ଡାକ୍ତର ତିିଆରି କଲେ ଏମିତି ମେଶିନ, ଏଥିରୁ ରୋଗୀଙ୍କୁ ଦେଉଛନ୍ତି ଅମ୍ଳଜାନ
ଭୋପାଳ,୪।୫: ମଧ୍ୟପ୍ରଦେଶର ମାଲଓ୍ବା ଜିଲାରେ ରୋଗୀଙ୍କୁ ଲଗାତର ଅକ୍ସିଜେନ ଅଭାବ ପଡୁଥିବା ଦେଖିବାକୁ ମିଳିଛି। ସରକାରୀ ହସ୍ପିଟାଲର ଡାକ୍ତର ଏବଂ କର୍ମଚାରୀ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ ଜାରି ରଖିଛନ୍ତି। ଏପରି ସ୍ଥିତିରେ ଏହି ହସ୍ପିଟାଲର ଜଣେ ଡାକ୍ତର…
୨ ବର୍ଷର ଶିଶୁପୁତ୍ରକୁ ବିକି ଗର୍ଲଫ୍ରେଣ୍ଡଙ୍କ ସହ ବୁଲିବାକୁ ଗଲେ ଏହି ବ୍ୟକ୍ତି
ବେଜିଂ,୪।୫: ଚାଇନାର ଏକ ପିଶାଚ ପିତା ଦୁଇ ବର୍ଷର ଶିଶୁପୁତ୍ରକୁ ବିକି ଗର୍ଲଫ୍ରେଣ୍ଡଙ୍କ ସହ ବିଦେଶ ବୁଲିଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ବ୍ୟକ୍ତି ଜଣକ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଥିଲେ। କିନ୍ତୁ ପିଲାର ଦେଖାଶୁଣା କରିବା ପାଇଁ ରାୟ ହୋଇଥିଲା।…
କରୋନାର ଦ୍ୱିତୀୟ ଲହରରେ ୭୫ ଲକ୍ଷ ଲୋକ ହରାଇଛନ୍ତି ଚାକିରି
ମୁମ୍ବାଇ,୪।୫: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅନେକ ସ୍ଥାନୀୟ ଭାବରେ ଲାଗୁ ହୋଇଥିବା ଲକଡାଉନ ଏବଂ ଅନ୍ୟାନ୍ୟ ପ୍ରତିବନ୍ଧକ ଯୋଗୁ ୭୫ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇଛନ୍ତି। ଏହା ସହିତ ବେରୋଜଗାର ହାର ଚାରି ମାସର ସର୍ବୋଚ୍ଚ ସ୍ତର…
ପଣସ ବିରିୟାନୀ
ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାର କଟା ହୋଇଥିବା କଞ୍ଚା ପଣସ ୨୦୦ ଗ୍ରାମ୍, ୨ଟି ପିଆଜ, ୨ କପ୍ ଚାଉଳ, ଅଦା ରସୁଣ ପେଷ୍ଟ ୧ ବଡ ଚାମଚ, ଧନିଆ ପାଉଡର ୧ ବଡ ଚାମଚ, କେଶର ୧ ଛୋଟ ଚାମଚ,…
କେନ୍ଦ୍ର ସରକାରଙ୍କୁ ତାଗିଦ କଲେ ହାଇକୋର୍ଟ: ତମେ ଅନ୍ଧ ହୋଇପାର, ଆମେ ନୁହେଁ
ନୂଆଦିଲ୍ଲୀ,୪।୫: କରୋନା ମହାମାରୀ ଦେଶରେ ବିପର୍ଯ୍ୟସ୍ତ ଅବସ୍ଥା ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀ ସମେତ ସାରା ଦେଶରେ ଅମ୍ଳଜାନର ଅଭାବ ଜାରି ରହିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରେ ଅମ୍ଳଜାନ ଅଭାବ ସମ୍ପର୍କରେ ଶୁଣାଣି ହୋଇଥିଲା। ଏହି ସମୟ ମଧ୍ୟରେ ହାଇକୋର୍ଟ କେନ୍ଦ୍ର…
ଟ୍ୟାନ୍ ଫ୍ରି ତ୍ୱଚା ପାଇଁ କାକୁଡ଼ି
କାକୁଡ଼ି ଖାଇବା କେବଳ ସ୍ବାସ୍ଥ୍ୟ ପାଇଁ ଉପକାରୀ ନୁହେଁ, ବରଂ ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ ତ୍ୱଚାକୁ ଟ୍ୟାନ୍ ଫ୍ରି ରଖିବାରେ ମଧ୍ୟ ବେଶ୍ଲାଭଦାୟକ। ଜାଣି ରଖନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ… ପ୍ରଥମେ କାକୁଡ଼ିକୁ ଭଲ ଭାବେ ଗ୍ରାଇଣ୍ଡ…
