Home Left

ଗଛମୂଳରୁ ଶୁଭୁଥିଲା ନବଜାତକର କାନ୍ଦ ଶବ୍ଦ, ଆଉ ତା’ ପରେ…

ବାରଙ୍ଗ,୨।୫(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଗ୍ରାମମୁଣ୍ଡ ପୋଖରୀ ହୁଡ଼ା ପଛପଟରୁ ଇନ୍‌ ଫୋସିସ୍‌ ଥାନା ପୋଲିସ ରବିବାର ସକାଳେ ଏକ ନବଜାତ ଶିଶୁକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଛି। ଆଜି ସକାଳେ କଳାରାହଙ୍ଗ ଗ୍ରାମର କିଛି ଲୋକ ଗାଧୋଇବା…

ଭାରତରୁ ଆସୁଥିବା ଲୋକଙ୍କ ପ୍ରତି ରୋକ ଲଗାଇଲା ଏହି ଦେଶ, କହିଲା ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

କାନ୍‌ବେରା,୨।୫: ଭାରତରେ ବର୍ତ୍ତମାନ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ଲକ୍ଷଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱର କେତେକ ଦେଶ ନିଜ ଦେଶର ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ନ ଯିବା ଏବଂ ଭାରତରୁ ଆସୁଥିବା ଲୋକଙ୍କ…

ଚିନ୍ତା ବଢ଼ାଉଛି ସୀମାନ୍ତବର୍ତ୍ତୀ ୩ ଜିଲା: ସ୍ଥିତି ସମୀକ୍ଷା ପାଇଁ ଗସ୍ତରେ ପୋଲିସ ଡିଜି

ଭୁବନେଶ୍ୱର,୨।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତ ଜିଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି। ଏ ନେଇ ପୋଲିସ ଡିଜି ଅଭୟ ସୀମାନ୍ତବର୍ତ୍ତୀ ୩ଟି ଜିଲା ଗସ୍ତରେ ଯାଇ କୋଭିଡ୍‌ ଏନଫୋର୍ସମେଣ୍ଟ ସ୍ଥିତିର ସମୀକ୍ଷା…

ଲକ୍‌ଡାଉନ୍‌ ସମୟରେ ନିର୍ବାଚନ କାର୍ଯ୍ୟକୁ ଅନୁମତି

ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗୁ ହେବାକୁ ଥିବା ଲକ୍‌ଡାଉନ୍‌ ସମୟରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକୁ ଅନୁମତି ମିଳିବ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ କହିଛନ୍ତି। ନିର୍ବାଚନ ସମ୍ପର୍କିତ କାର୍ଯ୍ୟରେ ଶଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ ଲାଗୁ ହେବ ନାହିଁ…

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ: ଭେଟେରାନ ଅଭିନେତା ଦିଲ୍ଲୀପ କୁମାର ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିୟମିତ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଇରା ବାନୁ ଏହି ସୂଚନା ଦେଇଛନ୍ତି। ଦିଲ୍ଲୀପଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତ୍ତି ଆସିଥିବା ସାଇରା…

ବଲିଉଡ୍‌ର ଏହି ପ୍ରସିଦ୍ଧ ଗାୟକମାନେ କରିଛନ୍ତି ଦ୍ୱିତୀୟ ବିବାହ

ମୁମ୍ବାଇ: କୁହାଯାଏ, ଯୋଡ଼ି ଭଗବାନ ତିଆରି କରିଥାନ୍ତି। ଏହି କାରଣରୁ କେତେକ ସମ୍ପର୍କ ବହୁ ଚେଷ୍ଟା କରି ମଧ୍ୟ ସଫଳ ହୋଇ ନ ଥାଏ। ଏମିତି ବି ବଲିଉଡ୍‌ର କିଛି ଗାୟକଙ୍କ କ୍ଷେତ୍ରରେ ଘଟିଛି। ଆସନ୍ତୁ ଜାଣିବା ଏ ସମ୍ପର୍କରେ… ହିମେଶ…

ଗୋଟିଏ ଗୁଜବ ପାଇଁ ୯ ବର୍ଷ ଧରି ଖାଲି ପଡ଼ିଛି ପ୍ରଧାନମନ୍ତ୍ରୀଙ୍କ ହାଉସ୍‌

ଟୋକିଓ,୨।୫: ପ୍ରତ୍ୟେକ ଦେଶର ପ୍ରଧାନମନ୍ତ୍ରୀ ହାଉସ୍‌ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ଦେଶର ଲୋକମାନେ ଭାବନ୍ତି ଏହା ଭିତର କେମିତି ତିଆରି ହୋଇଛି, କେମିତି ଦେଖିବାକୁ, କ’ଣ ସବୁ ସୁବିଧା ରହିଛି। ମାତ୍ର ଥରେ ଭାବିଲେ ଜାପାନ ଏମିତି ଏକ ଦେଶ ଯେଉଁଠି…

ଆଜି ୧୪ ମୁଣ୍ଡ ନେଲା କରୋନା: ରାୟଗଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨।୫(ବ୍ୟୁରୋ): ଗୋଟିଏ ପଟେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଥିବା ନଜର ଆସୁଛି। ଏହି କ୍ରମରେ ରବିବାର ଆଉ ୧୪ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ…

ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ଏକଦା ଦିଲ୍ଲୀରେ ମାଡ଼ ଖାଇଥିଲେ ଶାହାରୁଖ: ସ୍ତ୍ରୀ ଗୌରୀଙ୍କୁ ଆଜି ବି କୁହନ୍ତି ଭାଉଜ, କାରଣ ଜାଣିଲେ..

ବମ୍ବେ: ସଂଘର୍ଷର ଅନ୍ୟନାମ ସଫଳତା। ଜୀବନରେ ଯିଏ ସଂଘର୍ଷ କରିଛି ସେ ଦିନେ ନା ଦିନେ ସଫଳତାର ସ୍ବାଦ ଚାଖିଛି। ସେଭଳି ଜଣେ ବଲିଉଡ ସୁପରଷ୍ଟାର ହେଲେ ଶାହରୁଖ ଖାନ୍‌। ସେ କିଙ୍ଗ ଖାନ୍‌, ରୋମାନ୍ସ କିଙ୍ଗ ଭାବେ ପ୍ରଶଂସକଙ୍କ ଗହଣରେ…

ଆଇପିଏଲ୍‌ ଆସି ଫସିଲେ ଅଷ୍ଟ୍ରେଲିୟ ଖେଳାଳି! ଦେଶକୁ ଫେରିଲେ ଜରିମାନା ସହ ହୋଇପାରେ ଜେଲ

ନୂଆଦିଲ୍ଲୀ,୧।୫: ଭାରତରେ କୋଭିଡ-୧୯ର ଦ୍ୱିତୀୟ ଲହର ଯୋଗୁ ଉପୁଜିଥିବା ଭୟଙ୍କର ସ୍ଥିତିକୁ ଦେଖି ଆଇପିଏଲ୍‌ ଅଧାରୁ ଛାଡ଼ି ସ୍ବଦେଶ ଫେରିଛନ୍ତି କିଛି ବିଦେଶୀ ଖେଳାଳି। ହେଲେ ଅଷ୍ଟ୍ରେଲିଆ ଖେଳାଳି ଏଭଳି ନିଷ୍ପତ୍ତି ଲାଗି ଏବେ ଅଡ଼ୁଆରେ ପଡ଼ିପାରନ୍ତି। କାରଣ ଏହା ପୂର୍ବାପେକ୍ଷା…

ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି ପାଇପ ମାଧ୍ୟମରେ ଯୋଗାଣ ହୋଇଥାଏ। ଏବେ ଉକ୍ତ ନଦୀରେ ପାଣି ନ ଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri