Home Left

‘ଭାକ୍ସ ଲାଇଭ୍‌’ରେ ମେଘାନ୍‌-ହ୍ୟାରି

ବ୍ରିଟେନ୍‌ ପ୍ରିନ୍ସ ହ୍ୟାରି ଓ ସ୍ତ୍ରୀ ମେଘାନ ମର୍କେଲ କରୋନା ଟିକାର ପ୍ରୋତ୍ସାହନ ପାଇଁ ଗ୍ଲୋବାଲ କନ୍‌ସର୍ଟ ‘ଭାକ୍ସ ଲାଇଭ୍‌’ରେ ପ୍ରଚାର ଅଭିଯାନରେ ସାମିଲ ହେବେ। ଆସନ୍ତା ୨ ତାରିଖରେ ଆମେରିକାର ଲସ୍‌ ଆଞ୍ଜେଲ୍ସଠାରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ…

ଭୁବନେଶ୍ୱର କୋର୍ଟ ୭ ଦିନ ପର୍ଯ୍ୟନ୍ତ ହେଲା ସିଲ୍‌

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏପରିକି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କରୋନାର ପ୍ରଭାବ ପଡିଛି। ବିଭିନ୍ନ କର୍ମଚାରୀ କରୋନରେ ଆକ୍ରାନ୍ତ ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର କୋର୍ଟକୁ ୭…

ପୋର୍ଟାଲ ଭୁଶୁଡ଼ିଲା

ନୂଆଦିଲ୍ଲୀ, ୨୯।୪: ଆସନ୍ତା ୧ ତାରିଖରୁ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ପଞ୍ଜୀକରଣରେ ଆରମ୍ଭରୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହି ପର୍ଯ୍ୟାୟରେ ୧୮ରୁ ୪୪ ବର୍ଷୀୟ ପ୍ରାୟ ୬୧ କୋଟି ନାଗରିକ କୋଭିଡ୍‌ ଟିକା ନେବା ପାଇଁ ଯୋଗ୍ୟ…

ଭୁବନେଶ୍ୱର, କଟକ ପାଇଁ ଚିନ୍ତା ବଢ଼ିଲା: ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରେନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୮୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କେବଳ ରାଜଧାନୀରୁ ରହିଛନ୍ତି ୧,୦୦୪।…

ପିପିଇ କିଟ୍‌ ପିନ୍ଧି ବରଯାତ୍ରୀରେ ନାଚିଲେ ଆମ୍ବୁଲାନ୍ସ ଡ୍ରାଇଭର, କହିଲେ…

କରୋନା ମହାମାରୀ ସମୟରେ ଦେଶର ପ୍ରତ୍ୟେକ ବ୍ୟକ୍ତି ଭୟ ଆଉ ଚିନ୍ତାରେ ରହିଛନ୍ତି। ଏହି ମହାମାରୀ ଯୋଗୁ ଲୋକେ ପୁଣି ଥରେ ଘରେ ବସିବାକୁ ବାଧ୍ୟ ହେଲେ। ମାତ୍ର କିଛି ଲୋକ ଦିନ ରାତି କରୋନା ରୋଗୀଙ୍କ ସେବାରେ ନିଜକୁ ଉତ୍ସର୍ଗ…

ଓଭରହେଡ୍‌ ଟାଙ୍କି ଅଛି, ମିଳୁନି ପାଣି

ଭଦ୍ରକ ଅଫିସ,୨୯।୪-ଭଦ୍ରକ ଜିଲାରେ ପାନୀୟ ଜଳ ଯୋଗାଣ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାରେ ମୋଟ ୧୮୬ଟି ଓଭରହେଡ୍‌ ଟାଙ୍କି କାର୍ଯ୍ୟକ୍ଷମ ଥିବା କୁହାଯାଉଛି। ହେଲେ ସମସ୍ତ ଟାଙ୍କି କେବଳ କାଗଜକଲମରେ କାର୍ଯ୍ୟକ୍ଷମ ବୋଲି ସାଧାରଣରେ ଅଭିଯୋଗ ହେଉଛି।…

କୋଭିଡ୍‌-୧୯ ଔଷଧ ବାଣ୍ଟୁଛନ୍ତି ଗମ୍ଭୀର, ପ୍ରଶ୍ନ ଉଠାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୮।୪ : କୋଭିଡ୍‌-୧୯ ଆକ୍ରାନ୍ତଙ୍କୁ ଦିଆଯାଉଥିବା ଔଷଧ ବାଣ୍ଟୁଛନ୍ତି ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଏହା ଉପରେ ଦିଲ୍ଲୀ ହାଇକୋର୍ଟ କିଛି ପ୍ରଶ୍ନ କରିଛନ୍ତି। ଏହି ଔଷଧ ପାଇଁ ପ୍ରେସକ୍ରିପଶନ ଦରକାର ନାହିଁ କି? ଏହାକୁ ଜଣେ…

ସ୍ବାମୀଙ୍କ ଦ୍ୱିତୀୟ ବିବାହ ନେଇ ଥାନାରେ ପ୍ରଥମ ସ୍ତ୍ରୀ

ହିଞ୍ଜିଳିକାଟୁ,୨୮ା୪: ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମର ପି. ଅନୀତାଙ୍କୁ ଯୌତୁକ ନିର୍ଯାତନା ଦେବାସହ ସ୍ବାମୀ ଦ୍ୱିତୀୟ ବିବାହ କରିଥିବା ନେଇ ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଅନୀତାଙ୍କ ଅଭିଯୋଗକୁ ଭତ୍ତି କରି ପୋଲିସ ଏକ ମାମଲା ନଂ. (୧୯୮/୨୧)…

ପୂରା ଚାମ୍ପିୟନ ଭଳି ଖେଳୁଛି ସିଏସ୍‌କେ

ନୂଆଦିଲ୍ଲୀ,୨୮।୪ : ଆଇପିଏଲର ୩ ଥର ବିଜେତା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏଥର ମଧ୍ୟ ଚାମ୍ପିୟନ ଭଳି ଖେଳୁଛି। ଅରୁଣ ଜେଟଲି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ଅତି ସହଜରେ ୭ ଉଇକେଟରେ ହରାଇ ଦେଇଛି ସିଏସ୍‌କେ।…

ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ନିର୍ବାଚନ: ୪ ଦିନ ପରେ ଫଳାଫଳ

କୋଲକାତା, ୨୮।୪: ପଶ୍ଚିମବଙ୍ଗରେ ଗୁରୁବାର ଅଷ୍ଟମ ତଥା ଶେଷ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୩୫ ନିର୍ବାଚନ ମଣ୍ଡଳୀର ୮୪ ଲକ୍ଷରୁ ଅଧିକ ଭୋଟର ୨୮୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମୁର୍ସିଦାବାଦ ଓ ବୀରଭୂମ୍‌ର ୧୧ଟି ଲେଖାଏ…

ସିଲ୍‌ ହେଲା ମଦ ଦୋକାନ

ବ୍ରଜରାଜନଗର,୨୮।୪: ପ୍ରଶାସନ ପକ୍ଷରୁ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ସହରାଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତି, ବ୍ୟବସାୟ ପ୍ରତିଷ୍ଠାନ ଉପରେ ବୁଧବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି କ୍ରମରେ ତହସିଲଦାର ଦିଲୀପ ପ୍ରଧାନ, ଥାନା…

ସିରମ ଇନ୍‌ଷ୍ଟିଚ୍ୟୁଟ୍‌ ମୁଖ୍ୟଙ୍କୁ କାହିଁକି ମିଳିବ ଓ୍ବାଇ ସୁରକ୍ଷା

ନୂଆଦିଲ୍ଲୀ,୨୮।୪ : ସିରମ ଇନ୍‌ଷ୍ଟିଚ୍ୟୁଟ୍‌ (ଏସ୍‌ଆଇଆଇ) ମୁଖ୍ୟ ଆଦର ପୁନାଓ୍ବାଲାଙ୍କୁ ଓ୍ବାଇ ସ୍ତରୀୟ ସୁରକ୍ଷା ମିଳିବ। ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି ନିର୍ଦ୍ଦେଶ। ତାଙ୍କ ଜୀବନ ପ୍ରତି ବିପଦ ଥିବା ସୂତ୍ରରୁ ଜଣାପଡ଼ିବା ପରେ ମନ୍ତ୍ରଣାଳୟ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri