Home Left

ଘରୁ ଦୂରାନ୍ତୁ ଅସରପା…

ରେଷେଇ ଘରେ ଅସରପା ରହିବା ଦ୍ୱାରା ସେମାନେ କୋଣଗୁଡିକ ଏବଂ ପ୍ରତି ଛୋଟ ବଡ ସ୍ଥାନକୁ ସହଜରେ ଯାଇ ଜୀବାଣୁ ଛାଡି ଥାନ୍ତି। ଯାହାକି ଆମ ଶରୀରକୁ ଆସି ବିଭିନ୍ନ ପ୍ରକାର ରୋଗ ସୃଷ୍ଟି କରିଥାଏ। ତେଣୁ କିଚେନ୍‌ରୁୁ କିପରି ଅସରପା…

ଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର

ଶିଶୁ ଜନ୍ମପରେ ଶରୀରରେ କ୍ୟାଲ୍‌ସିଅମ୍‌ ଅଭାବ ହେଉ କିମ୍ବା ଘର ସାଙ୍ଗକୁ ଅଫିସ୍‌ କାମର ଚାପରେ ଅନେକ ମହିଳାଙ୍କଠାରେ ଗଣ୍ଠି ଯନ୍ତ୍ରଣା ଦେଖିବାକୁ ମିଳୁଛି; ଯାହାକୁ ରୋକିବା ଲାଗି ଅନେକେ ପେନ୍‌କିଲର ମଧ୍ୟ ବ୍ୟବହାର କରୁଛନ୍ତି। ହେଲେ ଏହାର ଅଧିକ ସେବନ…

ଫ୍ରି-ଫାୟାର ଗେମ୍‌ ପାଇଁ ମୃତ୍ୟୁ ସନ୍ଦେହ

ଭୁବନେଶ୍ୱର,୪।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ରାଜକୁମାର ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ବନ୍ଦ କୋଠରୀରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଉକ୍ତ ଘରେ ତାଙ୍କ ସାଙ୍ଗ ଶୋଇଥିବାବେଳେ ମୃତଦେହ ନିକଟରେ ଏକ ମୋବାଇଲ୍‌…

ଦୁଇ ମାସ ଯାଏ ମାଗଣା ମିଳିବ ରାସନ: ଅଟୋ-ଟ୍ୟାକ୍ସି ଚାଳକଙ୍କୁ ୫ ହଜାର ଟଙ୍କା ସହାୟତା

ନୂଆଦିଲ୍ଲୀ,୪।୫: କରୋନା ସଙ୍କଟ ମଧ୍ୟରେ ଦିଲ୍ଲୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦୁଇ ମାସ ଯାଏ ମାଗଣା ରାସନ ଏବଂ ଅଟୋ-ଟ୍ୟାକ୍ସି ଚାଳକଙ୍କୁ ୫ ହଜାର ଟଙ୍କା ସହାୟତା ମିଳିବ ବୋଲି ଘୋଷଣା କରିଛନ୍ତି। ଦିଲ୍ଲୀରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ କୋଟି ୨୧ ଲକ୍ଷ ଦାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ଏବଂ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌-୧୯ ନିମନ୍ତେ ୩ କୋଟି ୨୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ଓପିଜିସି ୧ କୋଟି ଟଙ୍କା ଏବଂ ଓଏଚ୍‌ପିସି…

ବାତ୍ୟା ସମୟରେ ପ୍ରଶାସନ ସହ ଯୋଡ଼ିହୋଇ ରୁହ: ଅଗ୍ନିଶମ ଡିଜି

କଟକ ଅଫିସ, ୪।୫: ଅଗ୍ନିଶମ ଡିଜି ଏମ୍‌. ଅକ୍ଷୟ ସୋମବାର ଭର୍ଚୁଆଲ ମୋଡ୍‌ରେ ବିଭାଗର ବିଭିନ୍ନ ପଦସ୍ଥ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ଏଥିରେ ପ୍ରାକ୍‌ ମୌସୁମୀ ବାତ୍ୟା ସମ୍ପର୍କରେ ଆଲୋଚନା ହେବା ସହ ବାତ୍ୟା ସମୟରେ କିପରି ଭାବେ…

ଜିଏସ୍‌ଟି ସଂଗ୍ରହରେ ଓଡ଼ିଶାର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର, ୪।୫(ବ୍ୟୁରୋ): ଜିଏସ୍‌ଟି ପ୍ରଚଳନ ହେବା ପରଠାରୁ ଚଳିତ ଆର୍ଥିକ ବର୍ଷ (୨୦୨୧-୨୨) ଏପ୍ରିଲରେ ଓଡ଼ିଶା ୧୧୨୬.୬୭ କୋଟିର ଜିଏସ୍‌ଟି ସଂଗ୍ରହକରି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୧୯ରେ ଏହି ସମୟରେ ରାଜ୍ୟ ଜିଏସ୍‌ଟି ସଂଗ୍ରହ ପରିମାଣ ୯୨୭.୬୦ କୋଟି ଟଙ୍କା…

ଲୁଟ୍‌ବେଳେ ଷ୍ଟାର୍ଟ ହେଲାନି ବାଇକ୍‌, ଧରାପଡ଼ିଲେ ଅଭିଯୁକ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍‌ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ…

ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ଅଗ୍ରାଧିକାର ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଟିକା ଅଭାବ ଯୋଗୁ ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ହିତାଧିକାରୀ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ଏବେ ଦ୍ୱିତୀୟ ଡୋଜ୍‌ ହିତାଧିକାରୀଙ୍କୁ ପ୍ରାଥମିକତା ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ସୋମବାର ସ୍ବାସ୍ଥ୍ୟ…

ବନ୍ଦ ହେଲା ଯାତ୍ରୀନିବାସ ଟିକାକରଣ କେନ୍ଦ୍ର

ଭୁବନେଶ୍ୱର, ୪।୫ (ବ୍ୟୁରୋ):  କାର୍ଯ୍ୟରତ ଖବରଦାତାଙ୍କୁ ଟିକାକରଣ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଯାତ୍ରୀନିବାସଠାରେ ବିଭିନ୍ନ ଗଣମାଧ୍ୟମର କାର୍ଯ୍ୟରତ ୧୭୦ଜଣ ଖବରଦାତାଙ୍କୁ ଟିକା ଦିଆଯାଇଛି। ତେବେ ପ୍ରଥମ ଦିନ ହିଁ…

ସିଏସ୍‌କେ-ଆର୍‌ଆର୍‌ ମ୍ୟାଚ୍‌ ବାତିଲ

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ (ସିଏସକେ) ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ ବାତିଲ ହୋଇଛି। ଚେନ୍ନାଇ ବୋଲିଂ କୋଚ ଏଲ ବାଲାଜୀ କୋଭିଡ ପଜିଟିଭ ବୋଲି ଜଣାପଡିବା ପରେ…

ପ୍ରତି ରବିବାର ଭର୍ଚୁଆଲ୍‌ ମୋଡ୍‌ରେ ବୁଲିପାରିବେ ଜନଜାତି ସଂଗ୍ରହାଳୟ

ଭୁବନେଶ୍ୱର, ୪।୫ (ବ୍ୟୁରୋ): ମହାମାରୀ କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱରସ୍ଥିତ ଜନଜାତି ସଂଗ୍ରହାଳୟକୁ ଗତ ଏପ୍ରିଲ ୨୬ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। କିନ୍ତୁ ଅନୁସୂଚିତ ଜାତି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri