Home Left

ଘରେ ରେମ୍‌ଡେସିଭିର୍‌ ନ ନେବାକୁ ପରାମର୍ଶ

ନୂଆଦିଲ୍ଲୀ, ୩୦।୪(ପି.ଟି.):ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ହୋମ୍‌ ଆଇସୋଲେଶନ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁବାର ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛି। ଘରେ ରହୁଥିବା ରୋଗୀ ରେମ୍‌ଡେସିଭିର ଇଞ୍ଜେକ୍‌ଶନ ନ ନେବା ପାଇଁ ପରାମର୍ଶ ଦିଆଯାଇଛି। କେବଳ ହସ୍ପିଟାଲରେ…

ଇତିହାସ ରଚିବେ ବିଜୟନ୍‌

ନୂଆଦିଲ୍ଲୀ,୩୦ା୪:ପୂର୍ବାପେକ୍ଷା ଏଥର ଆମେ ଅଧିକ ଆସନରେ ବିଜୟୀ ହେବୁ। ଗୁରୁବାର ରାତିରେ ଏକ୍‌ଜିଟ୍‌ ପୋଲ୍‌ ଫଳ ଆସିବା ପରେ କେରଳ ରାଜଧାନୀ ଥିରୁଭାନନ୍ତପୁରମ୍‌ରେ ଏହା ଥିଲା ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ଙ୍କ ପ୍ରଥମ ମନ୍ତବ୍ୟ। ଏହି ଦକ୍ଷିଣ ଭାରତୀୟ ରାଜ୍ୟରେ କ୍ରମାଗତ ଭାବେ…

କେନ୍ଦ୍ରୀୟ ବାହିନୀ ଖର୍ଚ୍ଚ ଛାଡ଼ ହେଉ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଓଡ଼ିଶାରେ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ (ସିଏପିଏଫ୍‌) ମୁତୟନ ବାବଦ ୪୫୬୧.୨୩ କୋଟି ଟଙ୍କାର ଖର୍ଚ୍ଚ ପଇଠ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦାବି କରିଛି। ହେଲେ ଏହି ଖର୍ଚ୍ଚ ଛାଡ଼ କରିବାକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସ୍ଥଗିତ ରହିଲା ଓବିସି ଗଣନା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ୟାନ୍ୟ ପଛୁଆବର୍ଗ(ଓବିସି)ଙ୍କ ଲାଗି ହେବାକୁ ଥିବା ସାମାଜିକ ଓ ଶିକ୍ଷାଗତ ସର୍ଭେ କାର୍ଯ୍ୟକୁ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ଓଏସ୍‌ସିବିସି) ସ୍ଥଗିତ ଘୋଷଣା କରିଛନ୍ତି। ଏହି ସର୍ଭେ କାର୍ଯ୍ୟ ମେ’ ପହିଲାରୁ ହେବାକୁ ଥିଲା। ଏହା…

ଟିକା ପାଇଁ ଚିଠି

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…

ଭାରତୀୟ ମହିଳା କ୍ରିକେଟ ଦଳ: ମୁଖ୍ୟ କୋଚ୍‌ ଦୌଡ଼ରେ ୫ ମହିଳା

ନୂଆଦିଲ୍ଲୀ, ୩୦।୪(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଦୌଡ଼ରେ ୫ ଜଣ ମହିଳା ସାମିଲ ହୋଇଛନ୍ତି। ୨୦୧୭ରୁ ଏହି ପଦରେ ପୁରୁଷ କୋଚ୍‌ ରହି ଆସୁଥିଲେ। ଏଥର ଆବେଦନ କରିଥିବା ମହିଳାଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ଚୟନ କମିଟି ମୁଖ୍ୟ…

ଚକିତ କରିପାରେ ନନ୍ଦିଗ୍ରାମ

କୋଲକାତା, ୩୦ା୪: ପଶ୍ଚିମବଙ୍ଗରେ ଗୁରୁବାର ୮ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନ ସହ ‘ଖେଳ’ ଶେଷ ହୋଇଛି। ଚୂଡ଼ାନ୍ତ ଇନିଂସରେ ୭୬.୦୭% ମତଦାନ ହୋଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବହୁଚର୍ଚ୍ଚିତ ନନ୍ଦିଗ୍ରାମ ଆସନରେ ଏପ୍ରିଲ ୧ରେ…

ଚକୋଲେଟ୍‌ ଚୋରି କରି ପୁଣି ଅଡୁଆରେ ପାକିସ୍ତାନ ରାଜନେତା

ଇସଲାମାବାଦ୍‌: ପାକିସ୍ତାନକୁ ପୁଣି ଥରେ ଲଜ୍ଜିତ ହେବାକୁ ପଡ଼ିଛି। ଦକ୍ଷିଣ କୋରିଆରେ ପାକିସ୍ତାନର ଦୁଇ ରାଜନେତା ଚୋରି କରିଥିବା ବେଳେ ଧରା ପଡ଼ିଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଏହି ଦୁଇ ନେତା କୌଣସି ବଡ଼ ଜିନିଷ ଚୋରି କରିନାହାନ୍ତି। ଚକୋଲେଟ୍‌ ଏବଂ…

ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ

ବଣାଇ/ବଡ଼ବିଲ/ଟେନ୍‌ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ…

ବୋଲରଙ୍କ ନିଦ ହଜାଇ ଦେଲେ ପୃଥ୍ବୀ

ଅହମ୍ମଦାବାଦ୍‌,୨୯।୪ : ସାମ୍ନାରେ ଥିଲା ୧୫୫ ରନ୍‌ର ଚ୍ୟାଲେଞ୍ଜିଂ ବିଜୟ ଲକ୍ଷ୍ୟ। କିନ୍ତୁ ଏହାକୁ ଅତି ସାଧାରଣ ଟାର୍ଗେଟରେ ପରିଣତ କରି ଦେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ପୃଥ୍ବୀ ଶ’ଙ୍କ ଆଟାକିଂ ବ୍ୟାଟିଂ। ସେ ପ୍ରଥମ ଓଭରରେ ଶିଭମ ମାଭିଙ୍କୁ ଲଗାଇଥିଲେ…

ରାଇନାଙ୍କୁ ପଛରେ ଛାଡ଼ିଲେ ଧାଓ୍ବନ

ଅହମ୍ମଦାବାଦ,୨୯।୪ : ମିଷ୍ଟର ଆଇପିଏଲ ଭାବେ ଜଣାଶୁଣା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ ପଛରେ ପକାଇ ଦେଇଛନ୍ତି ଶିଖର ଧାଓ୍ବନ। ଚମତ୍କାର ଫର୍ମରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ଧାଓ୍ବନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ…

ପାଟଣାରେ କୁଆପଥର ବର୍ଷା

ପାଟଣା,୨୯।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର  କାଳବୈଶାଖୀ ପ୍ରଭାବରେ କୁଆପଥର, ଘଡ଼ଘଡ଼ି ସହ ବର୍ଷା ହୋଇଛି। ପାଟଣା ମୁଖ୍ୟାଳୟ, କେନ୍ଦେଇପଶି ଓ ତୁରୁମୁଙ୍ଗା ଅଞ୍ଚଳରେ କୁଆପଥର ବର୍ଷା ହୋଇଥିଲା। ବର୍ଷା ପରଠାରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri