫: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜି) ଅଭୟ ଶନିବାର ବ୍ରହ୍ମପୁର ଅଚାନକ ଗସ୍ତରେ ଆସିଛନ୍ତି। ବ୍ରହ୍ମପୁର ଏସ୍ପି ଓ ଗଞ୍ଜାମ ଏସ୍ପିଙ୍କୁ ନେଇ କରୋନାର ସଠିକ ମୁକାବିଲା…
ବେଆଇନ ଟେଷ୍ଟିଂ: ପାଥୋଲାବ୍ ସିଲ୍, ମାଲିକ ଗିରଫ
ପୁରୀ ଅଫିସ/କାକଟପୁର, ୮।୫(ଡି.ଏନ୍.ଏ): କାକଟପୁରରେ ବେଆଇନ ଭାବେ କୋଭିଡ୍ ଟେଷ୍ଟ କରାଯାଇ ରିପୋର୍ଟ ଦେବା ଅଭିଯୋଗରେ ମା’ ପାଥୋଲାବକୁ ଶୁକ୍ରବାର ପୋଲିସ ସିଲ୍ କରିବା ସହ ମାଲିକଙ୍କୁ ଗିରଫ କରିଛି। ଦୁଇଟି ଟେଷ୍ଟିଂ କିଟ୍ ସମେତ ଜାଲ୍ କୋଭିଡ୍ ରିପୋର୍ଟ ଜବତ…
ଅକ୍ସିଜେନ ସ୍ତର ୯୪ ତଳକୁ ଖସିଲେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ: ଫାବିପିରାଭିର ମନଇଚ୍ଛା ଖାଆନ୍ତୁ ନାହିଁ
ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସମସ୍ତଙ୍କ ନିଦ ହଜାଇ ଦେଇଛି। ସଂକ୍ରମଣ ଯେତିକି ଭୟଙ୍କ ହେଉଛି ମୃତ୍ୟୁ ମଧ୍ୟ ସେତିକି ଚିନ୍ତାଜନକ ରହିଛି। ରୋଗୀ ସଂଖ୍ୟା ଅଧିକ ଥିବାରୁ ଓ ମନଇଚ୍ଛା ଅକ୍ସିଜେନ ବ୍ୟବହାର ହେଉଥିବାରୁ ଏହାର ଘୋର ସଙ୍କଟ…
ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍
ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଉକ୍ତ ଅଞ୍ଚଳରେ ଅପରାଧୀମାନେ ଅସାମାଜିକ କାର୍ଯ୍ୟ ଘଟାଇ ଚାଲିଛନ୍ତି। ଏଠାରେ…
ଗୁରୁତର ରୋଗୀଙ୍କୁ ଟୋସିଲିଜୁମାବ ଇଞ୍ଜେକ୍ଶନ
ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ନୂଆ ଟୋସିଲିଜୁମାବ୍ ଇଞ୍ଜେକ୍ସନ ଓ ଅନୁମୋଦିତ ଅନ୍ୟ ଔଷଧ ବ୍ୟବହାର ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏସ୍ଓପି ଜାରି ହୋଇଛି। ଭେଣ୍ଟିଲେଟରରେ ଥିବା ତଥା ଗୁରୁତର ଆକ୍ରାନ୍ତ ରୋଗୀଙ୍କ କ୍ଷେତ୍ରରେ ଟୋସିଲିଜୁମାବ ଇଞ୍ଜେକ୍ସନ…
ଗରିବଙ୍କୁ ଶସ୍ତାରେ ଚିକିତ୍ସା ମିଳୁ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ବରଗଡ଼ ଜିଲାର ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ…
ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ
ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି। ଏମ୍ସ୍ ନିର୍ଦ୍ଦେଶିକା ଗୀତାଞ୍ଜଳି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏକ ୪ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ…
କଙ୍ଗନା କରୋନା ପଜିଟିଭ୍…
ମୁମ୍ବାଇ,୮।୫: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଏଭଳି ହେବ ବୋଲି ତାଙ୍କର ଆଶା ନ ଥିଲା। କରୋନା ଭୂତାଣୁ ତାଙ୍କ…
୪ ଦିନରେ ପେଟ୍ରୋଲ ୮୪ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୮।୫: ଦ୍ରୁତ ସଂକ୍ରାମକ ସାଜିଥିବା କରୋନାର ୨ୟ ଲହର ସହ ଦେଶ ସଂଗ୍ରାମ ଚଳାଇଥିବା ବେଳେ ତୈଳ ଦର ଲଗାତର ବୃଦ୍ଧି ଘଟିଚାଲିଛି। ଗତ ୪ ଦିନ ମଧ୍ୟରେ ପେଟ୍ରୋଲ ୮୪ ପଇସା ଏବଂ ଡିଜେଲ ୧୦୫ ପଇସା ବଢିଛି। ଚଳିତ…
ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ
ଭୁବନେଶ୍ୱର,୮।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷା ବାତିଲ ହେବା ପରେ ରେଜଲ୍ଟ କିପରି ପ୍ରକାଶ ପାଇବ ଓ କେଉଁ ଆଧାରରେ ପିଲାଙ୍କୁ ମାର୍କ ଦିଆଯିବ ତାହାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହୋଇଛି। ନବମ ଓ ଦଶମ ଶ୍ରେଣୀର…
ଅଛୁଆଁ ହେଲେ କରୋନା ରୋଗୀ
ଢେଙ୍କାନାଳ ଅଫିସ,୮।୫: କରୋନା ସଂକ୍ରମିତ ବୋଲି କେହି ପାଖ ମାଡ଼ିଲେନି। ଜୀବନ ଭୟରେ ଲୁଚିଲେ କୋଭିଡ୍ ଯୋଦ୍ଧା। ବହୁକଷ୍ଟରେ ହସ୍ପିଟାଲ ଯାଏ ଆସିଥିଲେ ହେଁ ଶଯ୍ୟା ପର୍ଯ୍ୟନ୍ତ ନେବାକୁ ପହଞ୍ଚତ୍ଲାନି କାହାରି ସହାୟତାର ହାତ। ଫଳରେ ଛଟପଟ ହୋଇ ଚାଲିଗଲା ଜଣେ…
Archives


