ଉତ୍କଳୀୟ ଐତିହ୍ୟର ଏକ ବିସ୍ମୃତ ବିଭୂତି
ବର୍ଷ ପରେ ବର୍ଷ ଓଡ଼ିଶାର ଜନସାଧାରଣ ତଥା ପ୍ରବାସୀ ଓଡ଼ିଆମାନେ ଭାରତବର୍ଷର ବିଭିନ୍ନ ସହର, ନଗରରେ ତଥା ଦେଶ ବାହାରେ ମଧ୍ୟ ଉତ୍କଳ ଦିବସ ପାଳନ କରିଆସୁଛନ୍ତି। ଏଭଳି ସମାବେଶରେ ସାଂସ୍କୃତିକ, ସାମାଜିକ ଏବଂ ମନସ୍ତାତ୍ତ୍ୱିକ ଗୁରୁତ୍ୱ ପ୍ରଭୂତ, କହିବାବାହୁଲ୍ୟ। ବର୍ଷ…
୨୦୨୨ ଜୁନ ସୁଦ୍ଧା ଅନ୍ଧାରୁଆରେ ଟିକା ଉତ୍ପାଦନ
ଭୁବନେଶ୍ୱର,୭ା୫(ବ୍ୟୁରୋ):ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଭାରତ ବାୟୋଟେକ ଦ୍ୱାରା ଟିକା ଉତ୍ପାଦନ ୟୁନିଟର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ୨୦୨୨ ଜୁନ ସୁଦ୍ଧା ଏଠାରେ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ୟୁନିଟ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ବୈଧାନିକ ଓ…
ସୁନ୍ଦରଗଡ଼ରୁ ଆଜି ୨୦୭୩ ପଜିଟିଭ୍ ଚିହ୍ନଟ
ସୁନ୍ଦରଗଡ଼,୭।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଗ୍ରାଫ୍ ଏବେ ଉପର ମୁହାଁ ହୋଇଛି। କିଛିଦିନ ହେବ ଦୈନିକ ସଂକ୍ରମଣ ୧ ହଜାରେ ଉପରେ ରହୁଥବା ବେଳେ ଗତ ୨୪ ଘଣ୍ଟାରେ ଏହା ଲମ୍ବ ଡିଆଁ ମାରି ଦୁଇଗୁଣରେ ପହଞ୍ଚିଛି। ଅର୍ଥାତ୍ ଆଜି ଜିଲାରୁ…
ପ୍ରତି ଏକ ଘଣ୍ଟାରେ ୧୫୦ ଲୋକଙ୍କ ଜୀବନ ନେଉଛି କରୋନା
ନୂଆଦିଲ୍ଲୀ,୭।୫:କରୋନା ଭାଇରସର ଦ୍ୱିତୀୟ ଲହର ଦେଶରେ ଏବେ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ସଂକ୍ରମଣର ମାମଲା ବୃଦ୍ଧି ପାଉଛି । ଶୁକ୍ରବାର କ୍ରମାଗତ ତୃତୀୟ ଦିନ ପାଇଁ ନୂତନ କରୋନା ରୋଗୀଙ୍କ ସଂଖ୍ୟା ୪ ଲକ୍ଷ ମାର୍କ ଅତିକ୍ରମ କରିଛି।…
କରୋନା ଛଡ଼ାଇ ନେଉଛି କର୍ମନିଯୁକ୍ତି
କେନ୍ଦ୍ରାପଡ଼ା ଅଫିସ,ର,୭।୫: କେନ୍ଦ୍ରାପଡ଼ା ଜିଲାକୁ କରୋନା ସଂକ୍ରମଣ ବେକାବୁ କରୁଛି। ପ୍ରତିଦିନ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ପ୍ରବାସୀ ଘରକୁ ଫେରୁଛନ୍ତି। ରୋଜଗାର ନ ଥିବାରୁ ଜିଲାବାସୀଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହେଉଛି। ପ୍ରାୟ ୧୬ ଲକ୍ଷରୁ ଅଧିକ ଲୋକସଂଖ୍ୟା…
ପ୍ରଥମଥର ମୁଖ୍ୟମନ୍ତ୍ରୀ ଆସନରେ ବସିଲେ ଷ୍ଟାଲିନ୍: ନେଲେ ଶପଥ
ଚେନ୍ନାଇ,୭।୫: ଡିଏମକେ ସଭାପତି ଏମ.କେ ଷ୍ଟାଲିନ୍ ଆଜି ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ମନ୍ତ୍ରୀମଣ୍ଡଳରେ ୩୩ ସଦସ୍ୟ ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୨ ଜଣ ପ୍ରଥମଥର ମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ୬୮…
ଦାଉ ସାଧୁଛି ପାରାଦୀପ ଶିଳ୍ପାଞ୍ଚଳର ନିର୍ଗତ ବିଷାକ୍ତ ଗ୍ୟାସ୍: ମହାକାଳପଡ଼ା ଲୋକେ ଅଣନିଃଶ୍ୱାସୀ
ମହାକାଳପଡ଼ା,୭।୫(ଡି.ଏନ୍.ଏ.): ବାୟୁ ମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଅମ୍ଳଯାନ ସ୍ତର ହ୍ରାସ ପାଇବା ଦ୍ୱାରା ଜୀବଜଗତ ଉପରେ ପ୍ରଭାବ ପକାଉଛି। କେନ୍ଦ୍ରାପଡ଼ା ଜିଲା ଅଧୀନ ଉପକୂଳ ଅଞ୍ଚଳର ମହାକାଳପଡ଼ା ଆକାଶର ବାୟୁରେ ମିଶୁଛି କାରଖାନାର ନିର୍ଗତ ବିଷାକ୍ତ ଗ୍ୟାସ ଓ ସୁଉଚ୍ଚ…
ଟେଣ୍ଡର ଫିକ୍ସିଂ ନେଇ ଚର୍ଚ୍ଚା
ଯାଜପୁର ଅଫିସ,୭।୫: ଯାଜପୁର ଜିଲାର ଲଘୁ ଖଣିଜ ଦ୍ରବ୍ୟ ଲୁଟ୍ ପାଇଁ ବିଭିନ୍ନ ପ୍ରଭାବଶାଳୀ କମ୍ପାନୀ ପକ୍ଷରୁ ଏକ ପ୍ରକାର ପ୍ରତିଯୋଗିତା ଚାଲିଛି। ଏହି ପ୍ରଭାବଶାଳୀ କମ୍ପାନୀ ଓ କେତେଜଣ ରାଜନୈତିକ ବ୍ୟକ୍ତିଙ୍କ ଚାପରେ ସରକାରଙ୍କ ସବୁ ନୀତିନିୟମ ଉଲ୍ଲଂଘନ କରାଯାଉଛି।…
ଧୋନୀଙ୍କ ଘରକୁ ଆସିଲା ନୂଆ ଅତିଥି
ରାଞ୍ଚି,୭।୫: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଘରକୁ ଏକ ନୂଆ ଅତିଥି ଆସିଛି। ଏନେଇ ତାଙ୍କ ସ୍ତ୍ରୀ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଏହି ନୂଆ ଅତିଥି ଜଣକ ହେଉଛି ଘୋଡା। ଯାହାର ନାମ ଚେତକ…
ବେକାବୁ ସ୍ଥିତିରେ କରୋନା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୨୭ ମୃତ
ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ପାଣି ପାଇଁ ହଇରାଣ ୪୦୦ ପରିବାର
କାକଟପୁର,୭।୫(ଡି.ଏନ୍.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ ନେଇ ନାମିତ ଚାରିଗାଁରେ ଦୀର୍ଘବର୍ଷ ଧରି ପାନୀୟଜଳ ସମସ୍ୟା ଲାଗିରହିଛି। ଏହି ଗ୍ରାମଗୁଡ଼ିକରେ ଥିବା…
ଟିକା ନ ନେଇ ଆସୁଛି ମେସେଜ: କର୍ତ୍ତୃପକ୍ଷ କହିଲେ ଆମର କିଛି ଭୁଲ୍ ନାହିଁ
ପୁରୀ ଅଫିସ,୭।୫: ପୁରୀ ଜିଲାରେ କୋଭିଡ୍ ଟିକାକରଣରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗୋଟିଏ ପଟେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ଘଟୁଛି। ଅନ୍ୟପଟେ ଜନସାଧାରଣ ଟିକା ପାଉ ନ ଥିବା ଅଭିଯୋଗ ହେଉଛି। ଗୁରୁବାର ପ୍ରଶାସନର ଅବହେଳା ପଦାରେ ପଡ଼ିଛି।…
Archives