ଘୋଷଣା ହେଲା ଖରାଛୁଟି: ଅନ୍ଲାଇନ୍ କ୍ଲାସ, ପରୀକ୍ଷା ବନ୍ଦ
ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ମେ’ ୫ ତାରିଖ ଠାରୁ ୩୧ ତାରିଖ ଯାଏ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି ସରକାର। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି…
ସ୍ତ୍ରୀଙ୍କୁ କରୋନା ହୋଇଥିବାରୁ ଛୁଟି ମାଗିଲେ ପୋଲିସ: ନ ମିଳିବାରୁ…
ଲକ୍ଷ୍ନୌ,୪।୫: : କରୋନା ଏବେ ସାରା ଦେଶରେ କାୟା ବିସ୍ତାର କରିଛି। ଏହି ପରିସ୍ଥିତିରେ ଡାକ୍ତର, ନର୍ସ ଏବଂ ପୋଲିସ କରୋନା ଯୋଦ୍ଧା ଭାବରେ କାର୍ଯ୍ୟ କରୁଛନ୍ତି। ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଉତ୍ତର…
କରୋନା ଓ ଶିଶୁ ଯତ୍ନ
ପୃଥିବୀର କ୍ଷୁଦ୍ରାତିକ୍ଷୁଦ୍ର ଜୀବ କରୋନା ଭୂତାଣୁ। ହେଲେ ଏହା ସମସ୍ତ ମଣିଷ ସମାଜକୁ ଏକ ପ୍ରକାରର ଅସହାୟ ଅବସ୍ଥାରେ ରଖିଛି। ସମଗ୍ର ପୃଥିବୀର ୨୩୫ଟି ଦେଶର ଜନତା ଏବେ ଅଜଣା ଆତଙ୍କରେ ଆତଙ୍କିତ। କେଉଁଠି ଅକ୍ସିଜେନ୍ ଅଭାବ ତ କେଉଁଠି ଡାକ୍ତରଖାନାରେ…
କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲରେ ମିଶ୍ରଣ ପ୍ରସଙ୍ଗ: ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦକଲେ ହାଇକୋର୍ଟ
କଟକ ଅଫିସ,୪।୫: କମ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଉକ୍ତ ପ୍ରସଙ୍ଗରେ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ତେବେ ପୂର୍ବରୁ ଏହି…
ବୁଦ୍ଧିମତ୍ତା ବଢ଼ାଏ ଜୀବନଶୈଳୀ
ଆମେ ସୁସ୍ଥ ରହିବା ପାଇଁ ଖାଦ୍ୟପେୟ ବ୍ୟତୀତ ଜୀବନଶୈଳୀ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସନ୍ତୁଳିତ ଜୀବନଶୈଳୀ ସୁପ୍ରଭାବ ଆମ ଶରୀର ଉପରେ ପଡିଥାଏ। ନିକଟରେ ଏହି ତାଲିକାରେ ଆଉ ଏକ କଥା ଯୋଡାଯାଇଛି। ଏ ସମ୍ପର୍କିତ ବିଷୟକୁ ନେଇ…
କଙ୍ଗନାଙ୍କ ଟୁଇଟର୍ ଆକାଉଣ୍ଟ ସସ୍ପେଣ୍ଡ୍
ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ । ସେ ଦେଶ ତଥା ବିଦେଶ ପ୍ରସଙ୍ଗରେ ନିଜର ମତ ରଖନ୍ତି। ନିକଟରେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାର୍ଟି ଜିତିବା ପରେ କଙ୍ଗନା ଅନେକ ଟୁଇଟ୍ କରିଥିଲେ। ତାଙ୍କ ପୋଷ୍ଟରେ…
Archives


