Home Left

ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ ୪୦…

ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ ଲୋକମାନେ କିପରି…

କରୋନାରେ ପିଆଇବି ଉପନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ, ୨୯ା୪: କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ପ୍ରେସ୍‌ ଇନ୍‌ଫରମେଶନ ବ୍ୟୁରୋ(ପିଆଇବି) ଉପନିର୍ଦ୍ଦେଶକ ସଞ୍ଜୟ କୁମାର ଶ୍ରୀବାସ୍ତବ( ୫୬)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ଏ ନେଇ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ସୂଚନା…

୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌, ମାନୁଫାକ୍ଚରିଂ, ପ୍ଲାଷ୍ଟିକ,…

ସାହିସ୍ନାନ ପରେ କର୍ଫ୍ୟୁ

ହରିଦ୍ୱାର, ୨୯ା୪: ଉତ୍ତରାଖଣ୍ଡର ହରିଦ୍ୱାରଠାରେ କୁମ୍ଭମେଳା ଉପଲକ୍ଷେ ମଙ୍ଗଳବାର ସାହିସ୍ନାନ ଶେଷ ହେବା ପରେ ବୁଧବାର ସେଠାରେ କର୍ଫ୍ୟୁ ଜାରି ହୋଇଛି। ମେ ୩ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ହରିଦ୍ୱାର ପୌର ନିଗମ ସମେତ ମ୍ୟୁନିସିପାଲିଟି ଏବଂ କେତେକ ଗ୍ରାମାଞ୍ଚଳରେ…

ଅକ୍ସିଜେନ ପାଇଁ ୧,୩୦୦ କି.ମି.

ରାଞ୍ଚତ୍, ୨୯।୪: ଝାଡ଼ଖଣ୍ଡର ଜଣେ ବ୍ୟକ୍ତି ତାଙ୍କର କରୋନା ସଂକ୍ରମିତ ବନ୍ଧୁଙ୍କ ପାଇଁ ଅକ୍ସିଜେନ୍‌ ସିଲିଣ୍ଡର ଯୋଗାଡ଼ କରିବାକୁ ୨୪ ଘଣ୍ଟା ମଧ୍ୟରେ ୧,୩୦୦ କିଲୋମିଟର ଯାତ୍ରା କରିଛନ୍ତି। ତାଙ୍କୁ ଝାଡ଼ଖଣ୍ଡର ରାଞ୍ଚତ୍ରୁ ଉତ୍ତରପ୍ରଦେଶର ଗାଜିଆବାଦ ଯିବାକୁ ପଡ଼ିଥିଲା। ଖବର ଅନୁଯାୟୀ…

କ୍ୟୁଏସ୍‌ ଓ୍ବାର୍ଲ୍‌ଡ ର଼୍ୟାକିଙ୍ଗ୍‌ରେ କିଟ୍‌କୁ ଭାରତରେ ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର,୨୯।୪: କ୍ୟୁଏସ୍‌ ୱାର୍ଲ୍‌ଡ଼ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ ବର୍ଗରେ…

ଦିଲ୍ଲୀରେ ଏଲ୍‌ଜି ଶାସନ

ନୂଆଦିଲ୍ଲୀ,୨୯ା୪: କେନ୍ଦ୍ର ସରକାରଙ୍କ ନୂଆ ଆଇନ ଅନୁସାରେ ଏଣିକି ଦିଲ୍ଲୀରେ ଉପରାଜ୍ୟପାଳ (ଏଲ୍‌ଜି) ସର୍ବେସର୍ବା। ଏଲ୍‌ଜି ଅନିଲ ବୈଜାଲଙ୍କ ନିୟନ୍ତ୍ରଣରେ ୮୦ ବିଭାଗ ରହିବ ଏବଂ ସେ ବିଧାନସଭାରେ ଗୃହୀତ କୌଣସି ବିଲ୍‌କୁ ସ୍ଥଗିତ ରଖିପାରିବେ। ଫଳରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

ପ୍ଲାଜମାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଛି ଟିକା

କଟକ ଅଫିସ, ୨୯ା୪: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ସଂକ୍ରାମକ ରହିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏପରି କି ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପ୍ରିଲ ମାସରେ କେବଳ ୮୭,୫୯୮ ଚିହ୍ନଟ ହୋଇଥିବାବେଳେ ୯୬ଜଣଙ୍କ ମୃତ୍ୟୁ…

ଟିକା ଦେବାକୁ କହି ଗଣବଳାତ୍କାର

ପାଟନା, ୨୯।୪: କୋଭିଡ୍‌ ଟିକା ଦେବାକୁ କହି ପାଟନାର ଦୁଇଜଣ ଲୋକ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ରକି ଓ ମଣ୍ଟୁଙ୍କୁ ଗିରଫ କରାଯିବା ସହ ସେମାନଙ୍କ ବିରୋଧରେ ମାଲସଲାମି ଥାନାରେ ୩୭୬ଡିରେ ମାମଲା ରୁଜୁ ହୋଇଛି।…

୬ ଜିଲାରୁ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୨ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪,…

୧୭ ଦେଶରେ ଭାରତର ମ୍ୟୁଟାଣ୍ଟ

ଓ୍ବାଶିଂଟନ, ୨୯।୪(ଆଇଏଏନ୍‌ଏସ୍‌): ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା ଡବଲ ମ୍ୟୁଟାଣ୍ଟ କୋଭିଡ୍‌ ଭୂତାଣୁ ବି୧୬୧୭ ଅନୂ୍ୟନ ୧୭ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଛି। ଏପ୍ରିଲ ୨୭ ସୁଦ୍ଧା ବି୧୬୧୭ ଭାରିଆଣ୍ଟ ୧,୨୦୦ରୁ ଊର୍ଦ୍ଧ୍ୱ ସିକ୍ୱେନ୍ସରେ ଚିହ୍ନଟ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri