ଭଉଣୀଙ୍କ ସହ ରୋମାନ୍ସ କରୁଥିବା ଏହି ଅଭିନେତା ହିରୋଙ୍କଠାରୁ ପାଉଥିଲେ ଅଧିକ ପାରିଶ୍ରମିକ
ହିନ୍ଦୀ ସିନେମା ଜଗତରେ ଏପରି ଜଣେ ହାସ୍ୟ ଅଭିନେତା ଯିଏ ଫିଲ୍ମରେ ହିରୋଙ୍କ ଅପେକ୍ଷା ଅଧିକ ପାରିଶ୍ରମିକ ପାଉଥିଲେ। ସେ ହେଉଛନ୍ତି ମହମୁଦ୍ । ତାଙ୍କର ପ୍ରାୟ ସମସ୍ତ ପରିବାର ଚଳଚ୍ଚିତ୍ରର ଥିଲେ। ଖୁବ କମ ଲୋକ ଜାଣିଥିବେ ଯେ ମହମୁଦଙ୍କ…
ମେଡିକାଲ ଅକ୍ସିଜେନ୍
ହସ୍ପିଟାଲରେ ବ୍ୟବହୃତ ଅକ୍ସିଜେନ୍ ସିଲିଣ୍ଡର : ସାଧାରଣତଃ କୌଣସି ହସ୍ପିଟାଲରେ ବ୍ୟବହୃତ ଅକ୍ସିଜେନ୍ ସିଲିଣ୍ଡରର କ୍ଷମତା ୭ ଘନ ମିଟର (୭ କ୍ୟୁବିକ ମିଟର) ହୋଇଥାଏ, ଯାହାର ଉଚ୍ଚତା ପ୍ରାୟ ୪.୫ ଫୁଟ। ଏହାର ଆୟତନ ମାତ୍ର ୪୭ ଲିଟର ହୋଇଥିଲାବେଳେ…
ଉଚ୍ଚ ରକ୍ତଚାପର ଆୟୁର୍ବେଦୀୟ ଉପଚାର
ବର୍ତ୍ତମାନ ବ୍ୟସ୍ତବହୁଳ ଜୀବନଶୈଳୀ ମନୁଷ୍ୟକୁ ଅନେକାଂଶରେ ରୋଗାକ୍ରାନ୍ତ କରିଛି। କେତେଗୁଡିଏ ରୋଗ ଏବଂ ସେଗୁଡିକର ପ୍ରମୁଖ ଲକ୍ଷଣ ସମୂହ ମନୁଷ୍ୟର ଜୀବନଶୈଳୀକୁ ଦୁର୍ବିଷହ କରିଦେଇଛି। ସେପରି ରୋଗଗୁଡିକ ମଧ୍ୟରୁ ଉଚ୍ଚ ରକ୍ତଚାପ (Hypertension) ଅନ୍ୟତମ। ଏହା ଏକ ସ୍ଥାୟୀ ଭେଷଜ ରୋଗ,…
ଟିଏମ୍ସି ଝଡରେ ଉଡିଗଲେ ଭାଜପାର ବଡ଼ ବଡ଼ ନେତା: ମନ୍ତ୍ରୀଙ୍କଠାରୁ ଆରମ୍ଭ କରି କ୍ରିକେଟର୍ ପର୍ଯ୍ୟନ୍ତ ହାରିଲେ
କୋଲକାତା,୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ଟିଏମ୍ସି ଝଡରେ ଭାରତୀୟ ଜନତା ପାର୍ଟିର ଅନେକ ତାରକା ପ୍ରାର୍ଥୀଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏଥିରେ କେନ୍ଦ୍ର ମନ୍ତ୍ରୀ ବାବୁଲ…
ଆଇପିଏଲ୍ରେ ବଡ଼ ଝଟ୍କା: ସ୍ଥଗିତ ହୋଇପାରେ ଆଜିର ମ୍ୟାଚ୍
ନୂଆଦିଲ୍ଲୀ,୩।୫: ଆଜି ଖେଳାଯିବାକୁ ଥିବା କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲର ୩୦ତମ ମ୍ୟାଚ ସ୍ଥଗିତ ହୋଇପାରେ। କେକେଆରର ଅନେକ ଖେଳାଳି ଜ୍ୱରରେ ପୀଡିତ ଅଛନ୍ତି। ଦୁଇ ଖେଳାଳିଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଗଣମାଧ୍ୟମ…
ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍ ମତଦାନ ଆରମ୍ଭ
ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି ବାଲଟ୍ ସଂଗ୍ରହ କରିବେ ପୋଲିଂ ପାର୍ଟି। ୮୦ ବର୍ଷରୁ ଅଧିକ ଏବଂ ଦିବ୍ୟାଙ୍ଗମାନଙ୍କଠାରୁ ଏହି…
ପ୍ରଥମଥର ମୁଖ୍ୟମନ୍ତ୍ରୀ ସିଂହାସନରେ ବସିବେ ଷ୍ଟାଲିନ୍: ୭ରେ ନେବେ ଶପଥ
ଚେନ୍ନାଇ,୩।୫: ଡିଏମକେ ସଭାପତି ଏମ.କେ ଷ୍ଟାଲିନ ଆସନ୍ତା ମେ ୭ରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ସିଂହାସନରେ ବସିବେ। ଏହାପୂର୍ବରୁ ରବିବାର ଷଷ୍ଠ ଥର ତାମିଲନାଡୁର ଶାସନ କରିବାକୁ ତାଙ୍କ ଦଳକୁ…
ଜିଲାପାଳଙ୍କୁ ଦାଦାଗିରି ପଡିଲା ମହଙ୍ଗା
ଅଗରତାଲା,୩।୫: କୋଭିଡ ନିୟମକୁ ପାଳନ କରିବା ଆଳରେ ପଶ୍ଚିମ ତ୍ରିପୁରା ଜିଲାପାଳ ଦାଦାଗିରି କରିବା ତାଙ୍କୁ ମହଙ୍ଗା ପଡିଛି। ଜିଲାପାଳ ଶୈଳେଶ କୁମାର ଯାଦବ ବିବାହ ମଣ୍ଡପରେ ପଶି ବର, ପଣ୍ଡିତ ଏବଂ ଅତିଥିଙ୍କ ସହ ଦୁର୍ବବ୍ୟବହାର କରିବା ଘଟଣାରେ ତାଙ୍କୁ…
ଟିଏମ୍ସି ନେତାଙ୍କୁ ହରାଇଲେ ଝୁମ୍ପୁଡ଼ିରେ ରହୁଥିବା ଏହି ମହିଳା, ହେଲେ ଭାଜପା ବିଧାୟକ
କୋଲକାତା,୩।୫: ପଶ୍ଚିମବଙ୍ଗର ସାଲତୋରା ନିର୍ବାଚନ ମଣ୍ଡଳୀରୁ ଜଣେ ଦିନ ମଜୁରିଆଙ୍କ ସ୍ତ୍ରୀ ଚନ୍ଦନା ବାଉରୀଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛାର ସୁଅ ଛୁଟୁଛି। ୩୦ ବର୍ଷୀୟା ଚନ୍ଦନା ତୃଣମୂଳ କଂଗ୍ରେସ(ଟିଏମ୍ସି) ନେତା ସନ୍ତୋଷ କୁମାର ମଣ୍ଡଳଙ୍କୁ ୪୦୦୦ରୁ ଅଧିକ ଭୋଟ୍ରେ ପରାସ୍ତ କରିଛନ୍ତି।…
୧୦୮ ବର୍ଷରେ ଭାରତୀୟ ସିନେମା: ପ୍ରଥମ ଫିଲ୍ମ ବିଷୟରେ ରୋଚକ ତଥ୍ୟ ଜାଣନ୍ତୁ
ଆଜି ହିନ୍ଦୀ ସିନେମାକୁ ଆଜି ୧୦୮ ବର୍ଷ ପୂରିଛି। ପ୍ରଥମ ଭାରତୀୟ ଫିଚର ଚଳଚ୍ଚିତ୍ର ରାଜା ହରିଶ୍ଚନ୍ଦ୍ର ୧୯୧୩ ମସିହାରେ ଆଜିର ଦିନରେ ମୁକ୍ତିଲାଭ କରିଥିଲା। ସେବେଠାରୁ ସିନେମାରେ ଅନେକ ପରିବର୍ତ୍ତନ ଆସିଛି। ଲଣ୍ଡନରୁ ଫେରିବା ପରେ ଦାଦା ସାହେବ ଫାଲକେ…
କୋଭିଡ୍ ପରିଚାଳନାରେ ଡାକ୍ତରୀ ଛାତ୍ରଙ୍କୁ ନିୟୋଜିତ କଲେ ସରକାର
ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ଆଇପିଏଲ୍ ଇତିହାସରେ ତୃତୀୟଥର ଘଟିଲା ଏମିତି ଘଟଣା
ଆଇପିଏଲ ଇତିହାସରେ ଅନେକ ନିଆରା ଘଟଣା ଘଟିଛି, ଯେତେବେଳେ ବ୍ୟାଟ୍ସମ୍ୟାନ୍ ୯୯ ରନରେ ଆଉଟ୍ ହୋଇଛନ୍ତି ଏବଂ ମାତ୍ର ଗୋଟିଏ ରନ୍ ପାଇଁ ଶତକରୁ ବଞ୍ଚିତ ହୋଇଛନ୍ତି। ଆଇପିଏଲରେ ବିରାଟ କୋହଲି ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ ଯିଏକି ୯୯ ରନରେ ଅରାଉଟ୍…
Archives


