Home Left

ପ୍ରମୋଦଙ୍କ ପାରାଅଲିମ୍ପିକ୍ସ ପ୍ରସ୍ତୁତିରେ ବାଧା

ନୂଆଦିଲ୍ଲୀ, ୪।୫(ପି.ଟି.)-ଓଡ଼ିଶାର ଶୀର୍ଷସ୍ଥାନୀୟ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ପାରାଅଲିମ୍ପିକ୍ସ ପ୍ରସ୍ତୁତିରେ ବାଧା ସୃଷ୍ଟି ହୋଇଛି। ଦେଶର ଅନ୍ୟତମ ଖେଳାଳି ସୁକାନ୍ତ କଦମଙ୍କ ଅବସ୍ଥା ମଧ୍ୟ ତାହା। କୋଭିଡ୍‌-୧୯ ମହାମାରୀ ଯୋଗୁ ନୂଆ କ୍ୱାରାଣ୍ଟାଇନ୍‌ ନିୟମ ଅନୁସାରେ ଏ ଦୁଇ…

କୁକୁରଟିଏ ପାଇଁ ବର୍ଷାରେ ଭିଜୁଛି କୁନି ଝିଅ, ଜାଣନ୍ତୁ କାହିଁକି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆ। ଅପରାହ୍ନରେ ରଙ୍ଗିପୁର ପଞ୍ଚାୟତ କାର୍ଯ୍ୟାଳୟରେ ରାଶନ ଚାଉଳ ବଣ୍ଟାବେଳେ ଗଣେଶ…

ପସନ୍ଦ ଦଳ ଜିତିଥିବାରୁ ଜିଭ କାଟିଲେ ମହିଳା

ଚେନ୍ନାଇ, ୩ା୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଡିଏମ୍‌କେ ଦଳ ବିଜୟ ଲାଭ କରିବା ପରେ ମାନସିକ ପୂରଣ ପାଇଁ ଜଣେ ମହିଳା ଜିଭ କାଟିଦେଇଛନ୍ତି। ଡିଏମ୍‌କେ ନିର୍ବାଚନ ଜିତିଲେ ଜିଭ କାଟି ଠାକୁରଙ୍କୁ ଅର୍ପଣ କରିବେ ବୋଲି ୩୨ ବର୍ଷୀୟା ବନିତା…

ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର,୩।୫: ଲକ୍‌ଡାଉନରେ ଖୋଲା ରହିବ ଆହାର କେନ୍ଦ୍ର । ହେଲେ ଲୋକେ ଆହାର କେନ୍ଦ୍ରରେ ବସି ଖାଇ ପାରିବେ ନାହିଁ। ଆହାର କେନ୍ଦ୍ରରୁ କେବଳ ପାର୍ସଲ ନେଇପାରିବେ। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସନ୍ଧ୍ୟାରେ ଏହି ସୂଚନା ଦେଇଛନ୍ତି…

ବିନା ପଞ୍ଜୀକରଣରେ ଟିକାକେନ୍ଦ୍ରକୁ ଯିବା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ପୂର୍ବରୁ ୪୫ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକା ଦିଆଯାଉଥିବା ବେଳେ, ସୋମବାର ଭୁବନେଶ୍ୱରରେ ୧୮ରୁ ୪୪ବର୍ଷ ବ୍ୟକ୍ତିଙ୍କ ଟିକାକରଣ ଆରମ୍ଭ ହୋଇଛି। ହେଲେ କିଛି ସ୍ଥାନରେ ଲୋକେ ବିନା ପଞ୍ଜିକରଣରେ ଟିକାକେନ୍ଦ୍ରକୁ ଆସି ଅଯଥା ଗହଳି…

ଭୁବନେଶ୍ୱରରୁ ୮୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୫: ରାଜଧାନୀ ଭୁବନେଶ୍ୱରରୁ ସୋମବାର ୮୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନ୍‌ରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୩ ଜଣ ଆକ୍ରାନ୍ତ ହୋଇଛନ୍ତି। ୭୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର…

ସକାଳେ ଫେରାର, ସନ୍ଧ୍ୟାରେ ଫେରିଲେ

ରାଜଗାଙ୍ଗପୁର,୩।୫: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌର ପରିଷଦ ପକ୍ଷରୁ ସହରର କମ୍ୟୁନିଟି ସେଣ୍ଟରରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ସୋମବାର ସକାଳେ ଏହି କ୍ୱାରେନଣ୍ଟାଇନ ସେଣ୍ଟରରୁ ୧୧ଜଣ ପ୍ରବାସୀ ଫେରାର ହୋଇ ଯାଇଥିଲେ। ପୁଣି ସନ୍ଧ୍ୟାରେ ସେମାନେ ଫେରି ଆସିଥିବା ଜଣାପଡିଛି। ମିଳିଥିବା…

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ

ବାସୁଦେବପୁର, ୩।୫: ପୂର୍ବତନ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ତଥା ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବିଧାୟକ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କଠାରେ ଲକ୍ଷଣ ଦେଖାଦେବାରୁ କୋଭିଡ୍‌ ପରୀକ୍ଷା କରିବା ପରେ ପଜିଟିଭ୍‌ ବାହାରିଥିବା ସେ ଶନିବାର…

ଆଖି ବୁଜିଲେ ବଳାତ୍କାର ଶିକାର ନାବାଳିକା

ବାରିପଦା ଅଫିସ, ୩ା୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ବଳାତ୍କାର ପୀଡିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ମୃତ୍ୟୁ ଘଟିଛି। ଏନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ରଙ୍ଗାମାଟିଆ ଅଞ୍ଚଳର ବାହାଦୂର ଚପିଆର(୨୦)…

ଡାଇଗ୍ନୋଷ୍ଟିକ ସେଣ୍ଟରକୁ ୧ ଲକ୍ଷ ଜରିମାନା

କେନ୍ଦୁଝର, ୩।୫: କେନ୍ଦୁଝରଗଡ଼ ପୌରାଞ୍ଚଳରେ କୋଭିଡ୍‌ ଆଇନ ଉଲ୍ଲଂଘନ ଅଭିଯୋଗରେ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସାଇଦେବ ଡାଇଗ୍ନୋଷ୍ଟିକ ସେଣ୍ଟର ମାଲିକଙ୍କଠାରୁ ୧ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। କରୋନା ସଂକ୍ରମଣ ପାଇଁ କଟକଣା ଲାଗୁ…

‘ଥରେ ଛାତିର ସିଟି-ସ୍କାନ, ୩୦୦ ଥର ଏକ୍ସ-ରେ ସହ ସମାନ’

ନୂଆଦିଲ୍ଲୀ,୩।୫: ସାଧାରଣ ଲକ୍ଷଣ ଥିବା କୋଭିଡ୍‌ ଆକ୍ରାନ୍ତଙ୍କ ପାଇଁ ସିଟି-ସ୍କାନ ଆଦୌ ଦରକାର ନାହିଁ। ସିଟି-ସ୍କାନର ଉପକାରିତା ସାଙ୍ଗକୁ କ୍ଷତିକାରକ ମଧ୍ୟ ରହିଛି। ଥରଟିଏ ଛାତିର ସିଟି-ସ୍କାନ କରିବାର ଅର୍ଥ ହେଉଛି ୩୦୦ ଥର ଏକ୍ସ-ରେ କରିବା ସହ ସମାନ। ସିଟି-ସ୍କାନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri