ବସ୍ ଚଳାଚଳ ବନ୍ଦ ପରେ ବଢ଼ିଲା ଚିନ୍ତା
ଭୁବନେଶ୍ୱର,୬ା୫(ବ୍ୟୁରୋ):କରୋନାର ପ୍ରଥମ ଲହର ପରେ ଯାତ୍ରୀ ଅଭାବ ସାଙ୍ଗକୁ ଦ୍ୱିତୀୟ ଲହରଜନିତ ଲକ୍ଡାଉନ ଘରୋଇ ବସ୍ ସେବାକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଛି। ସେହିପରି ବୁଧବାରଠାରୁ ସାରା ରାଜ୍ୟରେ ଲକ୍ଡାଉନ୍ ଆରମ୍ଭ ହୋଇଥିବାରୁ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ବସ୍…
ପ୍ରଦୀପ୍ତଙ୍କ ଚିକିତ୍ସା କରିବେ ଉଚ୍ଚସ୍ତରୀୟ ଡାକ୍ତରୀ ଦଳ
ଭୁବନେଶ୍ୱର, ୬ା୫(ବ୍ୟୁରୋ):ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କରୋନା ସଂକ୍ରମିତ ହୋଇ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁ ର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍) କୋଭିଡ୍ ହସ୍ପିଟାଲ୍ରେ କିଛିଦିନ ହେଲା ଚିକିତ୍ସିତ ହେଉଛନ୍ତି ା ତାଙ୍କୁ ଏବେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିବା ତାଙ୍କର ଜଣେ…
ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ ଦୈନିକ ସଂକ୍ରମଣ ୮ହଜାର ପାଖାପାଖି ରହୁଥିଲା।…
ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ
ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ…
ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୮୨ ମୃତ
ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ଭୋଜି କରି ୭ ହଜାର ତଣ୍ଡ ଗଣିଲେ ଆୟୋଜକ
ରୂପ୍ସା,୬।୫(ଡି.ଏନ.ଏ.) କରୋନା ସ୍ଥିତି ଜଟିଳ ହେଉଥିବାରୁ କଡ଼ାକଡ଼ି ଭାବେ କଟକଣା ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ସ୍ଥିତିରେ ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ଅଧୀନ ମିରିଗିମୁଣ୍ଡି ଗ୍ରାମରେ ଭୋଜିଭାତର ଆୟୋଜନ କରି ଜରିମାନା ଗଣିଛନ୍ତି ଆୟୋଜକ। ସୂଚନା ଅନୁସାରେ,…
କଳାବଜାର ଉପରେ କଡ଼ା ନଜର
ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି…
ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର
ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇ ୯୧.୪୪ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ୨୧ ପଇସା…
ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ
ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜମି, ପ୍ଲଟ୍ ଓ ଫ୍ଲାଟ ମୂଲ୍ୟ ବୃଦ୍ଧି ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୧-୨୨…
ବିଳମ୍ବ ହୋଇପାରେ ମୌସୁମୀ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ନିୟମିତ ବ୍ୟବଧାନରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ଲାଗିରହୁଛି।…
ଚମ୍ପୁଆ ସେକ୍ସନରେ ୧୭ ହାତୀ
ଚମ୍ପୁଆ, ୬।୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳକୁ ପୁଣି ଲେଉଟିଲେ ହାତୀ ପଲ। ୨ ଦିନ ହେବ ଏହି ହାତୀ ପଲ ଚମ୍ପୁଆ ଓ ଉଖୁଣ୍ଡା ସେକ୍ସନ ଅଞ୍ଚଳରେ ଘୁରିବୁଲୁଥିବା ବେଳେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି। ବର୍ତ୍ତମାନ ଚମ୍ପୁଆ ସେକ୍ସନରେ…
ଆଳୁ ଚିନ୍ତାରେ ଖାଉଟି
ଖଇରା,୬।୫(ଡି.ଏନ.ଏ.): ସମଗ୍ର ଓଡ଼ିଶାରେ ଲକ୍ଡାଉନ୍ ଲାଗୁ ହୋଇଥିବା ବେଳେ ଖଇରାରେ କିଛି ବ୍ୟବସାୟୀ ଏହାର ଫାଇଦା ଉଠାଉଥିବା ଅଭିଯୋଗ ହୋଇଛି। ବିଶେଷ ଜରି ଆଳୁ ଦର ବୃଦ୍ଧି ଖାଉଟିଙ୍କୁ ଚିନ୍ତାରେ ପକାଇଛି। କଳାବଜାରୀମାନେ ଗୋଟିଏ ରାତିରେ ବସ୍ତା ପିଛା ୩୦୦ ଟଙ୍କା…
Archives


