Home Left

ମେ’ ୧୦ରୁ ସୁପ୍ରିମକୋର୍ଟ ଗ୍ରୀଷ୍ମ ଅବକାଶ

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଶନିବାର ଆଗୁଆ ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି । ମେ’ ୧୦ରୁ ଜୁନ ୨୮ ପର୍ଯ୍ୟନ୍ତ କୋର୍ଟ ବନ୍ଦ ରହିବ। କୋଭିଡ୍‌ ସଂକ୍ରମଣକୁ ନେଇ ବାର୍‌ ଆସୋସିଏଶନ ପକ୍ଷରୁ ଗ୍ରୀଷ୍ମ…

ବିନା ପରିବର୍ତ୍ତନରେ ଓହ୍ଲାଇଲା ସିଏସ୍‌କେ

ନୂଆଦିଲ୍ଲୀ,୧।୫ : ଟସ୍‌ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା। ଏଠାକାର ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ। ଏହାକୁ ଦୃଷ୍ଟିରେ ରଖି ରୋହିତ ଏଭଳି ନିଷ୍ପତ୍ତି ନେଇଛନ୍ତି। ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ…

ପୁଣି ବଢ଼ିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୧।୫ : ଆସନ୍ତା ସୋମବାର ସକାଳେ ଦିଲ୍ଲୀରେ ଶେଷ ହେବ ନାହିଁ ଲକ୍‌ଡାଉନ। କୋଭିଡ୍‌ ଲକ୍‌ଡାଉନକୁ ଆହୁରି ଏକ ସପ୍ତାହ ବଢ଼ାଇ ଦିଆଯାଇଛି। ଏ ନେଇ ଶନିବାର ସନ୍ଧ୍ୟାରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଦେଶର ରାଜଧାନୀରେ…

ଅଧିନାୟକ ପଦରୁ ଓ୍ବାର୍ନର ବିଦା

ନୂଆଦିଲ୍ଲୀ,୧।୫ : ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ଶନିବାର ତା’ର ନେତୃତ୍ୱରେ ପରିବର୍ତ୍ତନ କରିଛି। ଡେଭିଡ୍‌ ଓ୍ବାର୍ନରଙ୍କୁ ଅଧିନାୟକ ପଦରୁ ହଟାଇ ଦିଆଯାଇଛି। ତାଙ୍କ ବଦଳରେ ନ୍ୟୁଜିଲାଣ୍ଡର କେନ ଓ୍ବିଲିୟମସନଙ୍କୁ ଦିଆଯାଇଛି ଏହି ଗୁରୁ ଦାୟିତ୍ୱ। ସେ ଚଳିତ ଆଇପିଏଲରେ ଦଳର ନେତୃତ୍ୱ…

ପରିବା ଗାଡ଼ିରୁ ମିଳିଲା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ

ଜୟପୁର, ୧।୫: ପନିପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ତାହା ଜୟପୁର ସଦର ଥାନା ପୋଲିସ ହାତରେ ଧରାପଡିଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ମହିନ୍ଦ୍ରା ପିକ୍‌ଆପ, ୩ଟି ବାଇକ, ୫ଟି…

ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ

ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ ବ୍ୟାଘ୍ର…

ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ଉପସ୍ଥିତ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବାରେ…

ବନ୍ଦ ରହିବ ଧର୍ମାନୁଷ୍ଠାନ

ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି କରାଯାଇଛି। ଦିନକୁ ଦିନ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏଭଳି…

ପ୍ରିୟଙ୍କାଙ୍କ ଅଭିଯୋଗ: ‘ଉତ୍ତରପ୍ରଦେଶରେ ନିର୍ବାଚନ ଡ୍ୟୁଟି କରିଥିବା ପ୍ରାୟ ୭୦୦ ଶିକ୍ଷକ ମୃତ’

ନୂଆଦିଲ୍ଲୀ,୧।୫: କଂଗ୍ରେସର ସାଧାରଣ ସମ୍ପାଦକ ତଥା ଉତ୍ତରପ୍ରଦେଶ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। କରୋନା ମହାମାରୀର ଚିନ୍ତାଜନକ ପରିସ୍ଥିତିରେ ସରକାର ସତ୍ୟକୁ ଦମନ କରୁଥିବା ନେଇ ସେ ଅଭିଯୋଗ କରି କହିଛନ୍ତି, ରାଜ୍ୟରେ ନିର୍ବାଚନ…

୫ଦିନ ଧରି ନାବାଳିକାଙ୍କୁ ବଳାତ୍କାର

ବାରିପଦା ଅଫିସ, ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା(ନଂ. ୪୮/୨୧) ରୁଜୁ କରି ଅଭିଯକ୍ତ ଯୁବକଙ୍କୁ ଗିରଫ କରି…

କରୋନାରେ ଚାଲିଗଲା ଆଉ ଜଣେ ଟିଭି ଆଙ୍କରଙ୍କ ଜୀବନ

ନୂଆଦିଲ୍ଲୀ,୧।୫: କରୋନା ମହାମାରୀ ଜଣଙ୍କ ପରେ ଜଣଙ୍କ ଜୀବନ ନେଇଚାଲିଛି। ଏହି ଭୂତାଣୁ ବର୍ତ୍ତମାନ ସମଗ୍ର ଦେଶରେ ଆତଙ୍କ ଖେଳାଇଛି। ପ୍ରତିଦିନ ଏମିତି ଖବର ଆସୁଛି, ଯାହା ଶୁଣି ଲୋକଙ୍କ ମନୋବଳ ଭାଙ୍ଗି ଯାଉଛି। ବର୍ତ୍ତମାନ ଆଉ ଜଣେ ଆଙ୍କର ତଥା…

କରୋନା ରୋଗୀଙ୍କ ମୃତ୍ୟୁ ଦେଖି ଭୋ ଭୋ କାନ୍ଦିଲେ ଡାକ୍ତର, କହିଲେ…

ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡା. ଏ କେ ରାୟ କରୋନା ରୋଗୀଙ୍କ ମୃତ୍ୟୁ ଦେଖି ନିଜ ଚାମ୍ବରରେ ବସି ଭୋ ଭୋ ହୋଇ କାନ୍ଦୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri