Home Left

ପ୍ରଥମ ଦିନ କ୍ରାସ ହୋଇଗଲା କୋଓ୍ବିନ ଓ୍ବେବସାଇଟ୍‌

ନୂଆଦିଲ୍ଲୀ,୨୮।୪ : ଆସନ୍ତା ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପାଇଁ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ରେଜିଷ୍ଟ୍ରେଶନ ପ୍ରକ୍ରିୟା। କିନ୍ତୁ ପ୍ରଥମ ଦିନ ହିଁ କୋଓ୍ବିନ ଓ୍ବେବସାଇଟ୍‌ କାମ କରୁ ନ ଥିବା ଅଭିଯୋଗ ଆସିଛି। କିଛି…

ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି କହି କାମୁଡ଼ି ଦେଲେ କରୋନା ରୋଗୀ

କଟକ ଅଫିସ,୨୮।୪: ଜଣେ ମହିଳା କରୋନା ରୋଗୀଙ୍କ ଏଭଳି ଚିତ୍କାର ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି। କୋଭିଡ ସେଣ୍ଟର ଭିତରକୁ ନ ଯିବାକୁ ପ୍ରାଣପଣେ ଉଦ୍ୟମ କରିଥିବା ଏହି ମହିଳା କରୋନା ରୋଗୀ ଜଣକ ଶେଷରେ…

୧୩୧ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର

ପାଲିକେଲ,୨୮।୪: ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ ଡ୍ର ଭାବେ ଶେଷ ହୋଇଛି। ବାଂଲାଦେଶ ଓପନର୍‌ ତମିମ ଇକବାଲ ମ୍ୟାଚର ଶେଷ ଦିନରେ ୧୩୧ ପୂର୍ବ ରେକର୍ଡ ଭାଙ୍ଗିଛନ୍ତି। ଏହି ମ୍ୟାଚ୍‌ରେ ସେ ଅର୍ଦ୍ଧଶତକ ହାସଲ କରିଥିଲେ।…

ମାତୃଗର୍ଭରୁ ସ୍ଥିର ହୋଇଥାଏ ଏସବୁ

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି,…

ଆଯୋଧ୍ୟାରେ ନିର୍ମାଣ ହେବ ମାତା ସୀତାଙ୍କ ଭବ୍ୟ ମନ୍ଦିର

ଅଯୋଧ୍ୟା,୨୮।୪: ପ୍ରଭୁ ଶ୍ରୀରାମଙ୍କ ନଗରୀ ଅଯୋଧ୍ୟାରେ ଖୁବଶୀଘ୍ର ମାତା ସୀତାଙ୍କର ଏକ ଭବ୍ୟ ମନ୍ଦିର ପ୍ରତିଷ୍ଠା ହେବାକୁ ଯାଉଛି। ତପସ୍ବୀ ଛାଭନୀର ମହନ୍ତ ଜଗତଗୁରୁ ପରମହଂସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଅଯୋଧ୍ୟାରେ ମାତା ସୀତାଙ୍କର ଏକ ବିଶାଳ ମନ୍ଦିର ପ୍ରତିଷ୍ଠା ହେବ। ଏଥିପାଇଁ…

ରାଜ୍ୟର ଏସବୁ ସ୍ଥାନରେ ବର୍ଷା ସମ୍ଭାବନା: ଗ୍ରୀଷ୍ମ ପ୍ରବାହରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବୁଧବାର ବର୍ଷା ହେବାର ସମ୍ଭାବନା ରହିଛି। ସ୍ବଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା,…

