Home Left

କରୋନାରୁ ରକ୍ଷା ପାଇଲେ ବି ଏଥି ଯୋଗୁ ଯାଉଛି ଜୀବନ…

ଇନ୍ଦୋର,୫।୫: କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ବ୍ୟବହୃତ ହେଉଥିବା ଔଷଧ ଯୋଗୁ ଶରୀରରେ ଅତ୍ୟଧିକ…

ଭୟ କରନ୍ତୁ ନାହିଁ: ଖୋଲା ପବନରେ ବୁଲିଲେ ହେବନି କରୋନା…

ଲକ୍ଷ୍ନୌ,୫।୫: ପୃଥିବୀ ବ୍ୟାପୀ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କିଭଳି ଜୀବନଶୈଳୀ ଆପଣେଇଲେ ସଂକ୍ରମଣଠାରୁ ଦୂରେଇ ରହିହେବ ସେ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବାୟୁ ଦ୍ୱାରା କରୋନା ସଂକ୍ରମଣ…

ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ

ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ ଘରକୁ…

ରିୟଲ ଲାଇଫ୍‌ ହିରୋ ହେଲେ ଭାଇଜାନ, ଏପରି ବଢ଼ାଇଲେ ସାହାଯ୍ୟର ହାତ

ବଲିଉଡ୍‌ ଅଭିନେତା ସଲମାନ ଖାନ ବର୍ତ୍ତମାନ ତାଙ୍କ ଫିଲ୍ମ ରାଧେକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହା ବ୍ୟତୀତ ସେ ଅନେକ କାରଣ ନେଇ ଟ୍ରେଣ୍ଡରେ ଥାନ୍ତି। ଅତୀତରେ, ସେ ମୁମ୍ବାଇର ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଖାଦ୍ୟ ପ୍ୟାକେଟର ବ୍ୟବସ୍ଥା କରିଥିଲେ। ଏଥି…

ଏହିସବୁ ବଲିଉଡ୍‌ ସେଲିବ୍ରିଟିଙ୍କ ପାଖରେ ଅଛି ନିଜର ବିମାନ

ସାଧାରଣତଃ ବଲିଉଡ ସେଲିବ୍ରିଟିମାନେ ବିଳାଶପୂର୍ଣ୍ଣ ଜୀବନଯାପନ କରନ୍ତି। ସେମାନଙ୍କ ପାଖରେ କେବଳ କୋଟି କୋଟି ଟଙ୍କାର କାର୍‌ ନାହିଁ, ନିଜଶ୍ୱ ବିମାନ ମଧ୍ୟ ଅଛି। ଜାଣନ୍ତୁ ସେହିସବୁ ସେଲିବ୍ରିଟିମାନଙ୍କ ବିଷୟରେ… ଅଜୟ ଦେବଗନ: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ୬ସିଟ ବିଶିଷ୍ଟ…

୯ ସନ୍ତାନଙ୍କୁ ଏକାସଙ୍ଗେ ଜନ୍ମଦେଲେ ମହିଳା…

ବାମାକୋ,୫।୫: ଗୋଟିଏ ନୁହେଁ ଦୁଇଟି ନୁହେଁ, ଏକାସଙ୍ଗେ ୯ଜଣ ସନ୍ତାନଙ୍କୁ ଜଣେ ମହିଳା ଜନ୍ମ ଦେଇଛନ୍ତି। ଆଫ୍ରିକାର ମାଲିରେ ଏଭଳି ଘଟିଛି। ୨୫ ବର୍ଷ ବୟସ୍କା ହଲିମା ସିସ୍ସେ୍‌ ନାମକ ମହିଳା ମରକ୍କୋର ହସ୍ପିଟାଲରେ ପ୍ରସବ କରିଥିବା ଜଣାପଡ଼ିଛି। ମା’ ଏବଂ…

ଜାଡେଜାଙ୍କୁ ‘ସାର୍‌ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର ଜାଡେଜାଙ୍କ…

୬୪ ବଲ୍‌ରୁ ୧୨୪ ରନ୍‌ର ବିସ୍ଫୋରକ ଇନିଂଶ ଖେଳିଲେ ଏହି ବ୍ୟାଟ୍ସମ୍ୟାନ୍‌: ମ୍ୟାଚ୍‌ ପରେ ଖୁସିରେ ଦେଲେ ଏମିତି ଉପହାର

ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ରାଜସ୍ଥାନ ରୟାଲ୍ସ ଏକ ଫଟୋ ଶେୟାର କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ରାଜସ୍ଥାନର ଜୋସ ବଟଲର ୬୪ ବଲରେ ୧୨୪…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ଅପହରଣ: ଜୀବନରୁ ମାରିଦେବାକୁ ଧମକ

ସିଡନୀ,୫।୫: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଷ୍ଟୁଆର୍ଟ ମ୍ୟାକଗିଲଙ୍କୁ ଅପହରଣ କରିନେଇଛନ୍ତି ଦୁର୍ବୃତ୍ତ। ଏହି ଘଟଣା ଗତ ମାସରୁ ହୋଇଛି। ଯେଉଁଠାରେ ମ୍ୟାକଗିଲଙ୍କୁ ତାଙ୍କ ସିଡନୀ ଘରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏପ୍ରିଲ ୧୪ରେ ନ୍ୟୁ ସାଉଥ ୱେଲ୍ସ ପୋଲିସ ଅପହରଣ…

ଆଇପିଏଲ୍‌ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍‌: ପ୍ରଶଂସକ କହିଲେ ବାଃ ବାଃ

ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ବିସିସିଆଇର ନିଷ୍ପତ୍ତିର କିଛି ଘଣ୍ଟା ପରେ ଅଷ୍ଟ୍ରେଲୀୟ…

୧୦ ମିନିଟ୍‌ରେ ସ୍ଥିର ହେଲା ଆଇପିଏଲ୍‌ ଭାଗ୍ୟ: ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୫।୫: ଆଇପିଏଲ ୨୦୨୧ର ୧୪ତମ ସିଜିନକୁ ଆୟୋଜନ କରିବା ପାଇଁ ମାସ ମାସ ଧରି ଯୋଜନା ଚାଳିଥିଲା। ଖେଳାଳି ଏବଂ ସପୋର୍ଟ ଷ୍ଟାଫଙ୍କ ପାଇଁ କଠିନ ବାୟୋ ବବୁଲ କରାଯାଇଥିଲା। କିନ୍ତୁ ଏକ ମାସର କଠିନ ପରିଶ୍ରମ ଉପରେ କରୋନାର ନଜର…

ଦେୟ କମାଇବାକୁ ସ୍କୁଲ୍‌ ବାଧ୍ୟ

ନୂଆଦିଲ୍ଲୀ, ୫।୫: ମହାମାରୀ ଯୋଗୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା କେବଳ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେତେକ ଉଲ୍ଲେଖନୀୟ ମତାମତ ଦେଇଛନ୍ତି, ଯାହା ସ୍କୁଲ୍‌ କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ପାଇଁ ପ୍ରଯୁଜ୍ୟ। ଜଷ୍ଟିସ୍‌ ଏ.ଏମ୍‌. ଖନଓ୍ବିଲକରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri