ହାଟରେ ମାନୁନାହାନ୍ତି କୋଭିଡ୍ କଟକଣା
ଗୋପ,୩।୫(ଡି.ଏନ୍.ଏ): କରୋନା କଟକଣାକୁ ନେଇ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଗୋପ ଥାନା ଅଧିନ ନୟାହାଟ ହାଟରେ ତା’ର ବ୍ୟତିକ୍ରମ ଦେଖାଦେଇଛି। ହାଟରେ ଲୋକେ ମାସ୍କ ପିନ୍ଧୁ ନ ଥିବାବେଳେ କାହା ମଧ୍ୟରେ ବି ସାମାଜିକ ଦୂରତ୍ୱ ରହୁ ନାହିଁ।…
ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଆଜି ରାଜ୍ୟରୁ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଏଟିଏମ୍ରୁ ଟଙ୍କା ଉଠାଇବା ବାହାନାରେ ଚୋରି କଲେ ସାନିଟାଇଜର, ଭିଡିଓ ଦେଖିଲେ…
ଭାରତରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍ଡାଉନ୍ ଘୋଷଣା ବି କରାଯାଇଛି। ସରକାର ଲୋକଙ୍କୁ ନିୟମ ପାଳନ କରିବାକୁ ନିବେଦନ କରୁଛନ୍ତି। କରୋନାରୁ ମୁକ୍ତି ପାଇବା ପାଇଁ ପ୍ରତ୍ୟେକ ସ୍ଥାନରେ ସାନିଟାଇଜର ବ୍ୟବସ୍ଥା…
ହାଇକୋର୍ଟଙ୍କୁ ଚିଠି ଲେଖିଲେ ଅଞ୍ଜନା
ଭୁବନେଶ୍ୱର,୩।୫(ବ୍ୟୁରୋ): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କୁ ଚିଠି ଲେଖିଛନ୍ତି ନିଜେ ପୀଡିତା। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବଳାତ୍କାର ପଛରେ ଏକ ବଡ଼ ଷଡ଼ଯନ୍ତ୍ର ଥିଲା। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଗଣବଳାତ୍କାରରେ…
୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା
ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ଓ ଝଡ଼ତୋଫାନ ହୋଇଥିବାରୁ ପାରଦ ସାମାନ୍ୟ ଖସିଛି। ରବିବାର ୪ଟି ସହରରେ…
ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା
ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା ପ୍ରଦାନ କରାଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ଗତ ୧ ତାରିଖରୁ ଆରମ୍ଭ ହେବାର ଥିଲା।…
ଲୋକେଶ ରାହୁଲ ଆପେଣ୍ଡିସାଇଟ୍ସରେ ପୀଡ଼ିତ
ଅହମଦାବାଦ, ୩ା୫ (ପି.ଟି.)- ଆଇପିଏଲ୍ ଫ୍ରାଞ୍ଚାଇଜ୍ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କୁ ଆପେଣ୍ଡିସାଇଟ୍ସରେ ପୀଡ଼ିତ ହୋଇଛନ୍ତି। ଅସ୍ତ୍ରୋପଚାର ପାଇଁ ସେ ବିମାନ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ଅତିକମ୍ରେ ସେ ଦୁଇ ସପ୍ତାହ ଖେଳରୁ ଦୂରେଇ ରହିବେ, ଏପରିକି ଟୁର୍ନାମେଣ୍ଟରୁ…
ନିଜକୁ ଫିଟ୍ ରଖିବା ପାଇଁ ଗଛରେ ଗୋଡ଼ ରଖି ବିଲେଇ କରୁଥିଲା ଏମିତି, ଭିଡିଓ ଭାଇରାଲ
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ଗଛରେ ନିଜକୁ ଫିଟ୍ ରଖିବା ପାଇଁ ଗୋଡ଼…
କରୋନା ସମୟରେ ଥଣ୍ଡା, କାଶ ଶୀଘ୍ର ଭଲ କରିବା ପାଇଁ ଆପଣାନ୍ତୁ ଏହି ଉପାୟ
କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିରୁ ମୁକ୍ତି ପାଇବା ପାଇଁ ଆମ ଦେଶର କେତେକ ରାଜ୍ୟରେ ଲକ୍ଡାଉନ୍ ଘୋଷଣା ବି କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ ଲୋକଙ୍କୁ…
କିଶୋର କୁମାରଙ୍କ ତୃତୀୟ ସ୍ତ୍ରୀଙ୍କୁ କାହିଁକି ବିବାହ କରିଥିଲେ ମିଥୁନ ଚକ୍ରବର୍ତ୍ତୀ, କାରଣ ଜାଣିଲେ…
ବଲିଉଡ ଅଭିନେତ୍ରୀ ଯୋଗିତା ବାଲି ନିଜର ସୌନ୍ଦର୍ଯ୍ୟ ସହ ଅଭିନୟ ପାଇଁ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ୧୯୭୧ ମସିହାରେ ଫିଲ୍ମ ‘ପାର୍ବନା’ରୁ କ୍ୟାରିୟର ଆରମ୍ଭ କରିଥିଲେ। ପରେ ଅନେକ ହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ…
ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଷ୍ଟାଲିନ
ନୂଆଦିଲ୍ଲୀ, ୨।୫: ତାମିଲନାଡୁ ନିର୍ବାଚନରେ ଡିଏମ୍କେ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଛି। ୨୩୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଡିଏମ୍କେ ମେଣ୍ଟ ୧୪୮ ଆସନରେ ଆଗୁଆ ରହିଛି। ଦଳର ଏହି ସଫଳତା ପାଇଁ ଡିଏମ୍କେ ଅଧ୍ୟକ୍ଷ ଏମ୍.କେ.…
Archives


