୨୮ରେ ଓପିଏସ୍ସି ପରୀକ୍ଷା
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ ତଥା ଓପିଏସ୍ସି ପରୀକ୍ଷା ଆସନ୍ତା ୨୮ ତାରିଖ ତଥା ବୁଧବାର ଅନଷ୍ଠିତ ହେବ। ଗତ ୨୫ ତାରିଖରେ ଏହି ପରୀକ୍ଷା ହେବା ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ମାତ୍ର ସପ୍ତାହାନ୍ତ ଶଟ୍ଡାଉନ୍ ପାଇଁ ଏହାକୁ ବୁଧବାରକୁ…
ଏଭଳି କଲେ ଆଉ ହେବନି କରୋନା, କହିଲେ ଏହି ଡାକ୍ତର…
ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ସହଜ ଉପାୟ ଆପଣେଇବା ଲାଗି ମେଦାନ୍ତ ମେଡ଼ିସିଟି ହସ୍ପିଟାଲର ଅଧ୍ୟକ୍ଷ ଡ. ନରେଶ ତ୍ରେହାନ ପରାମର୍ଶ ଦେଇଛନ୍ତି। ପ୍ରତିଦିନ ପ୍ରାଣାୟମ କରିବା…
ପାକିସ୍ତାନର ଭାରତ ପ୍ରେମ: ନେତାମାନେ କହିଲେ,ଜଟିଳ ପରିସ୍ଥିତିରେ ଆମେ ଭାରତ ସହ ଅଛୁ
ଇସଲାମାବାଦ,୨୬।୪: ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହୋଇପଡିଛି। ବିଶ୍ୱର ଅନେକ ଦେଶ ଏହି ବିପର୍ଯ୍ୟୟ ସମୟରେ ଭାରତକୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ଏହି ସମୟରେ ପଡୋଶୀ ପାକିସ୍ତାନର ବିରୋଧୀଦଳ ନେତାମାନେ ବିଶ୍ୱ ମହାମାରୀ ସହ ଲଢୁଥିବା…
କେଉଁମାନଙ୍କୁ କରୋନା ଟିକା ନେବା ମନା…
ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍ର କୋଭାକ୍ସିନ୍ ଏବଂ ସେରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କୋଭିଶିଲ୍ଡ ଟିକାଦାନ ଭାରତରେ କରାଯାଉଛି। ତେବେ…
ଉପକାରୀ ପିଜୁଳି
ପିଜୁଳିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ରୋଗ ପ୍ରତିରୋଧକ ଶକ୍ତିକୁ ସନ୍ତୁଳିତ ରଖିବାକୁ ଚାହୁଁଛନ୍ତି କି ? ଯଦି ହଁ, ତେବେ ଦୈନନ୍ଦିନ ଖାଦ୍ୟ ତାଲିକାରେ ପିଜୁଳିକୁ ସାମିଲ କରନ୍ତୁ। ଏଥିରେ ଥିବା ଭିଟାମିନ୍ ‘ସି’ ରୋଗ ପ୍ରତିରୋଧକ…
ମେଡିକାଲ ଅକ୍ସିଜେନ୍
ଏବେ ଆମ ଦେଶରେ ମେଡିକାଲ ଅକ୍ସିଜେନ୍ର ସଙ୍କଟ ଯୋଗୁଁ ବହୁ କରୋନା ରୋଗୀ ମୃତ୍ୟୁର ଶିକାର ହେଉଛନ୍ତି। ଏପରିକି ସରକାର ବିଦେଶରୁ ୫୦ ହଜାର ମେଟ୍ରିକ ଟନ୍ ମେଡିକାଲ ଅକ୍ସିଜେନ୍ କ୍ରୟ କରିବା ପାଇଁ ପ୍ରୟାସ କରୁଛନ୍ତି। ତେବେ ପ୍ରଶ୍ନ ଉଠେ,…
ଗୁଗଲ୍ ସିଇଓଙ୍କ ଦରମା କେତେ ଜାଣନ୍ତି
