ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି
ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଶୁକ୍ରବାର ଘୋଷିତ ହୋଇଛି ଭାରତୀୟ ଦଳ। ଆହତ…
ବିରୋଧୀ ଦଳ ନେତା ପ୍ରଦୀପ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର
ଭୁବନେଶ୍ୱର,୭।୫: କରୋନା ସଂକ୍ରମିତ ହୋଇ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଭାଜପା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଶୁକ୍ରବାର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪ ଜଣିଆ…
ଅବସର ନେବା ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କଲେ ପେସର
ହରାରେ, ୭ା୫ : ଯେଉଁ ବୟସରେ ପ୍ରାୟ କ୍ରିକେଟର ଅବସର ଘୋଷଣା କରନ୍ତି, ସେହି ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି ପାକିସ୍ତାନ ପେସର ତାବିଶ ଖାଁ। ଏଠାରେ ଜିମ୍ବାଓ୍ବେ ବିପକ୍ଷରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟରେ ପଦାର୍ପଣ ସୁଯୋଗ…
ଦୁର୍ଘଟଣାର ୨୦ ଘଣ୍ଟା ପରେ ଉଠିଲା ମୃତଦେହ
ବାଲିଶଙ୍କରା, ୭ା୫ : ସୁନ୍ଦରଗଡ଼ ଜିଲା କିଞ୍ଜିରକେଲା ଥାନା ଅଧୀନ ତିଲଡେଗା ଗ୍ରାମ ବଣ୍ଡେଡୁଙ୍ଗୁରି ନିକଟରେ ଏକ ୧୪ ଚକିଆ ହାଇଓ୍ବା ଗୁରୁବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାର ୧୦ ଫୁଟ୍ ତଳକୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଜନ୍ମେଜୟ…
କରୋନାରେ ଆଖି ବୁଜିଲେ ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ
ନୂଆଦିଲ୍ଲୀ, ୭।୫: ଅଣ୍ଡରଓ୍ବାର୍ଲଡ ଡନ ଛୋଟା ରାଜନ କରୋନାରେ ଆଖି ବୁଜି ଛନ୍ତି। କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାଜନଙ୍କ ମୃତ୍ୟୁ ଘଟିଛି। ତିହାର ଜେଲରେ ଥିବା ବେଳେ ସେ କରୋନା…
କଳାବଜାର, ଦରବୃଦ୍ଧି ରୋକିବା ପାଇଁ ଏନ୍ଏସିର କଡ଼ା ନିର୍ଦ୍ଦେଶ: ଖିଲାପ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ବୁଗୁଡ଼ା,୭।୫(ଡି.ଏନ୍.ଏ.):କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହି ଲକ୍ଡାଉନ୍ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ ବିକ୍ରି…
ଭୁବନେଶ୍ୱରେ ପହଞ୍ଚିଲା ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା
ଭୁବନେଶ୍ୱର,୭।୫(ବ୍ୟୁରୋ): ଭୁବନେଶ୍ୱରରେ ଶୁକ୍ରବାର ୨ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପହଞ୍ଚିଛି। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ। ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ…
କରୋନା ଆକ୍ରାନ୍ତଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଲେ ବିରାଟ-ଅନୁଷ୍କା
ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଜାରିରହିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପରିକି ଭାରତରେ ପ୍ରତିଦିନ ୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହି…
ଲକ୍ଡାଉନ୍ର ଫାଇଦା ନେଉଛନ୍ତି ଅସାଧୁ ବ୍ୟବସାୟୀ, ଚଢ଼ା ଦରରେ ବିକ୍ରି କରୁଛନ୍ତି ସାମଗ୍ରୀ
ଗଞ୍ଜାମ,୭।୫(ଡି.ଏନ୍.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରିଛନ୍ତି ସରକାର। ଏହି ଲକ୍ଡାଉନର ଫାଇଦା ନେଉଛନ୍ତି କିଛି ଅସାଧୁ ବ୍ୟବସାୟୀ। ନିତ୍ୟ ଅପରିହାର୍ଯ୍ୟ ସାମଗ୍ରୀକୁ ଚଢ଼ା ଦରରେ ବିକ୍ରି କରୁଛନ୍ତି l…
କରୋନା ନେଲା ବିଧାୟକଙ୍କ ଜୀବନ
ଲକ୍ଷ୍ନୌ,୭।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଅନେକ ଲୋକଙ୍କ ଜୀବନ ନେଇଛି କରୋନା। ଶୁକ୍ରବାର ବରେଲିର ସଲୋନରୁ ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବାହାଦୂର କୋରି କରୋନାରେ ମୃତ୍ୟୁବରଣ କରିଛନ୍ତି। ଫଳରେ କରୋନାର ଦ୍ୱିତୀୟ ଲହରରେରେ ଏପର୍ଯ୍ୟନ୍ତ…
ଥରେ କି ଦୁଇଥର ନୁହେଁ, ୧୦ ଥର ଆସିଲା ନେଗେଟିଭ୍ ରିପୋର୍ଟ; ତଥାପି କରୋନାରେ ଚାଲିଗଲା ଜୀବନ
ଲଣ୍ଡନ,୭।୫: କରୋନା ଭ୍ୟାକ୍ସିନ ଆସିବା ପରେ ଏହି ମହାମାରୀ ସହିତ ଜଡ଼ିତ କିଛି ଜଟିଳ ସମସ୍ୟା ସାମ୍ନାକୁ ଆସୁଛି। ଏମିତି ଏକ ମାମଲା ବ୍ରିଟେନରୁ ଆସିଛି। ଏଠାକାର ୫୫ ବର୍ଷୀୟା ଜଣେ ମହିଳା ଲଗାତର କରୋନା ଟେଷ୍ଟ କରାଉଥିଲେ। ଏମିତିକି ଥରେ…
ଲକ୍ଡାଉନ୍ ଫାଇଦା ଉଠାଉଛନ୍ତି ବେପାରୀ: ନିତ୍ୟ ଆବଶ୍ୟକ ଜିନିଷ ଚଢ଼ା ଦରରେ ବିକ୍ରି
ଗଞ୍ଜାମ,୭।୫(ଡି.ଏନ୍.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାରl ଏହି ଲକ୍ଡାଉନ୍ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ ବିକ୍ରି…
Archives


