ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ
ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ କରୁଥିବା ଦେଖିବାକୁ ମିକିଛ। ଏହିପରି ଏକ ଘଟଣାକ୍ରମରେ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା…
ଚତୁର୍ଥୀ ରାତିରେ କନ୍ୟାଙ୍କ ସହ ଘଟିଲା ଏମିତି, ଜାଣିଲେ କହିବେ…
ଲକ୍ଷ୍ନୌ,୧।୫: ଉତ୍ତରପ୍ରଦେଶର ବିଜନୌରରେ ଏକ ଦୁଃଖଦ ଘଟଣା ଘଟିଛି। କନ୍ୟାଙ୍କ ହାତରୁ ମେହେନ୍ଦୀ, ପାଦରୁ ଅଳତା ଲିଭି ନ ଥିବା ବେଳେ ଦଇବ ଦାଉ ସାଧିଲା। ସଂସାର କ’ଣ ଜାଣିବା ଆଗରୁ ସବୁକିଛି ଛାରଖାର ହୋଇଗଲା। କାରଣ ଚତୁର୍ଥୀ ଦିନ ହିଁ…
ଘରର ଆଜ୍ବେଷ୍ଟସ୍ ଉଡ଼ାଇ ନେଲା କାଳବୈଶାଖୀ
ଠାକୁରମୁଣ୍ଡା,୧।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରେ କାଳବୈଶାଖୀ ପ୍ରଭାବରେ ଅନେକ କ୍ଷୟକ୍ଷତି ହୋଇଛି। ପ୍ରବଳ ବେଗରେ ପବନ ଯୋଗୁ ଅନେକ ଲୋକଙ୍କ ଘର ଛପର ଉଡ଼ିଯାଇଛି। କେନ୍ଦୁଜିଆଣି ପଞ୍ଚାୟତ ଡୁମୁରିଆ ଗ୍ରାମର ପର୍ଶୁରାମ ନାୟକଙ୍କ ଘରର ଆଜବେଷ୍ଟସ୍…
ପୋଲିସ ପିଟିଲା, ଭୁଲ୍ ମଗାଇଲା
ପୁରୀ ଅଫିସ,୧।୫: ପୁରୀ ମୋଚିସାହି କୋଭିଡ୍ ଟେଷ୍ଟିଂ ସେଣ୍ଟରରେ ହେଉଥିବା ଅନିୟମିତତାକୁ ବିରୋଧ କରିବାରୁ ଶୁକ୍ରବାର ଜଣେ ବଙ୍ଗୀୟ ଯୁବକଙ୍କୁ ପୋଲିସ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ସମ୍ପୃକ୍ତ ଯୁବକ ଅମ୍ରିତ୍ ରୟଙ୍କୁ ପୋଲିସ ମାଡ଼ ମାରିବା ସହ ଭୁଲ ମଗାଇଛି।…
ରାଜ୍ୟର ପ୍ରଥମ କମର୍ସିଆଲ କୋର୍ଟ ଉଦ୍ଘାଟିତ
ସମ୍ବଲପୁର, (ବ୍ୟୁରୋ)/କଟକ ଅଫିସ,୧।୫: ସମ୍ବଲପୁର ଜିଲାରେ ରାଜ୍ୟର ପ୍ରଥମ କମର୍ସିଆଲ କୋର୍ଟ ଶୁକ୍ରବାର ଉଦ୍ଘାଟିତ ହେବା ସହ ଦ୍ୱିତୀୟ ସିନିୟର ସିଭିଲ କୋର୍ଟ (ଜମି ଅଧିଗ୍ରହଣ ସମ୍ବନ୍ଧୀୟ) ଓ ଡିଜିଟାଲ ରେକର୍ଡ ରୁମ୍ ଲୋକାର୍ପଣ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍.…
କାଳବୈଶାଖୀର ତାଣ୍ଡବ: ଉଡ଼ିଲା ଘର ଛପର, ଭାଙ୍ଗିଲା ଶହ ଶହ ଗଛ
ପାଟଣା,୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ଓ ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘର ଛପର ଉଡ଼ିଯିବା ସହ ଶହ ଶହ ଗଛ ଭାଙ୍ଗି ପଡ଼ିଛି। ସାହାରପଡ଼ା ବ୍ଲକ ଖଡ଼ିକା ପଦା ପଞ୍ଚାୟତ ବୈଶାଖୀର ତାଣ୍ଡବ ବ୍ୟାପକ କ୍ଷୟକ୍ଷତି…
ମୁଣ୍ଡବିନ୍ଧାର କାରଣ ପାଲଟିଲାଣି କରୋନା: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କୋଭିଡ୍ ସ୍ଥିତି ନେଇ ସମୀକ୍ଷା କଲେ ଜିଲାପାଳ
ଖୋର୍ଦ୍ଧା ଅଫିସ,୧।୫ : ଦିନକୁ ଦିନ ଖୋର୍ଦ୍ଧା ଜିଲାରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହରରେ ଜିଲାରେ ସଂକ୍ରମଣ ହାର ଅଧିକ ରହିଛି। ଦୈନିକ ସଂକ୍ରମଣ ହଜାର ଉପରେ ରହୁଥିବା ବେଳେ ଶନିବାର ୧୭ଶହରୁ ଊଦ୍ଧର୍ବ…
ଅନୁଗୋଳରୁ ହରିୟାଣାକୁ ଗଲା ଅକ୍ସିଜେନ ଏକ୍ସପ୍ରେସ୍
ଭୁବନେଶ୍ୱର, ୧।୫ (ବ୍ୟୁରୋ): କାର୍ଗୋ ଫ୍ଲାଇଟ୍ରେ ଦୁଇଟି ଖାଲି ଅମ୍ଳଜାନ ଟ୍ୟାଙ୍କର ଗୁରୁବାର ସାରେ ଓଡ଼ିଶା ଆସିଥିଲା। ଅନୁଗୋଳସ୍ଥିତ ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ୩୨ ଟନ୍ ଅମ୍ଳଜାନ ଭର୍ତ୍ତି କରାଯାଇ ଉକ୍ତ ଦୁଇ ଟ୍ୟାଙ୍କରକୁ ଶୁକ୍ରବାର ସକାଳେ ଭାରତୀୟ ରେଳପଥ…
କରୋନାରେ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକଙ୍କ ମୃତ୍ୟୁ
କୁଆଁରମୁଣ୍ଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକ ତଥା କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘର ସଭାପତି ସ୍ଥାନୀୟ ଦଲକି ପଞ୍ଚାୟତ ସରପଞ୍ଚ ଓସ୍କାର କୁମାର କିଣ୍ଡୋ (୪୫)ଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଗତ ୨…
ଝାରସୁଗୁଡ଼ା କୋଭିଡ୍ ହସ୍ପିଟାଲରେ ଆକ୍ରାନ୍ତଙ୍କ ମୃତ୍ୟୁ: ଟଙ୍କା ପାଇଁ ହତ୍ୟା ଅଭିଯୋଗ କରି ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍ କଲେ ମୃତକଙ୍କ ପୁଅ
ଝାରସୁଗୁଡ଼ା ଅଫିସ,୧।୫ ଝାରସୁଗୁଡ଼ା କୋଭିଡ୍ ହସ୍ପିିଟାଲ୍ରେ କନକତୋରା ଗ୍ରାମର ନନ୍ଦଲାଲ୍ ବିଶ୍ୱାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁବରଣ କରିଛନ୍ତି। ତାଙ୍କର ସ୍ବାଭାବିକ ମୃତ୍ୟୁ ହୋଇନାହିଁ। ଟଙ୍କା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ମୃତକଙ୍କ ପୁଅ ପ୍ରଶାନ୍ତ ବିଶ୍ୱାଳ…
କରୋନା ସହ ଲଢ଼େଇରେ ହାରିଗଲେ ଆଉ ଜଣେ ଅଭିନେତା; ଶୋକରେ ବୁଡ଼ିଲା…
ବମ୍ବେ: କରୋନାରେ ଆଖି ବୁଜିଲେ ଆଉ ଜଣେ କଳାକାର। ବଲିଉଡ୍ ତଥା ଟେଲିଭିଜନର ଲୋକପ୍ରିୟ ଅଭିନେତା ବିକ୍ରମଜିତ କନ୍ଓ୍ବରପାଲଙ୍କ ପରଲୋକ ଘଟିଛି। ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏବେ ତାଙ୍କ ଦେହାନ୍ତ ଖବର ଶୁଣି କଳାକାରଜଗତରେ ଶୋକର ଛାୟା ଖେଳିଯାଇଛି।…
କରୋନାରେ ଟେଲି ତାରକାଙ୍କ ଅବସ୍ଥା ବେହାଲ: କିଏ ଆଇସିୟୁରେ ତ କିଏ ଖୋଜୁଛନ୍ତି ଶଯ୍ୟା, ଆଉ…
ବମ୍ବେ: କରୋନାର ଦ୍ୱିତୀୟ ଲହର ସହ ଲଢ଼ୁଛି ସାରା ଦେଶ। ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟିମାନେ ମଧ୍ୟ ଏଥିରେ ପ୍ରଭାବିତ ହେଉଛନ୍ତି। ଅନେକ କଳାକାର କରୋନା ସଂକ୍ରମିତ ହୋଇ ସୁସ୍ଥ ହୋଇସାରିଛନ୍ତି। ହେଲେ ଏଭଳି କେତେଜଣ ଅଛନ୍ତି ଯେଉଁମାନେ ମହାମାରୀ…
Archives