ଭାରତୀୟ ମୂଳ ସୁନ୍ଦର ପିଚାଇ ଏବେ ଗୁଗଲ୍ ସିଇଓ ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୯ରେ ଗୁଗଲ୍ର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ୍ର କାର୍ଯ୍ୟଭାର ମଧ୍ୟ ତାଙ୍କୁ ଦିଆଯାଇଥିଲା। ଏହାପରେ ସୁନ୍ଦର ପିଚାଇଙ୍କ କାର୍ଯ୍ୟ ଆଗ ଅପେକ୍ଷା ବଢିଯାଇଛି। କେବଳ କାର୍ଯ୍ୟ ନୁହେଁ, ତାଙ୍କ…
ଡାଇବେଟିସ୍ ଅଛି କି, ତାଳି ମାରନ୍ତୁ ସୁସ୍ଥ ରୁହନ୍ତୁ…
ନୂଆଦିଲ୍ଲୀ: ସମ୍ପ୍ରତି ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ଡାଇବେଟିସ୍ ସମସ୍ୟା ଦେଖାଦେଉଛି। ତେବେ ଏଭଳି ସମସ୍ୟାରୁ ଦୂରେଇ ରହିବା ହାତ ପାଆନ୍ତାରେ ରହିଛି। ପ୍ରତିଦିନ ସକାଳେ ଅଭ୍ୟାସ କରି କିଛି ସମୟ ତାଳି ମାରିଲେ ବହୁ ଶାରୀରିକ ସମସ୍ୟା ସହିତ ଡାଇବେଟିସ୍ ସମସ୍ୟାରୁ…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୨୬।୪: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ଼ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି। ଏଥିରେ ମୋଟ୍ ୧୭ ଖଣ୍ଡ ଅସନ ଓ ଧଉରା କାଠ ରହିଛି ।…
କ୍ରିକେଟର୍ଙ୍କୁ କରୋନା ଭୟ: ଆଇପିଏଲ୍ରୁ ଓହରିଲେ ଆଉ ୨ କ୍ରିକେଟର୍
ମୁମ୍ବାଇ,୨୬।୪: ଏବେ ଭାରତରେ କରୋନା କାୟା ବିସ୍ତାର କରିଛି। ଏହାର ପ୍ରଭାବ ଆଇପିଏଲ୍ରେ ଦେଖିବାକୁ ମିଳିଛି। କରୋନା ଭୟରେ ଜଣେ ପରେ ଜଣେ ଖେଳାଳି ଆଇପିଏଲ୍ରୁ ଓହରି ଯାଉଛନ୍ତି। ଅଷ୍ଟ୍ରେଲୀୟ ଖେଳାଳି ଆଣ୍ଡ୍ରିୟୁ ଟାଇ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ…
ବ୍ଲଡ୍ ବ୍ୟାଙ୍କରେ ରକ୍ତ ଅଭାବ ଆଶଙ୍କା
ସମ୍ବଲପୁର,୨୬।୪(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବାସ୍ଥ୍ୟସେବା ଭଳି ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ମେ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ଯୁବବର୍ଗ ଟିକା…
୩ ଦିନରେ ଗଲାଣି ୮୬୯ ଟନ୍ ଅକ୍ସିଜେନ
କଟକ ଅଫିସ, ୨୬।୪: ଓଡ଼ିଶା ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ୍ ଯୋଗାଣ ଜାରି ରହିଛି। ଗତ ୩ଦିନ ମଧ୍ୟରେ ୪୯ଟି ଟ୍ୟାଙ୍କର୍ ଯୋଗେ ୮୬୯ ଟନ୍ରୁ ଅଧିକ ମେଡିକାଲ ଅକ୍ସିଜେନ୍ ଓଡ଼ିଶା ପୋଲିସର ସୁରକ୍ଷା ବଳୟରେ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଉତ୍ତରପ୍ରଦେଶ,…
Archives


