Home Left

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ନୂଆଦିଲ୍ଲୀ, ୧।୫(ପି.ଟି.): ଦେଶରେ ଗତ କିଛିଦିନ ହେଲା ପ୍ରତ୍ୟହ ୩ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ନେଉଛି କରୋନା ମହାମାରୀ। ସଂକ୍ରମଣରୁ ରକ୍ଷା ପାଇବା ଲାଗି ଟିକାକରଣକୁ ବ୍ୟାପକ କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ।…

ଇସ୍ରାଏଲ୍‌: ଦଳାଚକଟାରେ ୪୪ ମୃତ

ଜେରୁଜେଲମ, ୧।୫(ଆଇଏଏନ୍‌ଏସ୍‌): ଇସ୍ରାଏଲ୍‌ରେ ଗୁରୁବାର ମଧ୍ୟରାତ୍ରରେ ଏକ ଇହୁଦୀ ଉତ୍ସବ ପାଳନ ବେଳେ ଦଳାଚକଟା ଘଟି ୪୪ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୧୦୩ ଜଣ ଆହତ ହୋଇଥିବାବେଳେ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।…

ସୋସିଆଲ ମିଡିଆରେ ଲାଗିପାରିବନି କଟକଣା

ନୂଆଦିଲ୍ଲୀ, ୧।୫: ଯଦି ନାଗରିକମାନେ ସେମାନଙ୍କ ଆପତ୍ତି ଅଭିଯୋଗକୁ ସୋସିଆଲ ମିଡିଆ ଜରିଆରେ ପରସ୍ପର ମଧ୍ୟରେ ଶେୟାର କରନ୍ତି, ତେବେ ଉକ୍ତ ସୂଚନା ଉପରେ କୌଣସି ରାଷ୍ଟ୍ର କଟକଣା ଲଗାଇବା ଉଚିତ ନୁହେଁ। ସୋସିଆଲ ମିଡିଆରେ ସୂଚନାର ଅବାଧ ପ୍ରବାହ ଉପରେ…

ଅନ୍‌ଲାଇନ ଗାଳିଗୁଲଜ ବିରୋଧରେ ଫିଫା, ୟୁଇଏଫ୍‌ଏ ଏକାଠି

ନୟନ,୧।୫(ପି.ଟି.): ଅନ୍‌ଲାଇନରେ ଚାଲିଥିବା ଗାଳିଗୁଲଜ ବିରୋଧରେ ପୂରା ଇଂଲିଶ ଫୁଟ୍‌ବଲ ଜଗତ ଏକାଠି ହୋଇଛି। ଅନ୍‌ଲାଇନରେ ଚାଲିଥିବା ଗାଳିକୁ ବିରୋଧ କରି ଇଂଲିଶ ଫୁଟ୍‌ବଲ ବିଭିନ୍ନ ସୋସିଆଲ ମିଡିଆକୁ ବୟକଟ୍‌ କରିଛି। ଏବେ ଫିଫା ଓ ୟୁଇଏଫ୍‌ଏ ଏହି ୪ ଦିନିଆ…

ଆଇପିଏଲ୍‌-୧୪ ମୁମ୍ବାଇ- ଚେନ୍ନାଇ ହେଭିଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୧।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୭ତମ ମ୍ୟାଚ୍‌ରେ ଏକ ଦମ୍‌ଦାର ଲଢ଼େଇ ଦେଖିବାକୁ ମିଳିବ। ଶନିବାର ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଏହି ମୁକାବିଲରେ ଦୁଇ ହାଇପ୍ରୋଫାଇଲ ଦଳ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ…

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା ଜିଲାବାସୀଙ୍କୁ ଚକିତ କରିଥିବାବେଳେ ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଯଦି ଆପଣ ଉଚ୍ଚ ରକ୍ତଚାପ ଦ୍ୱାରା ପୀଡ଼ିତ, ତେବେ ରକ୍ତଚାପ କେତେ ଅଛି ତାହା ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ମାପି ନିଅନ୍ତୁ। ବିଶେଷଭାବରେ ବୟସ ବଢ଼ିଲେ ଏହି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସତର୍କ ରୁହନ୍ତୁ। ଯଦି ଥରେ…

ମୁମ୍ବାଇ- ଚେନ୍ନାଇ ମହାମୁକାବିଲା

ନୂଆଦିଲ୍ଲୀ,୧।୫: ଚଳିତ ଆଇପିଏଲ୍‌ରେ ଶନିବାର ଦେଖିବାକୁ ମିଳିବ ଏଲ୍‌ କ୍ଲାସିକୋ (ମହାମୁକାବିଲା)। ଗୋଟିଏ ପଟେ ୩ ଥର ଚାମ୍ପିୟନ ସିଏସ୍‌କେ ଥିବା ବେଳେ ଅନ୍ୟପଟେ ରହିଛି ଡିଫେଣ୍ଡିଂ ତଥା ଗତ ୨ଥରର ବିଜେତା ମୁମ୍ବାଇ ଇଣ୍ଡିଆନ୍ସ। ମ୍ୟାଚଟି ଦିଲ୍ଲୀର ଅରୁଣ ଜେଟ୍‌ଲୀ…

ପଛ ପଟୁ ଆସି ଗୋଡ଼ରେ ଠେଲି ଦେଲା ବିଲେଇ, ଆଉ ତା’ ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…

ପୁଣି ଥରେ ପଦାରେ ପଡ଼ିଲା ଆରସିବିର ଦୁର୍ବଳତା

ଅହମ୍ମଦାବାଦ,୩୦।୪ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ଦୁର୍ବଳତା ପୁଣି ଥରେ ପଦାରେ ପଡ଼ିଛି। ଟପ୍‌ ଅର୍ଡର ଉପରେ ହିଁ ଆର୍‌ସିବି ସମ୍ପୂର୍ଣ୍ଣ ନିର୍ଭରଶୀଳ। ଉପର କ୍ରମର ଷ୍ଟାର ବ୍ୟାଟ୍ସମ୍ୟାନ ଫେଲ୍‌ ମାରିଲେ, କଥା ଶେଷ। ସେଭଳି କିଛି ଦୃଶ୍ୟ ଶୁକ୍ରବାର…

ଅଶ୍ୱିନଙ୍କ ପରିବାରରେ ୧୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୩୦।୪ : ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଚଳିତ ଆଇପିଏଲ ମଧ୍ୟରୁ ଓହରିବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି। ତାଙ୍କ ପରିବାରର ୧୦ ଜଣ କୋଭିଡ୍‌-୧୯ରେ ଆକ୍ରାନ୍ତ। ଏ ନେଇ ଅଶ୍ୱିନଙ୍କ ସ୍ତ୍ରୀ ପ୍ରିଥୀ ନାରାୟଣ ଶୁକ୍ରବାର ସୂଚନା…

ଜାଲ୍‌ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି

ପୋଲସରା,୩୦ା୪: ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri