ଏକାସଙ୍ଗେ ୪ ହଜାର ମହିଳାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ସୂଚନା ଦେଲେ ଧନୀ ବ୍ୟକ୍ତି, ସ୍ତ୍ରୀ ଶେଷରେ କଲେ ଏପରି…
ଟୋକିଓ,୧।୫: ଜଣେ ଅବା ଦୁଇ ଜଣ ନୁହେଁ ଏକାସଙ୍ଗେ ୪ ହଜାର ମହିଳାଙ୍କ ସହିତ ସମ୍ପର୍କ ରଖିଥିବା ନେଇ ଜଣେ ଅରବପତି ସୂଚନା ଦେଇଥିଲେ। ତେବେ ଏହା ତାଙ୍କ ପାଇଁ ଶେଷରେ ମହଙ୍ଗା ପଡ଼ିଥିଲା। ସ୍ବାମୀ ଧୋକା ଦେଇଥିବାରୁ ୨୫ ବୟସ୍କା…
କରୋନା ଆକ୍ରାନ୍ତ ଦମ୍ପତିଙ୍କ ଆତ୍ମହତ୍ୟା ଘଟଣା: ଚିଟ୍ଫଣ୍ଡ ଟଙ୍କା ପରିଶୋଧ ଚିନ୍ତାରୁ ଚରମ ନିଷ୍ପତ୍ତି
ନୟାଗଡ ଅଫିସ/ ରଣପୁର,୧।୫(ସ୍ବ.ପ୍ର.): ଋଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅନ୍ତର୍ଗତ ଗୋଡ଼ିମଡ଼ାର କରୋନା ଆକ୍ରାନ୍ତ ଦମ୍ପତି ଭିକାରୀ ପାତ୍ର(୫୭) ଓ ଜ୍ୟୋତ୍ସ୍ନାରାଣୀ(୫୨) ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେମାନେ ଏଭଳି ଚରମ ନିଷ୍ପତ୍ତି ନେବା ପଛରେ ଚିଟ୍ଫଣ୍ଡ ଟଙ୍କା ପରିଶୋଧ ଚାପ ବୋଲି…
ମେୟର ହାତ ଯୋଡ଼ିଲେ,ଲୋକଙ୍କୁ କଲେ ଏଭଳି ଅନୁରୋଧ…
ମୁମ୍ବାଇ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଖାଦେଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁମ୍ବାଇର ମେୟର କିଶୋରୀ ପେଡ଼ନେକର ହାତଯୋଡ଼ି ଲୋକଙ୍କୁ…
ଜୀବନରେ ବହୁ ଚେଷ୍ଟା ସତ୍ତ୍ୱେ ଏହା ମିଳିବା ଅସମ୍ଭବ
ଆଚାର୍ଯ୍ୟ ଚାଣକ୍ୟ, ତାଙ୍କ ନୀତି ଶାସ୍ତ୍ରରେ ଜୀବନ ସହିତ ଜଡ଼ିତ ସମସ୍ତ ଦିଗକୁ ଗଭୀର ଭାବରେ ଆଲୋକପାତ କରିଛନ୍ତି। ତାଙ୍କ ନୀତିରେ ସେ ବ୍ୟକ୍ତିଙ୍କ ସହ ଜଡ଼ିତ ଏକ କଥା ଉଲ୍ଲେଖ କରିଛନ୍ତି, ଯାହା ବହୁ ଚେଷ୍ଟା ସତ୍ତ୍ୱେ ମଧ୍ୟ ହାସଲ…
ଘରେ ରହି ଭୋଟ୍ ଦେବେ ଦିବ୍ୟାଙ୍ଗ
ପୁରୀ ଅଫିସ,୧।୫: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଥିବା କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ ହୋଇଛି। ଏହାପରେ ବାଲଟ୍ ପେପର ପ୍ରସ୍ତୁତି ଆରମ୍ଭ ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ଅଫିସରମାନେ କଟକ ଓ ବ୍ରହ୍ମପୁରକୁ…
ଆଜିଠୁ ୩ ମାସ ପାଇଁ ଭିତରକନିକା ବନ୍ଦ
ରାଜନଗର, ୧।୫(ଡି.ଏନ.ଏ.): ମେ’ ୧ଠାରୁ ଜୁଲାଇ ୩୧ ତାରିଖ ଯାଏ ୩ ମାସ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ…
କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି
ମାଲକାନଗିରି,୧।୫(ଡି.ଏନ୍.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦ ଜଣଙ୍କୁ ପଡ଼ିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରୁ କେତେକ ଘରେ ରହି…
କରୋନାରେ ଶାହାବୁଦ୍ଦିନ୍ଙ୍କ ପରଲୋକ ନେଇ ଗୁଜବ…
ନୂଆଦିଲ୍ଳୀ/ପାଟନା,୧।୫: କରୋନାରେ ଆକ୍ରାନ୍ତ ହୋଇ ବିହାରର ଆରଜେଡିର ପୂର୍ବତନ ଏମ୍ପି ମହମ୍ମଦ ଶାହାବୁଦ୍ଦିନ୍ଙ୍କ ପରଲୋକ ଘଟିଥିବା ନେଇ ଶନିବାର ଗୁଜବ ସୃଷ୍ଟି ହୋଇଛି। ସେ ଦିଲ୍ଲୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ…
ରାଜ୍ୟରେ କରୋନା ନେଲା ଆଉ ୧୧ ମୁଣ୍ଡ: ଡରାଇଲାଣି ଖୋର୍ଦ୍ଧା
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…
କରୋନା ଭାଙ୍ଗିଲା ସବୁ ରେକର୍ଡ: ରାଜ୍ୟରେ ଦିନକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ; କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା। ଦିନକରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୮୭ ଚିହ୍ନଟ…
କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…
ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନାର ଲକ୍ଷଣ ପ୍ରକାଶ ପାଇଥିବା ଲୋକଙ୍କଠାରେ ସଂକ୍ରମଣ ୬ ମାସ ପର୍ଯ୍ୟନ୍ତ…
ଦିଲ୍ଲୀ ଉପରାଜ୍ୟପାଳ ସଂକ୍ରମିତ
ନୂଆଦିଲ୍ଲୀ, ୧।୫(ପି.ଟି.): ଦିଲ୍ଲୀ ଉପରାଜ୍ୟପାଳ (ଏଲ୍ଜି) ଅନିଲ ବୈଜାଲ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ନିଜ ବାସଭବନରେ ଆଇସୋଲେଶନରେ ରହିଥିବାବେଳେ ଦିଲ୍ଲୀ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେ କୋଭିଡ୍ ପରୀକ୍ଷା…
Archives


