Home Left

ତାମିଲନାଡୁ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

ଚେନ୍ନାଇ,୩।୫: ବିଧାନସଭା ନିର୍ବାଚନରେ ପରାଜୟ ପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସୱାମୀ। ଏଆଇଏଡିଏମ୍‌କେ ବିଧାନସଭାରେ ମାତ୍ର ୭୭ଟି ଆସନରେ ବିଜୟୀ ହୋଇଥିଲା। ପରାଜୟକୁ ସ୍ବୀକାର କରି ପଲାନିସୱାମୀ ସୋମବାର ରାଜ୍ୟପାଳଙ୍କ ପାଖକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।…

ସିଏମ୍‌ସି ପାଇଁ ୧୦ କୋଟି ମଞ୍ଜୁର

ଭୁବନେଶ୍ୱର,୩।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି) ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଏହି ଟଙ୍କା ପ୍ରଦାନ କରାଯିବ। କୋଭିଡ ପରିଚାଳନା ପାଇଁ ଏହି ଟଙ୍କା ଦିଆଯାଇଛି। କଟକରେ କରୋନା…

ଏସବୁ ଜିଲାରେ କାଳବୈଶାଖୀ : ୩ ଘଣ୍ଟା ପାଇଁ ଆଲର୍ଟ ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏପରିକି ଓଡ଼ିଶାର ୧୦ ଜିଲାକୁ ଆଲର୍ଟ ଜାରି କରାଯାଇଛି । ସେହି…

ଆଇପିଏଲ୍‌ରେ କରୋନା ମାଡ: ଚେନ୍ନାଇ ଦଳର ୩ ସଦସ୍ୟ ପଜିଟିଭ୍‌

ନୂଆଦିଲ୍ଲୀ,୩।୫: କରୋନା ଯୋଗୁ ଚଳିତବର୍ଷ ଆଇପିଏଲ୍‌ ଅଧାରୁ ପ୍ରଭାବିତ ହୋଇଛି। ତିନିଥର ଚାମ୍ପିଅନ ଦଳ ଚେନ୍ନାଇ ସୁପର କିଙ୍ଗ୍ସର ଆଇପିଏଲ ଦଳର ତିନିଜଣ ସଦସ୍ୟଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଦଳର ମୁଖ୍ୟ କାର୍ଯ୍ୟର୍ନିବାହୀ କାଶୀ ବିଶ୍ୱନାଥନ, ବୋଲିଂ କୋଚ ଲକ୍ଷ୍ମୀପତି…

କ୍ୟାନ୍‌ସର ଟ୍ୟୁମର ଚିହ୍ନଟର ନୂଆ ଉପାୟ

କଥାରେ ଅଛି- ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ବର୍ତ୍ତମାନର ଉନ୍ନତ ଜ୍ଞାନକୌଶଳ ବିଶିଷ୍ଟ ଚିକିତ୍ସା ପ୍ରଣାଳୀରେ କ୍ୟାନ୍‌ସରକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଚିହ୍ନଟ କରାଯାଇ ତାହାର ଚିକିତ୍ସା କରାଯାଇପାରୁଛି। ହେଲେ ଏହା ଗୁରୁତର ଅବସ୍ଥାରେ ଥିଲେ ରୋଗୀ ମୃତ୍ୟୁମୁଖରେ ପଡିବାର ଯଥେଷ୍ଟ ଆଶଙ୍କା…

ଝିଅକୁ ହରାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩।୫: କlରୋନା ସାରା ଦେଶରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏହି ଭୂତାଣ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକ ଏଥିରେ ପ୍ରାଣ ହରାଉଛନ୍ତି। ସୋମବାର କେନ୍ଦ୍ରମନ୍ତ୍ରୀ ଥାଭର ଚାନ୍ଦ ଗେହଲୋଟଙ୍କ ଝିଅ ଯୋଗିତା…

ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର ମାରିଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ପାଠକଙ୍କୁ ଗତବର୍ଷ ଭିଜିଲାନ୍ସ ବିଭାଗ ଗିରଫ…

ବିଶ୍ୱର ସବୁଠୁ ଗରିବ ଦେଶ: ଲୋକେ ଘାସପତ୍ର, ଝିଣ୍ଟିକା ଖାଇ ବଞ୍ଚନ୍ତି

ବିଶ୍ୱର ଅନେକ ଦେଶରେ କରୋନା ମହାମାରୀ ତା’ର କାୟା ବିସ୍ତାର କରିଚାଲିଛି। ଏଭଳି ପରିସ୍ଥିତିରେ ଆଫ୍ରିକା ମହାଦେଶର ମାଡାଗାସ୍କରରେ ବାସ କରୁଥିବା ହଜାର ହଜାର ଲୋକ ଜଙ୍ଗଲୀ ଘାସ ପତ୍ର ଏବଂ ଝିଣ୍ଟିକା ଖାଇ ଭୋକ ମେଣ୍ଟାଉଛନ୍ତି। ମାଡାଗାସ୍କରରେ ଲଗାତର ମରୁଡ଼ି…

ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା: ଏପର୍ଯ୍ୟନ୍ତ ଗଲାଣି ୪ ଜୀବନ

କୋଲକାତା, ୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ନିର୍ବାଚନରେ ଟିଏମ୍‌ସି ଭାଜପାକୁ ପରାସ୍ତ କରିଥିବା ସତ୍ତ୍ୱେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁଠାରୁ ହାଇପ୍ରୋଫାଇଲ୍‌ ଆସନ ଭାବରେ ବିବେଚନା କରାଯାଉଥିବା ନନ୍ଦିଗ୍ରାମରୁ…

ମାତ୍ର ୩୨ ବର୍ଷରେ କ୍ରିକେଟ୍‌କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୩।୫: ଶ୍ରୀଲଙ୍କା ଅଲରାଉଣ୍ଡର ଥିସାରା ପେରେରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୦୯ରେ ଭାରତ ବିପକ୍ଷ ଏକଦିବସୀୟ ମ୍ୟାଚ୍‌ରେ ପେରେରା ଶ୍ରୀଲଙ୍କା ପାଇଁ ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଦୁଇ ବର୍ଷ ପରେ ସେ ଟେଷ୍ଟ ଖେଳିବାର ସୁଯୋଗ ପାଇଲେ। ସେ…

ଅକ୍ସିଜେନ୍‌ ଅଭାବରୁ ୨୪ ଘଣ୍ଟାରେ ୨୪ ରୋଗୀଙ୍କ ଜୀବନ ଗଲା

ବେଙ୍ଗାଲୁରୁ,୩।୫: କର୍ନାଟକର ଚାମରାଜନଗର ଜିଲାରେଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଥିବା ଜିଲା ହସ୍ପିଟାଲରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଥିରେ କରୋନା ସଂକ୍ରମିତ ରୋଗୀ ମଧ୍ୟ ସାମିଲ ଅଛନ୍ତି। କୁହାଯାଉଛି ଯେ ଏହି ରୋଗୀମାନେ…

ଚର୍ମ ସମସ୍ୟା ଓ ମୋବାଇଲ

ଆଜିକାଲି ମୋବାଇଲ ବ୍ୟବହାର କରିବା ଏକ ସାଧାରଣ କଥା ପାଲଟି ଗଲାଣି। କାରଣ କେବଳ କାହା ସହ କଥାବାର୍ତ୍ତା ହେବା ନୁହେଁ, ବିଭିନ୍ନ ବିଷୟରେ ଜାଣିବାର ଏହା ହେଉଛି ଏକ ସହଜ ମାଧ୍ୟମ। ତେବେ ଏହାର ଆବଶ୍ୟକତାଠାରୁ ଅଧିକ ବ୍ୟବହାର ସ୍ବାସ୍ଥ୍ୟଜନିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri