କରୋନା ରୋଗୀଙ୍କ ପାଇଁ ମାଡ଼ି ଆସୁଛି ଆଉ ଏକ ବିପଦ
ସୁରତ,୭।୫: ଦେଶରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ପାଇଁ ଆଉ ଏକ ବିପଦ ସୃଷ୍ଟି ହୋଇଛି। କରୋନାର ଠିକ ସମୟରେ ଚିକିତ୍ସାର ଅଭାବ ହେତୁ କିଛି ରୋଗୀଙ୍କ ଆଖି ମଧ୍ୟ ବାହାର କରିବାକୁ…
ଡେପୁଟି କଲେକ୍ଟର ଆଲୋକ ଅନୁଗୁଳିଆଙ୍କୁ ନିଲମ୍ବନ
କୋରାପୁଟ, ୭।୫(ସ୍ବ.ପ୍ର.): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଆଲୋକ କୁମାର ଅନୁଗୁଳିଆଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ତାଙ୍କୁ ନିଲମ୍ବନ କରିଛନ୍ତି…
ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା
ଗଞ୍ଜାମ,୭।୫(ଡି.ଏନ୍.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ଘୋଷଣା କରାଯାଇଛି। କିନ୍ତୁ ଗତବର୍ଷ ଭଳି ଗଞ୍ଜାମ ସହର ମୁଖ୍ୟ…
ଆଉ ନାହାନ୍ତି ବନରାଜ ଭାଟିଆ
ହିନ୍ଦୁସ୍ତାନୀ ଏବଂ ପାଶ୍ଚାତ୍ୟ ଶାସ୍ତ୍ରୀୟ ସଙ୍ଗୀତର ଜଣାଶୁଣା ସଙ୍ଗୀତଜ୍ଞ ବନରାଜ ଭାଟିଆଙ୍କ ଶୁକ୍ରବାର ସକାଳେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲେ। ଭାଟିଆ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପାଞ୍ଚ ବର୍ଷ ସଙ୍ଗୀତ ରିଡର୍ ଭାବେ…
କେବଳ ଏହି କାରଣ ପାଇଁ ଭାଇଜାନ୍ଙ୍କୁ ପସନ୍ଦ କରନ୍ତିନି ଅମିର, ପୂରା ଘଟଣା ଜାଣିଲେ …
ବଲିଉଡ୍ ଅଭିନେତା ଅମିର ଖାଁ ଏବଂ ସଲମାନ ଖାଁ କେବଳ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତା ନୁହଁନ୍ତି ବରଂ ଭଲ ବନ୍ଧୁ। ଉଭୟ ପ୍ରାୟ ଏକ ସମୟରେ ସଫଳତାର ପାହାଚ ଚଢ଼ିଥିଲେ। ଆଜି ଦୁହେଁଙ୍କୁ ବଲିଉଡ ସୁପରଷ୍ଟାର କୁହାଯାଏ। ଯଦିଓ ଅମିର ଏବଂ…
ଶ୍ମଶାନରେ ଡ୍ୟୁଟି କରୁଛନ୍ତି ଏହି ପୋଲିସ ଅଧିକାରୀ, ବର୍ତ୍ତମାନ ସୁଦ୍ଧା ୧୧୦୦ ମୃତଦେହ କଲେଣି ସଂସ୍କାର
ନୂଆଦିଲ୍ଲୀ,୭।୫: ବର୍ତ୍ତମାନ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଲୋକେ ଖୁବ୍ ତୀବ୍ର ବେଗରେ ସଂକ୍ରମିତ ହେଉଛନ୍ତି। ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରି ସ୍ଥିତିରେ ଦିଲ୍ଲୀ ପୋଲିସର ଜଣେ ଏଏସ୍ଆଇଙ୍କ କାମ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଆଜିର ଏହି…
ବିଶ୍ୱ ରେକର୍ଡ କଲେ ୧୦ ବର୍ଷର ଝିଅ
ଇଣ୍ଟରନେଟ ଏବଂ ଟେକ୍ନୋଲୋଜିର ଏହି ଯୁଗରେ ପିଲାମାନେ ବହୁତ ପ୍ରତିଭାଶାଳୀ ହୋଇପାରିଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛି ୧୦ ବର୍ଷୀୟା ଝିଅ ସାରା ଛିପା। ସାରା ରାଜସ୍ଥାନର ଭିଲୱାରାର ମୂଳ ବାସିନ୍ଦା। ଗତ ମେ ୨ ରେ ସେ ୧୯୫ଟି ଦେଶର…
ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ
କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୋଟିସରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନ କୋଭିଡ୍ ସଂକ୍ରମଣ ପାଇଁ…
ଖୁସି ଖବର: ପୁଣି ଆସୁଛି ପବ୍ଜୀ
ନୂଆଦିଲ୍ଲୀ,୭।୫: ଭାରତରେ ପବ୍ଜୀ ଗେମ୍ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍ଜୀର ପ୍ରଶଂସକମାନଙ୍କ ପାଇଁ ଖୁସି ଖବର। ପବ୍ଜୀ ଗେମ୍ର ନିର୍ମାଣକାରୀ କମ୍ପାନୀ ‘କ୍ରାଫ୍ଟନ’ ପ୍ରସ୍ତୁତି…
୨ ସନ୍ତାନଙ୍କ ବାପା ହୋଇ ସୁଦ୍ଧା ୧୬ବର୍ଷ ସାନ ଅଭିନେତ୍ରୀଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ଏମିତି ସର୍ତ୍ତ ଶୁଣି…
ବଲିଉଡର ସବୁଠାରୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ମମତାଜ ଅନ୍ୟତମ। ଅନେକ ଫିଲ୍ମରେ କାମ କରି ସେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ୬୦ ଓ ୭୦ ଦଶକରେ ମମତାଜ ବଲିଉଡରେ ରାଜ କରିଥିଲେ। ଅନ୍ୟପକ୍ଷରେ ଶମି କପୁର ଜଣେ…
ବର-କନ୍ୟାଙ୍କ ସହ ସେଲ୍ଫି ନେଉଥିଲେ କରୋନା ସଂକ୍ରମିତ: ପରେ ଘଟିଲା ଏମିତି
ଭୋପାଳ,୭।୫: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଆତଙ୍କ ଖେଳାଇଦେଇଛି। ସଂକ୍ରମଣ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ସହ ବଢିବାରେ ଲାଗିଛି। ଏହାସତ୍ତ୍ୱେ କିଛି ଲୋକ ସଚେତନ ନ ହୋଇ ବଜାର ଘାଟରେ ଭିଡ ଜମାଉଛନ୍ତି। ମଧ୍ୟପ୍ରଦେଶରେ ଏମିତି ଏକ ମାମଲା…
ମନୋଜ ଭୂମିରେ ଏକ ବିରଳ ଘଟଣା
ପ୍ରଣମ୍ୟ ମନୋଜ ଦାସଙ୍କ ସୁଦୀର୍ଘ ୮୭ବର୍ଷର ଜୀବନଯାତ୍ରାରେ ଅସଂଖ୍ୟ ଅକଳ୍ପନୀୟ ଚମକପ୍ରଦ ଘଟଣା ଘଟିଥିଲେ ବି ତାଙ୍କ ପୁଣ୍ୟ ଜନ୍ମଭୂମି ଭୋଗରାଇ ମାଟି ଯାହା ମନୋଜଭୂମି ଭାବରେ ଲୋକେ ସମ୍ବୋଧିତ କରନ୍ତି, ସେହିଠାରେ ଏକ ବିରଳ ଘଟଣା ଘଟିଥିଲା। ସେଇ ଘଟଣା…
Archives