ଲାଙ୍ଗୁଡ଼ ଧରିଦେଲା ମା’, ପରେ ଏମିତି ପ୍ରତିକ୍ରିୟା ଦେଲା ଛୁଆ ମାଙ୍କଡ଼; ଯାହା ହୃଦୟକୁ ଛୁଇଁଯିବ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଯାହାକୁ ଦେଖିଲେ ଓଠରେ ହସ ଫୁଟିଉଠେ। ବେଳେବେଳେ ଏମିତି ଭିଡିଓ ଶେୟାର ହୋଇଥାଏ ଯାହା ହୃଦୟକୁ ଛୁଇଁଯାଏ। ଠିକ୍‌ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ…

ବୟଫ୍ରେଣ୍ଡଙ୍କ ସହ ଗେଷ୍ଟହାଉସ୍‌ ଯାଇଥିଲେ ଗର୍ଲଫ୍ରେଣ୍ଡ୍‌: ପରେ ଘଟିଲା ଏମିତି

ଫରିଦାବାଦ,୨୮।୪: ହରିୟାଣାର ଫରିଦାବାଦରେ ସେକ୍ଟର-୯ ଏକ ଅଭାବାନୀୟ ଘଟଣା ଘଟଛି। ଏକ ଗେଷ୍ଟହାଉସ୍‌ରେ ପ୍ରେମିକାଙ୍କ ଗଳା ଚିପି ହତ୍ୟା କରିନ୍ତି ପ୍ରେମିକ। ଘଟଣାସ୍ଥଳନରୁ ଅଭିଯୁକ୍ତ ଫେରାର ଅଛନ୍ତି। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ,…

୪ ମାସ ତଳେ କରିଥିଲେ ବିବାହ : ନିଜ ବନ୍ଧୁକରୁ ଗୁଳିଫୁଟାଇ ଜୀବନ ହାରିଲେ ଯବାନ

ରାୟଗଡା ଅଫିସ,୨୮।୪: ୪ ମାସ ତଳେ ହୋଇଥିଲା ବିବାହ, ନୂଆ କରି ସ୍ବପ୍ନ ଦେଖୁଥିଲେ ସ୍ତ୍ରୀ , ଗଢ଼ି ଉଠିଥିଲା ସୁଖର ସଂସାର ହେଲେ କ୍ଷଣକରେ ସବୁ ଉଜୁଡି ଗଲା। ନିଜ ବନ୍ଧୁକରୁୁ ଗୁଳି କରି ଆତ୍ମହତ୍ୟା କଲେ ଯବାନ। ଏଭଳି…

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ମୃତ୍ୟୁକୁ ନେଇ ଇହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟ ନିର୍ବାଚନ କମିଶନଙ୍କୁ…

କୋଟିଏ ଟଙ୍କାରୁ ଗୋଟିଏ ଜୀବନ ମୂଲ୍ୟବାନ: ସୋନୁ ସୁଦ

ମୁମ୍ବାଇ: ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି। ଟୁଇଟରରେ ସୋନୁ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ଯେଉଁ ଲୋକ ଅସୁବିଧାରେ ପଡ଼ି ତାଙ୍କ ସହାୟତା ମାଗୁଛନ୍ତି ସେ ସଙ୍ଗେ ସଙ୍ଗେ…

ବୟଫ୍ରେଣ୍ଡ୍‌ଙ୍କ ସହିତ ମୋବାଇଲ୍‌ରେ କଥା ହେବାରୁ ମିଳିଲା ଏଭଳି ଦଣ୍ଡ…

କାବୁଲ,୨୮।୪: ମୋବାଇଲରେ ବୟଫ୍ରେଣ୍ଡ୍‌ଙ୍କ ସହିତ କଥା ହେବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନରେ ସର୍ବସମ୍ମୁଖରେ ୪୦ ଥର ଚାବୁକ୍‌ମାଡ଼ ହୋଇଛି। ଏଭଳି ଘଟଣା ଆଫଗାନିସ୍ତାନରେ ଘଟିଛି। ଆମେରିକା ସୈନ୍ୟଙ୍କ ସ୍ବଦେଶ ଫେରିବା ଘୋଷଣା ପରେପରେ ଦେଶରେ ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri